ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍

ପୁରୀ: ଶ୍ରୀମନ୍ଦିର କେମିତି ଉଡିଲା ଡ୍ରୋନ୍ ? କ’ଣ କରୁଥିଲେ ସୁରକ୍ଷା କର୍ମୀ? ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନରେ କିପରି ଡ୍ରୋନ୍ ଉଡିଲା ସେନେଇ ଏବେ ତନାଘନା ଚାଲିଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ମନ୍ତ୍ରୀ କହିଛନ୍ତି,

ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣା, ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଅନୁଗୁଳ: ଅନୁଗୁଳରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ । ଜଙ୍ଗଲରୁ ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ କାବୁ କଲା ସ୍ବତନ୍ତ୍ର ସ୍କ୍ୱାର୍ଡ । ଦୁଇ ବର୍ଷ ତଳର ଏକ ଗଣ୍ଡଗୋଳକୁ କେନ୍ଦ୍ର କରି ପ୍ରଫୁଲ୍ଲ ମିର୍ଧାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା ଅଭିଯୁକ୍ତ । ଦୁଇ

ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ…

ସମ୍ବଲପୁର /ବରଗଡ :କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ

ଗଞ୍ଜାମରୁ ଚାଷୀର ରଣ ହୁଙ୍କାର : ନୃସିଂହ ନାଥ କୃଷକ ସଂଗଠନର ନ୍ୟାଜ୍ୟ ଦାବି ନେଇ ବୈଠକ

ବେଲଗୁଣ୍ଠା : ଅଦିନିଆ ବର୍ଷା ଚାଷୀର ଜନଜୀବନ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ଏଯାବତ ସରକାର ପଦକ୍ଷେପ ନନେବା ଦୁର୍ଭାଗ୍ୟଜନକ, ଆଠ ଦିନ ଭିତରେ ସରକାର ଯଦି କୃଷକ ମାନଙ୍କୁ କ୍ଷତିପୂରଣ ନଦିଅନ୍ତି ତେବେ ହଜାର ହଜାର ଚାଷୀ ରାଜରାସ୍ତାକୁ ଓଲ୍ହେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ କରିବ ବୋଲି

HMPV ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଛନକା, ଭାରତ ସତର୍କ

ଚୀନରେ ମାଡୁଥିବା HMPVକୁ ନେଇ ଭାରତ ସତର୍କ। ଯଦିଓ ଆମ ଦେଶରେ ଏଯାଏ କୌଣସି କେସ୍ ବାହାରିନି ତଥାପି ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ମନିଟରିଂ ଗ୍ରୁପ୍ ବୈଠକ ବସିଥିଲା। ବୈଠକ ପରେ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଚୀନ୍ ସ୍ଥିତି

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୫ ଉଦଯାପନି ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ଯର ସମସ୍ତ କୃଷକ ଭାଇ ଓ ଭଉଣୀମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ସେ 'ଜମିକୁ ଜଳ, ଚାଷୀଙ୍କୁ ବଳ', ତେଣୁ ରାଜ୍ୟରେ ଜଳସେଚନକୁ ଆହୁରି ବ୍ୟାପକ

ଦୁଲୁକିଲା ରାଜଧାନୀ ରାଜରାସ୍ତା, ଆରମ୍ଭ ହେଲା ପଥ ଉତ୍ସବ

ଭୁବନେଶ୍ଵର: ବ୍ୟସ୍ତ ବହୁଳ ଜୀବନ ଭିତରେ ସହରିଆଙ୍କ ଶରୀରକୁ ଟିକିଏ ଫୁର୍ତ୍ତି ଓ ମନକୁ ଟିକେ ପ୍ରଫୁଲ୍ଲିତ ରଖିବା ପାଇଁ ଚଳିତ ବର୍ଷର ପ୍ରଥମ ତଥା ୧୮ତମ ପଥ ଉତ୍ସବ ଆରମ୍ଭ ହୋଇଛି । ବିଏମ୍‌ସି ପକ୍ଷରୁ ଆଜି ରାହାଗିରି ବା ପାଥୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ଦୋଇଛି । ପ୍ରଥମ ଦିନରେ ଶୀତ

ତୈଳିକ ବୈଶ୍ୟ ସମାଜ ପକ୍ଷରୁ ୫୬ ତମ ବନ୍ଧୁ ମିଳନ ଓ ସାମୁହିକ ପହିଲି ଭୋଗ ସେବନ ଉତ୍ସବ

ବ୍ରହ୍ମପୁର : ଆଜି ବ୍ରହ୍ମପୁର ସ୍ଥିତ କାଶୀବିଶ୍ୱନାଥ ମନ୍ଦିର ପରିସରରେ ମହୁରୀ ତାଲୁକା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ୫୬ ତମ ବନ୍ଧୁ ମିଳନ ଓ ସାମୁହିକ ପହିଲି ଭୋଗ ସେବନ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ଜାତିକୂଳ ବେହେରା ମଧୁସୂଦନ ବେହେରା ସଭାପତିତ୍ୱ କରିଥିଲେ । ସଂପାଦକ ଭଗବାନ ସାହୁ,

ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୭ତମ ଜନ୍ମ ମହୋତ୍ସବ

ଉମରକୋଟ / ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଳକ ତୁରୁଡ଼ିହି ଡିଏନକେ ଗ୍ରାମର ହାଇସ୍କୁଲ ପଡ଼ିଆରେ ମହା ଆଡମ୍ବର ସହିତ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୭ ତମ ଜନ୍ମ ଶତବାର୍ଷିକୀ ଅନୁଷ୍ଠିତ ହୋଇ ଯାଇଛି । ଅନୁକୂଳ ଚନ୍ଦ୍ର ବିଂଶ ଶତାଦ୍ଦୀର ସମାଜ ସଂସ୍କାରକ ଜଣେ