ଘର ତିଆରିକୁ କେନ୍ଦ୍ର କରି ୨ ପରିବାର ହାତାହାତି, ୪ ଆହତ

ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ଏତାଲାହିଞ୍ଜିଳିକାଟୁ : ନିର୍ଦ୍ଧାରିତ ନିରୁପଣ ଜମି ଠାରୁ ଅଧିକ ୬ଇଞ୍ଚ ଜାଗାରେ ଘର ନିର୍ମାଣ କରିବାକୁ କେନ୍ଦ୍ର କରି ୨ ପଡୋଶୀ ପରିବାର ମଧ୍ୟରେ ବଚସା ଓ ହାତାହାତି ହୋଇଛନ୍ତି। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ

ମଣ୍ଡିରେ ୧୦୦୦ କୁଇଣ୍ଟାଲ ବଦଳରେ ୨୦୦୦ କୁଇଣ୍ଟାଲ ଧାନ କ୍ରୟ କରିବାକୁ ନେଇ ରାଜପଥରେ ଧାରଣା

ମାଲକାନଗିରି : ରାଜ୍ୟସରକାର ଧାନଚାଷୀଙ୍କ ହିତରେ କୁଇଣ୍ଟାଲ ପିଛା ଟ:୨୮୦୦/- ଓ ବୋନସ ବାବଦ୍କୁ ୮୦୦ଟଙ୍କା ଦେଇ ଚାଷୀ ମୂହରେ ହସଫୁଟାଇ ଥିଲେ । ନିୟମ ଅନୁଯାୟୀ ମାଣ୍ଡିରେ ୧୦୦୦ କୁଇଣ୍ଟାଲ ଧାନ କ୍ରୟ ର ଟାର୍ଗେଟ ରହିଥିବା ବେଳେ ବହୁତ ଚାଷୀଙ୍କ ଧାନ ବର୍ତମାନ ସୁଧା ଖଳାପଡି ରହିଛି ।

ଫେବୃୟାରୀ ୨ରୁ ଶ୍ରୀ ଶ୍ରୀ ଅଷ୍ଟଲକ୍ଷ୍ମୀ ମହାଯଜ୍ଞ

୯ ଦିନ ଧରି ପୁରୀ ସାମୁକା ସମୁଦ୍ର କୂଳରେ ପ୍ରକମ୍ପିତ ହେବ ମନ୍ତ୍ର ଧ୍ଵନୀ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଯୋଗଦେବେ ୧୫୧ ପଣ୍ଡିତ ରାଜ୍ୟବାସୀଙ୍କର ସୁଖ, ଶାନ୍ତି, ସମୃଦ୍ଧି, ପରିବେଶ ଓ ବାୟୁମଣ୍ଡଳର ଶୁଦ୍ଧିକରଣ ନିମନ୍ତେ ଓଡ଼ିଶାରେ ପ୍ରଥମ ଥର ବିଶାଳ ମହାଯଜ୍ଞ ପୁରୀ/

ଆଇଏଏସ୍‌ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର : ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି

ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ବର : ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ । ଓଡ଼ିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ କେନ୍ଦ୍ର ଖାରଜ କରିଛି । ଏଥର ଓଡ଼ିଶା ପକ୍ଷରୁ ମାଣିଆବନ୍ଧ ଶାଢୀ ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ବର ମଡେଲ ପ୍ରଦାନ କରାଯାଇଥିଲା । ହେଲେ

ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ

ଭୁବନେଶ୍ବର : ଭୁବନେଶ୍ୱରରେ ଜମିବ ୭ ହଜାରରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଭିଡ଼। ସେଥିପାଇଁ ସଜେଇ ହେଉଛି ମନ୍ଦିର ମାଳିନୀ ସହର ଭୁବନେଶ୍ୱର। ସବୁଠି ଦେଖିବାକୁ ମିଳିଛି ଓଡ଼ିଶା କଳା ଓ ସଂସ୍କୃତିର ଝଲକ। ଏହି ମହା ଆୟୋଜନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବେ ଓ ରାଷ୍ଟ୍ରପତି

ଶୁକ୍ରବାରଠୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ, ଡିସେମ୍ବର ୨୫ରୁ ଥିଲା ସ୍ଥଗିତ

ପୁରୀ ୨।୧: ନବବର୍ଷରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ ଶ୍ରୀମନ୍ଦିରକୁ ଭକ୍ତଙ୍କର ଆଗମନ ଜାରି ରହିଛି। ଆଜି ନବବର୍ଷର ଦ୍ବିତୀୟ ଦିବସରେ ମହାପ୍ରଭୁଙ୍କର ଦର୍ଶନ ପାଇଁ ମଧ୍ୟ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଛି। ତେବେ ଆଜିଠାରୁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ କରି ଭକ୍ତମାନେ

ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ବର ୨।୧: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ନବୀନ । ଏହାସହ ବାରମ୍ବାର

ଆସନ୍ତାକାଲିଠୁ କୃଷି ଓଡ଼ିଶା-୨୦୨୫ ଆରମ୍ଭ, ଯୋଗ ଦେବେ ୧୦ ହଜାର କୃଷକ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା - ୨୦୨୫”ର ଆୟୋଜନ ହେବାକୁ ଯାଉଛି । ଏହି ସମାରୋହ ଆସନ୍ତାକାଲି ଦିନ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

ଆଦିବାସୀ ମେଳା ୨୦୨୫ ପ୍ରସ୍ତୁତି, ଲେଜର୍ ଶୋରେ ଆଦିବାସୀ ପରମ୍ପରା ଓ ସ୍ଵାଧୀନତା ସଂଗ୍ରାମର ଝଲକ୍

ଭୁବନେଶ୍ଵର: ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ଏନେଇ ରାଜଧାନୀରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା । ପ୍ରଥମ କରି ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସକୁ ଧ୍ୟାନରେ