Sign in
Sign in
Recover your password.
A password will be e-mailed to you.
ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ।
ସୂଚନା ମୁତାବକ, ଦରଘାବଜାର ଅଞ୍ଚଳରେ ଅଳକା!-->!-->!-->…
ନନ୍ଦାଗୁଡା ଗ୍ରାମରୁ ଆରମ୍ଭ ହେଲା ଜଳ ବିଭାଜିକା ଯାତ୍ରା…
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ନନ୍ଦାଗୁଡା ଗ୍ରାମରୁ ମାଲକାନାଗିରି ଜିଲ୍ଲା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ପକ୍ଷରୁ ପକ୍ଷ୍ୟରୁ ଜଳ ବିଭାଜିକା ଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏଥିପାଇଁ ନନ୍ଦାଗୁଡା!-->…
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ…
ବାଲିଗୁଡା, ତା, ୨୮/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ ନୈତିକତା ସପ୍ତାହ ୨୦୨୫ ପାଳିତ…
ବ୍ରହ୍ମପୁର :, ଫେବୃଆରୀ ୨୦୨୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ ପକ୍ଷରୁ ନୈତିକତା ସପ୍ତାହ ୨୦୨୫ ପାଳିତ ହୋଇଛି। ମାର୍ଚ୍ଚ ୩ ରେ ଶେଷ ହେବାକୁ ଥିବା ଏହି ସପ୍ତାହବ୍ୟାପୀ କାର୍ଯ୍ୟକ୍ରମରେ ଟାଟା ଗ୍ରୁପର ପ୍ରତିଷ୍ଠାତା!-->…
ଚାଉଳ ବସ୍ତା ଓଜନ ରେ ଠକେଇ କରିବା ସହ ଚଢ଼ା ଦରରେ ବିକ୍ରି ଅଭିଯୋଗ …..!
ପ୍ରଶାସନ ମାଲ ଖାଇ ଚୁପ...!!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଗାଁ ରୁ ସହର ପର୍ଯ୍ୟନ୍ତ ଧାନ ମିଲ ମାଳ ମାଳ ହୋଇ ଖୋଲା ଯାଇଛି। ଉପରେ ଚକାଚକ ଜରିରେ ବିଭିନ୍ନ ନାଁ ରେ ବଜାର ରେ ଚାଉଳ ବିକ୍ରି ହେଉଛି। ସରକାରଙ୍କୁ ଟ୍ୟାକ୍ସ ଠକିବା ପାଇଁ ବିଭିନ୍ନ ଚାଉଳ ବସ୍ତା ଉପରେ ୨୬ କିଗ୍ରା ଓଜନ ଥିବା!-->!-->!-->…
ଟାଙ୍ଗଣା ପଲ୍ଲୀ ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ…
ଛତ୍ରପୁର,:ଜାତୀୟ ବିଜ୍ଞାନ ଦିବସ ଅବସରରେ ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ଯାପୀଠରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି।ନୋବେଲ ପୁରସ୍କାର ବିଜେତା ଚନ୍ଦ୍ରଶେଖର ଭେଙ୍କଟ ରମଣଙ୍କ କୃତି ଦିବସକୁ ଜାତୀୟ ସ୍ତରରେ 1987 ଫେବୃଆରୀ 28 ତାରିଖ ଠାରୁ 'ଜାତୀୟ!-->…
ଓଡ଼ଗାଁ ଡାକ୍ତରଖାନା ସମ୍ମୁଖରେ ଉଠା ଦୋକାନୀଙ୍କ ଭିଡ଼, ପ୍ରଶାସନ ର ଦୃଷ୍ଟି ପଡିବ କେବେ..??
ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଂଲଗ୍ନ ମୁଖ୍ୟ ଫାଟକର ଉଭୟ ପାର୍ଶ୍ଵକୁ ଫଳ, ଗୁପଚୁପ, ଦହିବରା ଓ ବିଭିନ୍ନ ଜଳଖିଆ ଦୋକାନୀ ମାନେ ଅକ୍ତିଆର କରିଛନ୍ତି ।ଫଳରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆସୁଥିବା ସମ୍ପର୍କୀୟ ମାନେ ଯାନବାହାନ ପାର୍କିଂ କରିବାରେ!-->…
ବିଦ୍ୟୁତ୍ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ
ଭୁବନେଶ୍ୱର : ବିଦ୍ୟୁତ୍ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍ ବିଜୁଳି ମାଗଣା ଯୋଗାଇଦେବ ବୋଲି ନିର୍ବାଚନୀ ଘୋଷଣା କରିଥିଲା।!-->…
ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧!-->…
ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ
ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ ସହ ମହାକୁମ୍ଭର ମଧ୍ୟ ସରିଛି ।ଶେଷ ଦିନରେ ସଙ୍ଗମ ସ୍ଥଳରେ ଲକ୍ଷାଧିକ!-->…