ପ୍ରାଣିଚିକତ୍ସା ଓ ଟୀକାକରଣ ଉପରୁ ୟୁଜର୍ସ ଫି ଛାଡ଼

ଭୁବନେଶ୍ୱର : ପ୍ରାଣିସମ୍ପଦର ଚିକିତ୍ସା ଓ ଟୀକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦିଙ୍କ ଚିକିତ୍ସା ଓ ଟୀକାକରଣ ବାବଦରେ ଜନସାଧାରଣଙ୍କୁ ଫି ଦେବାକୁ ପଡ଼ିବ ନାହିଁ। ଏ ସଂକ୍ରାନ୍ତ ପ୍ରସ୍ତାବକୁ ମତ୍ସ୍ୟ ଓ…

ବାଙ୍କୀରେ ବାଘୁଆ ମହୁମାଛି ଆକ୍ରମଣ; ଜଣେ ମୃତ ଓ ୩ ଆହତ

କଟକ: ଘଟିଯାଇଛି ଦୁଃଖଦ ଘଟଣା । ବାଘୁଆ ମହୁମାଛି ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ । ଆଜି ବାଙ୍କୀ ବ୍ଲକ କଳାପଥର ଅଞ୍ଚଳ ଲେମ୍ବେରୀ କୃଷ୍ଣପଲ୍ଲୀ ରାସ୍ତାରେ ବାଘୁଆ ମହୁମାଛି ଆତଙ୍କ ଦେଖାଯାଇଥିଲା। ମହୁମାଛି ଆକ୍ରମଣରେ ଜଣଙ୍କ ଜୀବନ ଚାଲିଯାଇଛି । ୩ ଜଣ ଆହତ ହୋଇଛନ୍ତି । ସୂଚନାମୁତାବକ,…

ମହାକୁମ୍ଭ ଯୋଗୁଁ ବଢିବ ଭାରତର ଅର୍ଥନୈତିକ ଅଭିବୃଦ୍ଧି : ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା

ନୂଆଦିଲ୍ଲୀ: ଅର୍ଥନୈତିକ କ୍ଷେତ୍ରରୁ ଭାରତ ପାଇଁ ସନ୍ତୋଷଜନକ ଖବର । ୨୦୨୫ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୨%କୁ ବୃଦ୍ଧି ପାଇଛି। ପୂର୍ବ ତ୍ରୈମାସରେ ଏହା ୫.୪% ଥିଲା। ଭଲ ମୌସୁମୀ ପରେ ଅର୍ଥନୀତିକୁ ଦୃଢ଼ ଗ୍ରାମୀଣ ବ୍ୟବହାର ଏବଂ ସରକାରୀ ଖର୍ଚ୍ଚ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ ନଡ୍ଡା

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମହାପ୍ରଭୁଙ୍କ ଦର୍ଶନ ସହ…

୨ ରାଜ୍ୟରେ ୯ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର କାମାରେଡ୍ଡି ଜିଲ୍ଲା ପୁଲିସ ନିକଟରେ ଦୁଇ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ଏସପି ସିନ୍ଧୁ ଶର୍ମାଙ୍କ ସମ୍ମୁଖରେ ଏହି ଦୁଇ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଗୁରାଲା ବିଜୟ କୁମାର(୩୬) ଏବଂ ସୋଡି ବାଲା କ୍ରିଷ୍ଣା(୨୩)। ଏମାନେ…

ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ବର: ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି । ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଆଜି ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା । ଆଜି ଅପରାହ୍‌ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ…

ଉତ୍ତରାଖଣ୍ଡରେ ହିମସ୍ଖଳନ:  ଫସିଛନ୍ତି ୪୭ ଶ୍ରମିକ

ଡେରାଡୁନ: ଉତ୍ତରାଖଣ୍ଡ ଚାମୋଲିରେ ଘଟିଛି ବଡ଼ ଦୁର୍ଘଟଣା । ହିମସ୍ଖଳନ କାରଣରୁ ବଡ ଅଘଟଣ ଘଟିଛି । ମାଣା ଗାଁ ଗ୍ଲେସିୟର ତରଳିବା ଦ୍ୱାରା ୪୭ ଜଣ ଶ୍ରମିକ ବରଫ ତଳେ ପୋତି ହୋଇଯାଇଛନ୍ତି । ଏଥିସହ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି । ବରଫ ତଳେ ୫୭ ଶ୍ରମିକ ଦବି ଯାଇଥିବା ବେଳେ ୧୦ ଜଣଙ୍କ…

୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍‌କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ । ଗିରଫ…

ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର

କଟକ : କଟକ ବାଦାମବାଡ଼ି ଅଞ୍ଚଳରେ ଚାଞ୍ଚଲ୍ୟ । ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର । ବିକାଶଭବନ ନିକଟସ୍ଥ ଏକ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ବାପାଙ୍କ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ନାବାଳିକା ଝିଅର ମୃତଦେହ ମିଳିଥିଲା । …

ଉତ୍ତମଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ…