Sign in
Sign in
Recover your password.
A password will be e-mailed to you.
ଦୁଇମାସ ହେଲା ଷ୍ଟେଟବ୍ୟାଙ୍କ ଏଟିଏମ ଅଚଳ : ଭେଣ୍ଡରର ସମସ୍ୟା ଯୋଗୁଁ ଟଙ୍କା ଲୋଡିଂ ହୋଇପାରୁନି…
ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍ରେ ଟଙ୍କା ଲୋଡିଂ ହୋଇପାରୁନଥିବା ଯୋଗୁଁ ଅଧିକାଂଶ ସ୍ଥାନରେ ଏହା ଅଚଳ ହୋଇ ରହିଥିବା ଜଣାଯାଇଛି। ଏହି ସମସ୍ୟା ଫେବ୍ରୁଆରି ମାସରୁ ଆରମ୍ଭ ହୋଇଯାଇଥିବା ବେଳେ ଅଦ୍ୟାବଧି ସୁଦ୍ଧା!-->…
ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ
ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ ଏହା ମଧ୍ଯ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ!-->…
ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ
ୱାଶଂଟନ୍: ଟ୍ରମ୍ପଙ୍କ ରାଗ ସୀମା ପାର୍ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ କରିବାକୁ ପ୍ରୋତ୍ସାହନ ବାବଦ ବିପୁଳ ଟଙ୍କା ଦେବ!-->…
ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ!-->…
ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା
ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି।!-->…
ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି!-->…
ଛତ୍ରପୁର ଠାରେ ପ୍ରବାଦ ପୂରୁଷ ବିଜୁପଟ୍ଟନାୟକଙ୍କ ୧୦୯ତମ ଜନ୍ମଜୟନ୍ତୀ ପାଳିତ
ଛତ୍ରପୁର, : ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ମହାନ ଜନନାୟକ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି । ସ୍ଥାନୀୟ ଲୋୟର ବସଷ୍ଟାଣ୍ଡସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀ ମାନେ ପୁଷ୍ପମାଲ୍ୟ!-->…
ନୟାଗଡ଼ ଜିଲ୍ଲାରେ କାମ ହୋଇପାରୁନି ୧୨୦୦ ରୁ ଉର୍ଦ୍ଧ୍ବ ପ୍ରକଳ୍ପ…
ନୟାଗଡ଼: ଗ୍ରାମାଞ୍ଚଳର ବିକାଶ ପାଇଁ ପୂର୍ବ ବିଜେଡି ସରକାର " ଆମ ଓଡ଼ିଶା ନବୀନ ଓଡ଼ିଶା" ଯୋଜନା ପ୍ରଣୟନ କରିଥିଲେ ।ପ୍ରତି ପଞ୍ଚାୟତରେ ୫୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁର କରାଯାଇଥିଲା ।ଏହି ପ୍ରକଳ୍ପ ମଧ୍ୟରେ କମ୍ୟୁନିଟି ସେଣ୍ଟର, ଧର୍ମାନୁଷ୍ଠାନ ଉନ୍ନତିକରଣ ପ୍ରଭୃତି ରହିଥିଲା ।!-->…
ହିଞ୍ଜିଳି : ବିଜୁବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତି ପାଳିତ
ହିଞ୍ଜିଳିକାଟୁ, ୫ା୩: କଳିଙ୍ଗର ବରପୁତ୍ର, ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ବୁଧବାର ହିଞ୍ଜିଳି ବିଜେଡି ପକ୍ଷରୁ ବିଜୁବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ବିଧାୟକଙ୍କ ପୈାରପରିଷଦ ପ୍ରତିନିଧି ପ୍ୟାରୀମୋହନ!-->…