Sign in
Sign in
Recover your password.
A password will be e-mailed to you.
ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ
ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା ।
ସୂଚନା ଅନୁସାରେ ବାବୁଲି ମୁଣ୍ଡା ଓ ତାଙ୍କର ପତ୍ନୀ ସାବିନା ମୁଣ୍ଡାଙ୍କର!-->!-->!-->…
ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ
ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common!-->…
୨ କୀଟନାଶକ ଓାୖଷଧ ଦୋକାନରେ ଲାଗିଲା ନିଆଁ : ଜଳିଗଲା ୧୫ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଔଷଧ…
ହିଞ୍ଜିଳିକାଟୁ, ୭।୩: ହିଞ୍ଜିଳି ଥାନା ନୂଆଁ ବୁରୁପୋଡା ଗ୍ରାମ ନିକଟରେ ଥିବା ୨ଟି କୀଟନାଶକ ଓାୖଷଧ ଦୋକାନରେ ଶୁକ୍ରବାର ସକାଳେ ନିଆଁ ଲାଗିଯାଇଥିଲା। ବିଦ୍ୟୁତ୍ ସକ୍ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଖବର ପାଇ ହିଞ୍ଜିଳି ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ଘଟଣାସ୍ଥଳରେ!-->…
ଭୟନାହିଁ ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ୍: ମନ୍ତ୍ରୀ
ଭୁବନେଶ୍ବର: ଚଳିତ ଗ୍ରୀଷ୍ମଋତୁରେ ବିଲ୍ ଅନାଦେୟ ଯୋଗୁ କୌଣସି ବିଦ୍ୟୁତ୍ ବିଚ୍ଛିନ୍ନ ହେବ ନାହିଁ ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିଶ୍ରୁତି ଦେଇଛନ୍ତି। ଅଚଳ ନଳକୂପଗୁଡ଼ିକୁ ମରାମତି କରିବା, ପଶୁମାନଙ୍କ ପାଇଁ ଆଶ୍ରୟସ୍ଥଳ ଯୋଗାଇବା ଏବଂ ପର୍ଯ୍ୟାପ୍ତ!-->…
ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି
ଭୁବନେଶ୍ୱର: ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। ଏହି ଚାଟବଟ୍ ମାଧ୍ୟମରେ, ନାଗରିକମାନେ ଜନ୍ମ ଏବଂ ଆୟ ପ୍ରମାଣପତ୍ର ପାଇବା ସହିତ!-->…
ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଛତ୍ରପୁର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର!-->…
ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର - ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ରାଜ୍ୟ!-->…
ଶ୍ରୀକଲା ଘାଟି ନିକଟରେ ଭୟଙ୍କର ଦୁର୍ଘଟଣା: ଓ୍ବାଗନର୍ କାର୍ ସହ ମୁହାଁମୁହିଁ ଧକ୍କା ହୋଇ ୩ ବାଇକ୍ ଆରୋହୀ ମୃତ
ଜି.ଉଦୟଗିରି : କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଡି ୧୨ ୭୩୭୪ ନମ୍ବର ଥିବା ଓ୍ବାଗ୍ନର କାର ଏବଂ ଓଡି ୧୯ ଏଚ୍ ୪୨୯୫ ନମ୍ବର ବାଇକ ମୁହାଁ ମୁହିଁ ଧକ୍କା ହେବା ଯୋଗୁ ୩ ବାଇକ୍!-->…
ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା
ଜମ୍ମୁ-କଶ୍ମୀର,୭।୩: ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା!-->…
ଜୟଶଙ୍କରଙ୍କ ବୟାନକୁ ନେଇ ପାକିସ୍ତାନରେ ହଇଚଇ
ନୂଆଦିଲ୍ଲୀ : ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲଣ୍ଡନର ଚାଥାମ ହାଉସରେ ପାକ୍ ଅଧିକୃତ କଶ୍ମିର ସମ୍ପର୍କରେ ଏକ ବୟାନ ଦେଇଛନ୍ତି ଯାହା ଓମାର ଅବଦୁଲ୍ଲାଙ୍କଠାରୁ ପାକିସ୍ତାନ ପର୍ଯ୍ୟନ୍ତ ହଇଚଇ ସୃଷ୍ଟି କରିଛି। ପ୍ରକୃତରେ, ଏହି କାର୍ଯ୍ୟକ୍ରମ ସମୟରେ, ଜଣେ ପାକିସ୍ତାନୀ ସାମ୍ବାଦିକଙ୍କ!-->…