ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ

ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି ଭିଡ । ଏଡେ ବଡ ଭେଣ୍ଡିଆ ପୁଅକୁ କିଏ ଏମିତି ବିଭତ୍ସ ଭାବେ ମାରି…

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା । ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍…

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ପ୍ରସ୍ତୁତ

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ରାଜି । ଲଣ୍ଡନ ସମ୍ମିଳନୀରେ ଅବସରରେ ଏହା କହିଛନ୍ତି ଜେଲେନସ୍କି । ସେ କହିଛନ୍ତି ଆମେରିକା ସହ ଖଣି ଡିଲ୍ ପାଇଁ ଆମେ ପ୍ରସ୍ତୁତ । ଆମେରିକା ମଧ୍ୟ ଅନୁରୂପ ଭାବେ ପ୍ରସ୍ତୁତ ବୋଲି ମୁଁ ଆଶା କରୁଛି। କାରଣ ଏହା ଏକ…

ଆର୍ଥିକ ସଚେତନ ହେଉଛନ୍ତି ମହିଳା – ନୀତି ଆୟୋଗ ରିପୋର୍ଟ

ପୂର୍ବ ବର୍ଷ ତୁଳନାରେ ମହିଳାମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ୪୨% ବୃଦ୍ଧି ପାଇଛି। ସୋମବାର ନୂଆଦିଲ୍ଲୀରେ ନୀତି ଆୟୋଗ ଦ୍ୱାରା ଉନ୍ମୋଚନ କରାଯାଇଥିବା ‘From Borrowers to Builders: Women’s Role in India’s Financial Growth Story’ ଶୀର୍ଷକ ଏକ ରିପୋର୍ଟରେ ଏହା କୁହାଯାଇଛି।…

ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର :  ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ ରାସ୍ତା ଦେଖାଇବ ଓଡିଶା । ବାଲେଶ୍ବର…

ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ…

ରକ୍ତ କୋଷିକା ଉପାଦାନ ସଂଗ୍ରହ ଉପରେ ଗୁରୁତ୍ବ ଦେବାକୁ ଦାବି

ଭୁବନେଶ୍ବର: ଗୋଟିଏ ରକ୍ତ ଦାନ ତିନି ଜଣଙ୍କ ଜୀବନ ବଞ୍ଚେଇ ପାରେ ଯାହାକି ରକ୍ତ କୋଷିକା ଉପାଦାନ ସଂଗ୍ରହ ଦ୍ଵାରା ସମ୍ଭବ ହୋଇପାରୁଛି। ତେବେ ରାଜ୍ୟ ର ରାଜଧାନୀ ର ପ୍ରମୁଖ ସରକାରୀ ଡାକ୍ତରଖାନା ଏବଂ ମେଡିକାଲ କଲେଜ ରେ ଅବସ୍ଥିତ କ୍ୟାପିଟାଲ ରକ୍ତ କେନ୍ଦ୍ର ରେ ଏହି ସୁବିଧାରୁ ଅନେକ ଲୋକ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ ନିବେଦନ କରିଛନ୍ତି ମୀରା । ଜଣେ କ୍ୟାନ୍ସର ପୀଡ଼ିତ ଅଶୋକ ଚମ୍ପତ୍ତିଙ୍କୁ…

ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ…

ମାଟ୍ରିକ ପରୀକ୍ଷାରେ କପି ଦେବାକୁ ନେଇ ଉତ୍ତେଜନା, ୨ ଗୋଷ୍ଠୀ ମୁହାଁମୁହିଁ

କେନ୍ଦୁଝର : କପି ପାଇଁ ବାଡାବାଡ଼ି । ଦୁଇ ଗୋଷ୍ଠୀ ମୁହାଁମୁହିଁ । ଦଶମ ଶ୍ରେଣୀ ପରୀକ୍ଷାରେ କପି ଦେବାକୁ କେନ୍ଦ୍ରକରି ଦୁଇ ଗାଁ ଯୁବକଙ୍କ ମଧ୍ୟରେ ସଂଘର୍ଷ । ଜଣେ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର…