ନବରଙ୍ଗପୁର ଠାରେ” ଦିଶା “କମିଟି ବୈଠକ ଅନୁଷ୍ଠିତ…

ନବରଙ୍ଗପୁର ତା ୪.୩.୨୦୨୫: ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ମାନ୍ୟବର ଲୋକସଭା ସାଂସଦ ବଳଭଦ୍ର ମାଝିଙ୍କ ଅଧକ୍ଷତାରେ" ଦିଶା" କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଏହି ବୈଠକରେ, ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ଡାବୁଗାଁ ବିଧାୟକ…

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି। ଅଷ୍ଟ୍ରେଲିଆ…

୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା…

ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ…

ଇତିହାସ ବିଷୟରେ ବାବରନାମା ଓ ମନୁସ୍ମୃତି ସାମିଲ୍ କରିବାକୁ କଡ଼ା ବିରୋଧ: ପ୍ରସ୍ତାବ ପ୍ରତ୍ୟାହାର କରିବ ଦିଲ୍ଲୀ…

ନୂଆଦିଲ୍ଲୀ: ଯୁକ୍ତ ଦୁଇ ଇତିହାସ ଅନର୍ସ ପେପରରେ ବାବରନାମା ଓ ମନୁସ୍ମୃତି ସାମିଲ୍‌ କରିବାକୁ ଅଧ୍ୟାପକମାନଙ୍କ କଡ଼ା ବିରୋଧ ପରେ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଯାଉଛି ଦିଲ୍ଲୀ ୟୁନିଭର୍ସିଟି। ଏନେଇ ଉପ-କୁଳପତି(ଭାଇସଚାନସେଲର) ଯୋଗେଶ ସିଂହ ସୂଚନା ଦେଇଛନ୍ତି। ଏହି ପ୍ରସ୍ତାବ ଯେପରି…

ବ୍ଯାଙ୍କ ମଧ୍ୟରୁ ଉଧାର ହେଲା ୬ଫୁଟ ଲମ୍ବର ସାପ…

ମାଲକାନଗିରି : ବ୍ଯାଙ୍କ ମଧ୍ୟରେ ସାପ ଏହି ଭଳି କଥା ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟଏହା ସତ୍ୟ । ଏହିଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରିରେ । ଖବର ଅନୁଯାୟୀ ମାଲକାନଗିରି ସଦର ମହକୁମା ଡିଏନକେରେ ଥିବା ପଞ୍ଜାବ ନ୍ୟାସନାଲ ବ୍ଯାଙ୍କ ସବୁ ଦିନ ଭଳି ଆଜି ସକାଳ ୧୦ଟା ସମୟରେ ଖୋଲା…

ସରକାରଙ୍କ ନିଷ୍ପତ୍ତି ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ

ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ବଡ଼ ମେଡିକାଲର ରଙ୍ଗ…

ବାରଖମାରେ ରାଜ୍ୟସ୍ତରୀୟ ରାତ୍ର କାଳୀନ ଭଲିବଲ୍ ପ୍ରତିଯୋଗିତା ଉଦଘାଟିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ହାଇସ୍କୁଲ ଖେଳପଡିଆ ଠାରେ ରାଜ୍ୟ ସ୍ତରୀୟ ରାତ୍ର କାଳୀନ ଭଲିବଲ୍ ପ୍ରତିଯୋଗିତା ମଙ୍ଗଳବାର ସନ୍ଧ୍ୟାରେ ଶୁଭାରମ୍ଭ ହୋଇଛି। ପ୍ରତିଯୋଗିତାର ଉଦଘାଟନ ଉତ୍ସବରେ ମୁଖ୍ୟଅତିଥି ଭାବେ କଂଗ୍ରେସର ବରିଷ୍ଠ ସଦସ୍ୟ ଡ଼ଃ.ବିଚିତ୍ରା ନନ୍ଦ…

ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି: ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ପ୍ରସଙ୍ଗ । ବିଜେପିକୁ ଟାର୍ଗେଟ୍‌ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି । ଏପରି ଅପମାନ କରିବା ସରକାରଙ୍କ ଠିକ୍‌ ନୁହେଁ । ଓଡ଼ିଆ…