Sign in
Sign in
Recover your password.
A password will be e-mailed to you.
ଛତ୍ରପୁର ରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ: ୧୬୫ଟି ଅଭିଯୋଗ ର ଶୁଣାଣି କଲେ ଅତିରିକ୍ତ ଜିଲ୍ଲାପାଳ…
ଛତ୍ରପୁର, ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଓ ଅତିରିକ୍ତ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ!-->…
ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ
ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ ଆଙ୍କୁଥିବା ବ୍ୟକ୍ତି। ଗିରଫ ଦୁଇ ଜଣ!-->…
IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ
ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ ରହୁଥିବା ହୋଟେଲକୁ ଯାଇ ବାବାଙ୍କୁ ଅଟକ ରଖିଛି ପୋଲିସ । ବାବାଙ୍କ!-->…
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍କାଳ ଆର୍ଥିକ!-->…
ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି
ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ । ଉତ୍ତରାଖଣ୍ଡ ବଦ୍ରିନାଥ ହିମସ୍ଖଳନରେ ଫସିଥିବା ୫୪ ଶ୍ରମିକଙ୍କ ମଧ୍ୟରୁ ୮!-->…
ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ
ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ!-->…
ଧୂପ କାଠି ପ୍ରସ୍ତୁତି ତାଲିମ ପ୍ରଦାନ କରି ସ୍ବାବଲମ୍ବୀ କରାଉଛି ଓ ଏଲ ଏମ୍ ଓ ଏସ ବି ଆର ସି ଟି ମାଲକାନଗିରି….
ମାଲକାନଗିରି ତା ୩/୦୩/୨୫ ସ୍ଥାନୀୟ ଚିତ୍ରକୋଣ୍ଡା ଠାରେ ଓଡିଶା ଜୀବିକା ମିଶନ ଓ ଷ୍ଟେଟ ବ୍ୟାଙ୍କ ଆତ୍ମ ନିଯୁକ୍ତି ତାଲିମ କେନ୍ଦ୍ର ମାଲକାନଗିରି ମିଳିତ ଅନୁକୁଲ୍ୟ ରେ ଏକ ଦଶ ଦିନିଆ ଧୂପ କାଠି ପ୍ରସ୍ତୁତି ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ତା.୨୮.୨.୨୫!-->…
ଆଠ ଦଫା ଦାବିରେ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ କାର୍ଯ୍ୟାଳୟ ଘେରିଲା ଓଡିଶା ରାଜ୍ୟ ଆଶକର୍ମୀ…
ବ୍ରହ୍ମପୁର : - ଆଜି ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲ୍ଲା ସଭାନେତ୍ରୀ ରେଣୁବାଳା ସାହୁ ଏବଂ ଜିଲ୍ଲା ପ୍ରଭାରୀ କୁମୁଦିନି ପ୍ରଧାନଙ୍କ ନେତୃତ୍ୱରେ ବହୁ ଆଶାକର୍ମୀ ଯୋଗଦେଇ ସି.ଡି.ଏମ.ଓ.ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଗତ ୩ ମାସ ଗଞ୍ଜାମ!-->…
ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ
ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା ବେଳେ, ତାହାର ସ୍ଲାବ ଖୋଲିବା ସମୟରେ, ସ୍ଲାବ ଖସିପଡିବାରୁ!-->…
ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି।
କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ପକ୍ଷରୁ ଏକ!-->!-->!-->…