ମହିଳା ଦିବସରେ ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ, ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ବର: ଆସନ୍ତା ୮ ତାରିଖ, ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବ୍ରହ୍ମପୁର ଗସ୍ତରେ ଯିବେ । ଉକ୍ତ ଦିନ ସୁଭଦ୍ରାର ଦ୍ବିତୀୟ କିସ୍ତି ମହିଳାମାନଙ୍କୁ ବଣ୍ଟା ଯିବାକୁ ଥିବା ବେଳେ ବ୍ରହ୍ମପୁର ସଭାରେ ଏହାର ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବ୍ରହ୍ମପୁର ସ୍ଥିତ…

ରେକର୍ଡ ତାତି, ଝାରସୁଗୁଡ଼ାରେ ସର୍ବାଧିକ ୩୭. ୮ ଡିଗ୍ରୀ ସେଲସିୟସ

ଭୁବନେଶ୍ବର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭. ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି…

ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ ଲୋକ ମନ୍ଦିରର ସୁରକ୍ଷା ବ୍ୟବସ୍ଥା…

ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍‌ଙ୍କୁ ଦେଲେ ଇସ୍ତଫା ପତ୍ର

ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ…

ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ ଯୁବକ

କେନ୍ଦ୍ରାପଡା : ବର୍ବରତାର ସବୁ ସୀମା ପାର୍ କରିଦେଲେ । ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ କିଛି ଯୁବକ। ଏ ଦୃଶ୍ୟ ଦେଖିଲାରୁ ଦେହ ଶିତେଇ ଯାଉଛି ଲୋମ ଟାଙ୍କୁରି ଉଠୁଛି । କି ମାଡ଼ ! ଏମିତି କଣ କିଏ କାହାକୁ ମାରିପାରେ । ଯଦି ସେହି ସମୟରେ ମହିଳାଙ୍କ ଜୀବନ…

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି

ଭୁବନେଶ୍ଵର: ‘ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି।’ ଏ ଥିଲା ପୁଅ ମନ୍ମଥ ରାଉତରାୟଙ୍କ ବିବାହ ପରେ ବାପା ସୁର…

ଏନ ଏ ସି ପକ୍ଷରୁ ସାର୍ଟିଫାୟେ କପି ନଦେବାରୁ ଅଫିସ୍ ସମ୍ମୁଖରେ ଧାରଣାରେ ବସିଲେ କାଉନସିଲର…

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ବାଲିମେଳା ଏନ୍ ଏ ସି ରେ ଏକ ନମ୍ୱର ୱାର୍ଡର କାଉନସିଲର ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ତେବେ କାଉନସିଲର…

ମାଲକାନଗିରି : ସ୍କୁଲ ଛାତ୍ରୀ ମାଆ ହେବା ଘଟଣାକୁ ନେଇ ଜିଲ୍ଲା କଂଗ୍ରେସର ଉଦବେଗ…

ମାଲକାନଗିରି : ରାଜ୍ୟରେ ପ୍ରତ୍ୟେକ ଦିନ ଘଟୁଥିବା ନାରୀ ନିର୍ଯ୍ୟାତନା ଓ ଅତ୍ୟାଚାରକୁ ହୃଦୟଙ୍ଗମ କରି ପ୍ରଦେଶ କଂଗ୍ରେସ ସଭାପତି ଭକ୍ତଚରଣ ଦାସ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।ପ୍ରଦେଶ କଂଗ୍ରେସ ତରଫରୁ ଏକ ତଥ୍ୟ ଅନୁଧ୍ୟାନକାରୀ ଦଳ ପୂର୍ବତନ ମନ୍ତ୍ରୀ ନଗେନ୍ଦ୍ର କୁମାର ପ୍ରଧାନଙ୍କ…

ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଅନୁଷ୍ଠିତ ହେବ ଗଞ୍ଜାମ ଓକିଲ ସଂଘ ନିର୍ବାଚନ, ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ…

ବ୍ରହ୍ମପୁର :-ରାଜ୍ୟ ବାର କାଉନ୍ସିଲ ନିର୍ଦେଶ କ୍ରମେ ଚଳିତ ବର୍ଷ ୨୦୨୫-୨୬ ନିମନ୍ତେ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ମାର୍ଚ୍ଚ ୨୯ ତାରିଖରେ ଅସ୍ଥାୟୀ ସଂଘ ଗୃହରେ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଆସନ୍ତା ମାର୍ଚ୍ଚ୫ ତାରିଖରୁ୭ ତାରିଖ ପର୍ଯ୍ୟନ୍ତ ନମାନଙ୍କ ଦାଖଲ ହେବ।ଇଛୁକ ପ୍ରାର୍ଥୀ ମାନେ…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର…

ଛତ୍ରପୁର, : ଛତ୍ରପୁର ପଂଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି, ଆୟୋଜିତ ଶିବିର ରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସ, ଉପାଧ୍ୟକ୍ଷ ଏସ. ଶାରଦା ରେଡ୍ଡୀ, ଭାରପ୍ରାପ୍ତ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ବିଏଫଓ ଗିରିଶ…