Sign in
Sign in
Recover your password.
A password will be e-mailed to you.
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଷଡବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଚିକିଟି : ଏହି ବ୍ଲକ ଚିକିଟି ପେଣ୍ଠ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଶନିବାର ଅପରାହ୍ନ ସମୟରେ ଷଡ ବିଂଶତମ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଚିକିଟି ପେଣ୍ଠ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସଭାପତି ଶ୍ରୀଯୁକ୍ତ ପଟମୁ ରାମାରାଓ ସୁବୁଦ୍ଧିଙ୍କ!-->…
ବିଜ୍ଞାନ ଯୁଗରେ ଅନ୍ଧବିଶ୍ୱାସର କୁପରିଣତି : ଗୁଣିଗାରେଡି ସନ୍ଦେହରେ ୬ ଗିରଫ, ବ୍ୟବହୃତ ଖଟୁଳି ସମେତ କାର ଜବତ
ବାଲିମେଳା, ୫।୧ : ମାଲକାନଗିରି ଆଧୁନିକ ସଭ୍ୟସମାଜ ତଥା ବିଜ୍ଞାନ ଯୁଗରେ ଅନ୍ଧବିଶ୍ୱାସର କୁପରିଣତି । ଜିଲ୍ଲା ଓରକେଲ ଥାନା ଅନ୍ତର୍ଗତ ଚିତାପାରୀ-୪ ଗ୍ରାମରେ ଗୁଣିଗାରେଡି ସନ୍ଦେହ ରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ଓରକେଲ ପୋଲିସ। ମିଳିଥିବା ସୂଚନାନୁଯାୟୀ ଚିତାପାରୀ-୪ ଗ୍ରାମରେ ପୂଜା ହେବ!-->…
ଚତୁରତାର ସୀମାପାର : ରାତି ଅଧିଆ ମେସିନ ଦ୍ଵାରା ଚାଲିଛି ମନରେଗା କାମ
ମାଲକାନଗିରି, ୫।୧ : ସରକାର ବଦଳିଲେ ମଧ୍ୟ ବଦଳିନି ଠିକାଦାରଙ୍କ କାର୍ଯ୍ୟର ତରିକା । ମନରେଗା ଯୋଜନାରେ ଲୋକଙ୍କ ବଦଳରେ ମେସିନ୍ ସାହଯ୍ୟ ଚାଲିଛି କାର୍ଯ୍ୟ । ଏହି ସରକାରୀ ପାଣ୍ଠିକୁ ଦୁରୂପଯୋଗ କରିବା କିଛି ଅସାଧୁ ସରକାରୀ କର୍ମଚାରୀଙ୍କ ମୁଖ୍ୟ ସାଧନ ପାଲଟିଛି । ଯାହାକି ମନରେଗା ଆଇନର!-->!-->!-->…
ନୟାଗଡ଼ ପୌର କାର୍ଯ୍ୟାଳୟ ଅଚଳାବସ୍ଥା..!
ନୟାଗଡ଼ : ନୟାଗଡ଼ ପୌର କାର୍ଯ୍ୟାଳୟ ରେ ଅଚଳାବସ୍ଥା । ପୌର ପରିଷଦର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ନୟାଗଡ଼ ରେ ରହୁନଥିବା ପ୍ରତ୍ୟେକ ଦିନ ଭୁବନେଶ୍ଵର ଯିବା ଆସିବା କୁ ନେଇ ବାରମ୍ବାର ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ବାରମ୍ବାର ଅଭିଯୋଗ ପରେ ବି ଜିଲ୍ଲା ପ୍ରଶାସନ କୌଣସି ପଦକ୍ଷେପ!-->…
‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ
ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ!-->…
ଏଣିକି ଅବିବାହିତ ପ୍ରେମୀ ଯୁଗଳଙ୍କ ଓୟୋ ମନା
ଲକ୍ଷ୍ନୌ: ନୂଆବର୍ଷରେ ନୂଆ ନିୟମ ଆଣିଲା ଓୟୋ । ଏଣିକି ଅବିବାହିତ ଯୋଡ଼ିଙ୍କୁ ଓୟୋ ମନା । ଓୟୋରେ କେବଳ ଆଇନ ସମ୍ମତ ଦମ୍ପତିଙ୍କୁ ମିଳିବ ଅନୁମତି । ଗ୍ରାଉଣ୍ଡରୁ ମିଳିଥିବା ରିପୋର୍ଟ ଆଧାରରେ ଓୟୋ ଏପରି ନିଷ୍ପତ୍ତି ନେଇଛି । ହୋଟେଲ ବୁକିଂ କମ୍ପାନୀ ଓୟୋ ସହଭାଗୀ ହୋଟେଲ ଗୁଡିକ ପାଇଁ ଚେକ୍!-->…
ଆଦିବାସୀ ମେଳା ଉଦଘାଟିତ
ଭୁବନେଶ୍ଵର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା । ଭୁବନେଶ୍ବରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା । ମେଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି!-->…
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦେଶର ରାଜଧାନୀ ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ। ଏହାରି ଭିତରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇ ବିବାଦରେ ବିଜେପି ନେତା ରମେଶ ବିଧୁଡ଼ି। ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା ରମେଶ!-->…
ପଣ୍ଡା ଅଳଙ୍କାର ଲୁଟ ଓ ଗୁଳିକାଣ୍ଡ ଘଟଣା, ଦୁଇ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଲେଖାଏଁ ସହାୟତା ରାଶି
ଯାଜପୁର : ଯାଜପୁର ରୋଡ଼ ପାଣିକୋଇଲି ସୁନା ଦୋକାନରୁ ଲୁଟ୍ ଘଟଣା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ STF ଟିମ୍ । ଗିରଫ ଦୁଇ ଲୁଟେରାଙ୍କ ମୋବାଇଲ ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ପ୍ରାଣ ହରାଇଥିବା!-->!-->!-->…
କୋଷ୍ଟଗାର୍ଡ ହେଲିକପ୍ଟର କ୍ରାଶ୍, ୩ ମୃତ
ବଡ଼ ଦୁର୍ଘଟଣା। ଗୁଜରାଟ ପୋରବନ୍ଦରରେ ଭାରତୀୟ ତଟରକ୍ଷୀ ବାହିନୀ ତଥା କୋଷ୍ଟଗାର୍ଡର ଏକ ହେଲିକପ୍ଟର ଦୁର୍ଘଟାଗ୍ରସ୍ତ ହୋଇଛି। ଏଥିରେ ମୋଟ ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ପାଇଲଟ ଓ ଦୁଇ ଜଣ କୋ-ପଇଲଟ ସାମିଲ ଅଛନ୍ତି।
କୁହାଯାଉଛି ଯେ, କୋଷ୍ଟଗାର୍ଡର ଏହା ଏକ ଆଡଭାନ୍ସଡ!-->!-->!-->…