Sign in
Sign in
Recover your password.
A password will be e-mailed to you.
ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ବିକ୍ରି ହେବନି ଖଜା
ପୁରୀ: ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି।!-->…
ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ!-->…
‘ଓଡ଼ିଶା ଆସିବେ ଅଢ଼େଇ ହଜାର ପ୍ରବାସୀ, ବିଶ୍ବ ଦେଖିବ ଓଡିଶାର ଆତିଥ୍ୟ’
ଭୁବନେଶ୍ୱର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହ ପର୍ଯ୍ୟଟନ ବିଭାଗ ପକ୍ଷରୁ ମଧ୍ୟ ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି ।
!-->!-->!-->…
ଜାନୁୟାରୀ ୫ ରୁ ପାଳିତ ହେବ ଏକାମ୍ର ଉତ୍ସବ-୨୦୨୫
ଭୁବନେଶ୍ୱର : ପାଳିତ ହେବ ଏକାମ୍ର ଉତ୍ସବ 2025 । ଜାନୁୟାରୀ 5 ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇ ଜାନୁୟାରୀ 16 ରେ ଶେଷ ହେବ । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏକାମ୍ର ଉତ୍ସବରେ ମଧ୍ୟ ପ୍ରବାସୀ ଭାରତୀୟ!-->…
ଘାଟି ତଳକୁ ଖସି ପଡ଼ିଲା ସେନା ଟ୍ରକ୍; ୪ ଯବାନ ମୃତ, ୫ ଆହତ
ଜମ୍ମୁ ଓ କଶ୍ମୀରର ବାନ୍ଦିପୁର ଜିଲ୍ଲାର ଏସ୍କେ ପୟେନ ଅଞ୍ଚଳରେ ଆଜି ସେନାର ଏକ ଟ୍ରକ୍ ଘାଟି ତଳକୁ ଖସି ପଡ଼ିବାରୁ ୪ ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ପାହାଡ଼ ଉପରେ ବୁଲାଣି ରାସ୍ତାରେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା!-->…
‘ପ୍ରବାସୀ ଭାରତୀୟ ଦିବସ’ରେ ଶୋଭା ବଢାଇବ ଓଡ଼ିଶା ଥିମ୍ ପ୍ୟାଭିଲିୟନ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଉ ମାତ୍ର ୪ ଦିନ ପରେ ଆରମ୍ଭ ହେବ ‘ପ୍ରବାସୀ ଭାରତୀୟ ଦିବସ’ର ୧୮ତମ ସଂସ୍କରଣ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି।
ବିଭିନ୍ନ ଦେଶରୁ ଆସୁଥିବା ପ୍ରତିନିଧିଙ୍କ ପାଇଁ!-->!-->!-->…
ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫
ଭୁବନେଶ୍ୱର : ସଜେଇ ହେଉଛି ପ୍ରଦର୍ଶନୀ ପଡିଆ । ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ରାଜଧାନୀରେ ଆରମ୍ଭ ହୋଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା । ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସକୁ!-->…
ଦୁର୍ଘଟଣାଗ୍ରସ୍ତ ହେଲା ଗାଙ୍ଗୁଲିଙ୍କ ଝିଅଙ୍କ କାର୍, ଧକ୍କା ଦେଲା ବସ୍
କୋଲକାତା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଷ୍ଟାର କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲି। କାର୍ ଯୋଗେ ଯାଉଥିବା ବେଳେ ତାଙ୍କ କାରକୁ ଏକ ବସ୍ ଧକ୍କା ଦେଇଥିଲା ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କ କାରର ଲୁକିଂ ଗ୍ଲାସ୍(କାରର ସାମ୍ନା କବାଟ ପାଖରେ ଲାଗିଥିବା!-->…
‘ପର୍ଯ୍ୟଟନ ଶିଳ୍ପକୁ ଛୁଇଁବ ଡବଲ ଡେକର୍ ବସ୍ ଓ ନୂଆ ମୋ ବସ୍’
ଭୁବନେଶ୍ୱର: ପ୍ରାଥମିକ ପର୍ଯ୍ୟାୟରେ ମୋଟ ୫ଟି ବସ୍ ଆସିବାକୁ ଥିବା ବେଳେ, ଶୁକ୍ରବାର ଭୁବନେଶ୍ବରରେ ଦୁଇଟି ଡବଲ ଡେକର ବସ୍ ପହଞ୍ଚିଛି । ଏହି ବସ୍ ରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ପ୍ରତିଫଳିତ ରହିଛି । ସେହିପରି ଅତ୍ୟାଧୁନିକ ଡିଜାଇନ୍ରେ ୫ଟି ମୋ ବସ ଆସିଥିବା ବେଳେ ଆଉ ୫ଟି ବସ ମଧ୍ୟ!-->…
ସାମ୍ବାଦିକ ମୁକେଶଙ୍କ ହତ୍ୟା ଘଟଣାରେ ଟ୍ୱିଷ୍ଟ; ସଂପର୍କୀୟ ଭାଇ ଗିରଫ
ଛତିଶଗଡ଼ର ସାମ୍ବାଦିକ ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ଘଟଣାରେ ଆସିଛି ରୋଚକ ମୋଡ଼। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ମୁକେଶଙ୍କ ସଂପର୍କୀୟ ଭାଇ ରିତେଶ ଚନ୍ଦ୍ରାକର।
ନିଜର ଅନୁସନ୍ଧାନମୂଳକ ରିପୋର୍ଟ ପାଇଁ ଛତିଶଗଡ଼ରେ ବେଶ୍ ଜଣାଶୁଣା ଥିବା!-->!-->!-->…