Sign in
Sign in
Recover your password.
A password will be e-mailed to you.
ଫେସ୍ବୁକ୍ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା
ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ ଆସିଛି । ହିମାନୀଙ୍କୁ ତଣ୍ଟି ଚିପି!-->…
ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଓ ବିଶାଲ, ହାଜର ହେବାକୁ କ୍ରାଇମବ୍ରାଞ୍ଚକୁ ମାଗିଲେ ମହଲତ
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ । ପରିବାରର କିଛି ଜରୁରୀ କାର୍ଯ୍ୟ ଥିବାରୁ ଆଜି ହାଜର ହେବେ ନାହିଁ । କେବେ ହାଜର ହେବେ ସେ ନେଇ ଜଣାଇବେ ବୋଲି ବିଶାଲ ସୂଚନା!-->…
ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ
ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା!-->…
ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ
ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ । ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ । ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବହୁ କଷ୍ଟରେ!-->…
‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ…
ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଦ୍ବାରା ସ୍ମାର୍ଟ ଫୋନ୍!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ ଶ୍ରୀ ଜାମସେଦଜୀ ନୁସରୱାନଜୀ ଟାଟାଙ୍କ ୧୮୬ତମ ଜୟନ୍ତୀ ପାଳିତ…
ବ୍ରହ୍ମପୁର :, ମାର୍ଚ୍ଚ: ଟିପିଏସ୍ଓଡିଏଲ୍ ପକ୍ଷରୁ ଭାରତୀୟ ଶିଳ୍ପ ଜଗତର ପୁରୋଧା ଶ୍ରୀ ଜାମସେଦଜୀ ନୁସରୱାନଜୀ ଟାଟାଙ୍କ ୧୮୬ତମ ଜନ୍ମ ବାର୍ଷିକୀ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମ ଶ୍ରୀ ଜେଏନ ଟାଟାଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରିବା ସହ ନୈତିକତା ଏବଂ ସଚ୍ଚୋଟତା ଦିଗରେ କମ୍ପାନୀର!-->…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜିମ୍ ମାଲିକଙ୍କ ଝିଅକୁ ଆକ୍ରମଣ, ଜୀବନରୁ ମାରିବାକୁ ମିଳିଲା ଧମକ !
ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ଘଟୁଛି କିଛି ନା କିଛି ଘଟଣା, ଦୁର୍ଘଟଣା । ଯାହାକୁ ସମାଧାନ କରିବା ପୋଲିସ୍ ପାଇଁ ବେଳେ ବେଳେ ମୁଣ୍ଡାବିନ୍ଧାର କାରଣ ପାଲଟିଯାଏ । ତେବେ ଏହାରି ଭିତରେ ସେହିଭଳି ଏକ ଘଟଣା ବର୍ତ୍ତମାନ କିଛି ଦିନ ହେବ ବେଶ୍ ଚର୍ଚ୍ଚାରେ ରହିଛି । ଘଟଣାଟି ହେଉଛି ଘର!-->…
ବିଦେଶିନୀଙ୍କ ଜଂଘରେ ଜଗନ୍ନାଥଙ୍କ ଟାଟୁ, ଥାନାରେ ଏତଲା
ଭୁବନେଶ୍ବର: ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍ଷ୍ଟାଗ୍ରାମ୍ ଓ ହ୍ୱାଟସପ୍ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ସହିଦ ନଗର ଥାନାରେ ଟାଟୁ!-->…
ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ
ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍ର ଟାର୍ଗେଟ୍ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍ ହରାଇ ୨୦୫ ରନ୍ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଶେଷ ଲିଗ୍ ମ୍ୟାଚ୍ରେ ମୁହାଁମୁହିଁ!-->…
ଅଡୁଆରେ ପୂର୍ବ ସେବି ମୁଖ୍ୟ ମାଧବୀ ପୁରି ବୁଚ୍ : ମାମଲା ରୁଜ୍ଜୁ ପାଇଁ ନିର୍ଦ୍ଦେଶ
ମୁମ୍ବାଇ: ମୁମ୍ବାଇର ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଦାଲତ ସେବିର ପୂର୍ବତନ ଅଧ୍ୟକ୍ଷ ମାଧବୀ ପୁରୀ ବୁଚ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଜାଲିଆତି କରି ଏକ କମ୍ପାନିର ଲିଷ୍ଟିଂ ସହ ସଂପର୍କିତ । ଆଇପିସି, ଦୁର୍ନୀତି!-->…