ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ଚାବି ହଜିବା…

ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି। ସୂଚନା ଅନୁଯାୟୀ, ଇଓଡବ୍ଲୁ ଭୁବନେଶ୍ୱର କେ ଟିମ୍ ଖୋଳତାଡ଼ ଜାରି ରଖି କୋଇଡ଼ା…

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ ପ୍ରତି ଗଭୀର…

ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ

ଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ କାର୍ଯ୍ୟ କରନ୍ତି।…

ତେଜସ୍ ପାଇଁ ଜୀବନ ରକ୍ଷାକାରି ବ୍ୟବସ୍ଥାର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ – ଡିଆରଡିଓର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରୁଥିବା ବେଙ୍ଗାଲୁରୁସ୍ଥିତ ଡିଫେନ୍ସ ବାୟୋ-ଇଞ୍ଜିନିୟରିଂ ଏବଂ ଇଲେକ୍ଟ୍ରୋମେଡିକାଲ ଲାବୋରେଟୋରୀ ହାଲୁକା ଯୁଦ୍ଧ ବିମାନ ତେଜସ୍ ପାଇଁ ସ୍ୱଦେଶୀ ଅନ୍ ବୋର୍ଡ ଅମ୍ଳଜାନ ସୃଷ୍ଟିକାରୀ ବ୍ୟବସ୍ଥା ଉପରେ…

ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ନେଲେ ଜଗନମୋହନ ମୀନା

ଭୁବନେଶ୍ବର: ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ଆଜି କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ଡିସିପି ମୀନା । ଦାୟିତ୍ବ ନେବା ପରେ ନିଜର ଅଭିଭାଷଣରେ ମୀନା କହିଛନ୍ତି, ଅପରାଧ ତଦନ୍ତ, ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ…

ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର । ଆଧୁନିକ ଓଡ଼ିଶାର ନିର୍ମାତା । ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ । ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ । ବିଜୁ ବାବୁ ଯେଉଁ ଆଧୁନିକ ଓଡ଼ିଶାର ସ୍ବପ୍ନ…

ଜିଲ୍ଲାରେ ୨୪ ଘଣ୍ଟିଆ ପେଟ୍ରୋଲ ପମ୍ପ ସେବା ପାଇଁ ଲୟର୍ସ ଆସୋସିଏସସନ ପକ୍ଷରୁ ସାଂସଦକୁ ଦାବିପତ୍ର ପ୍ରଦାନ…

ମାଲକାନଗିରି,୫l୩ ମାଲକାନଗିରି ଜିଲ୍ଲା ଲୟର୍ସ ଆସୋସିଏସନ ପକ୍ଷରୁ ଜିଲ୍ଲାରେ ୨୪ ଘଣ୍ଟିଆ ପେଟ୍ରୋଲ ପମ୍ପ ଖୋଲିବା ପାଇଁ ସାଂସଦଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲ୍ଲା ଗସ୍ତରେ ଆସିଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝିଙ୍କୁ ଜିଲ୍ଲା ଲୟର୍ସ ଆସୋସିଏସନ ପକ୍ଷରୁ ଏହି ଦାବିପତ୍ର ପ୍ରଦାନ…

ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ଚାଲିବ

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର। ଅମରନାଥ ଯାତ୍ରା ପାଇଁ ତାରିଖ ଘୋଷଣା ହୋଇଯାଇଛି। ଶ୍ରୀ ମାତା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯…

ଗୃପ୍ ଟଙ୍କା ମାଗିବାକୁ କେନ୍ଦ୍ର କରି ମାଆ ଓ ଝିଅକୁ ଅସଦାଚରଣ ସହ ହତ୍ୟା ଧମକ ଅଭିଯୋଗ…

ହିଞ୍ଜିଳିକାଟୁ, ୫।୩(): ଗୃପ୍ ଟଙ୍କା ମାଗିବାକୁ କେନ୍ଦ୍ର କରି ମହିଳାଙ୍କୁ ଅସଦାଚରଣ କରିବା ସହ ତାଙ୍କ ଝିଅଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ଓ ହତ୍ୟା ଧମକ ଦେବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।ପୁଲିସ ସୂଚନା ପ୍ରକାରେ, ହିଞ୍ଜିଳି ଥାନା ବାଦିଆମ୍ବଗାଁର ଜ୍ୟୋତ୍ସ୍ନା ଜେନା…