ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ ,ଏକକାଳୀନ ୩ଟି କିସ୍ତିର ପାଇବେ ଟଙ୍କା

ଭୁବନେଶ୍ୱର : ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ । ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ଏକକାଳୀନ ୩ଟି କିସ୍ତିର ଟଙ୍କା ପାଇବେ । ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏବେ ସୁଭଦ୍ରା…

୩୫ ଡିଗ୍ରୀ ଛୁଇଁଲା ଭୁବନେଶ୍ଵର ତାତି

ଭୁବନେଶ୍ଵର: ଦିନକୁ ଦିନ ଉପରମୁହାଁ ହେଲାଣି ପାରଦ । ଚଳିତବର୍ଷ ପ୍ରଥମଥର ପାଇଁ ଭୁବନେଶ୍ଵର ତାତି ୩୫ ଡିଗ୍ରୀ ଟପିଛି । ଆଜି ଦିନ ୨.୩୦ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାତି…

ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ମେଡ଼ିକାଲରୁ ଥାନାକୁ ଫେରିଲା ଅଭିଯୁକ୍ତ

ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର ଜ୍ୟୋତିର୍ମୟୀ ରଣାଙ୍କୁ…

କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ଅସଦାଚରଣ, ଥାନାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’

ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି…

‘ନବ ଦାସଙ୍କ ପରିବାର ଉପରେ ଚାପ ପକାଉଛି ବିଜେଡି’

ଭୁବନେଶ୍ଵର: ନବ ଦାସଙ୍କ ହତ୍ୟାକାଣ୍ଡ ନେଇ ପରିବାର ଲିଖିତ ଅଭିଯୋଗ ଦେବା ପ୍ରସଙ୍ଗରେ ବିଜେଡ଼ି ଚାପ ପକାଉଛି। ଏପରି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ। ସିବିଆଇ ତଦନ୍ତ ପାଇଁ ପରିବାର ଲୋକେ ଲିଖିତ ଅଭିଯୋଗ କଲେ ବିଜେଡ଼ି ଫସିଯିବ ବୋଲି କହିଛନ୍ତି ପ୍ରଦୀପ। …

ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦

କଟକ : ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବେଳେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା ରୁଜୁ କଲେ ଏପ୍ରିଲ ୧ରୁ ଲାଗିବ ୧୦୦ ଚଙ୍କାର କର୍ପସ ଷ୍ଟାମ୍ପ । ଏହି ଟଙ୍କା…

ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ ଆନନ୍ଦ କୁମାର ଏବଂ ରାଜ୍ୟସଭା…

ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା ରୁଜୁ କରି ଘଟଣାରେ ଦୁଇ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା…

ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା

ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ…