Sign in
Sign in
Recover your password.
A password will be e-mailed to you.
କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର…
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍ ଇଣ୍ଟରନାଲ କମିଟି ମୁଖ୍ୟ, ସୁରକ୍ଷା ମୁଖ୍ୟ, ସହକାରୀ!-->…
ବନ୍ଧୁକ ମୁନରେ ଲୁଟ : ସ୍ୱାମୀଙ୍କୁ ବାନ୍ଧିଲେ: ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ୮ ଭରି ସୁନା ଅଳଙ୍କାର ଓ…
ଘଟଣାକୁ ନେଇ ଦୋକାନ ବଜାର ବନ୍ଦ, ରାସ୍ତାରୋକ...ବାଲିଗୁଡା, ତା, ୨୭/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ ଚୋରଙ୍କ ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଛି l ବାରମ୍ବାର ଚୋରୀ, ଡକାୟତି, ଲୁଟତରାଜ, ରାହାଜାନି କରି ସିଧାସଳଖ ସ୍ଥାନୀୟ ପୋଲିସ କୁ!-->…
ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍; ୨ ମୃତ, ଜଣେ ଗୁରୁତ
କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି ଜାଗର ଯାତ୍ରା ଦେଖିବାକୁ!-->!-->!-->…
ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ
ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ ବସିଥିଲେ । କିନ୍ତୁ ହଠାତ ଯେଉଁ ଅଘଟଣ ଘଟିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ!-->…
ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ
ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ ବ୍ରତ ଭାଙ୍ଗିଥିଲେ ଶ୍ରଦ୍ଧାଳୁ । ମହାଦୀପ ଉଠିବା!-->…
ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ
ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟି ମୃତ୍ୟୁ ବରଣ କରିଥିବା ସନ୍ଦେହ!-->…
ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ
ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର ପରିସର। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ!-->…
ଜାଗର ଯାତ୍ରା, ରାତି ସାଢେ ୧୧ ଟାରେ ଉଠିବ ମହାଦୀପ ଶିବ ପଞ୍ଚାକ୍ଷର ମନ୍ତ୍ରରେ ଶୈବପୀଠ ପ୍ରକମ୍ପିତ…
ହିଞ୍ଜିଳିକାଟୁ, ୨୬।୨: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମରେ ଥିବା ଶୈବପୀଠ ଗୁଡିକରେ ବୁଧବାର ପ୍ରାତଃରୁ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଭକ୍ତ ମାନଙ୍କ ଅସମ୍ଭବ ଭିଡ ଲାଗି ରହିଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର, ଆଙ୍କୋରଡାର!-->…
ଅଜଣା ଗାଡି ଧକ୍କାରେ ଦାଦା ମୃତ, ପୁତୁରା ଗୁରୁତର…
ବାଲିଗୁଡା, ତା, ୨୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଦାଦା ମୃତ୍ୟୁ ବରଣ କରିଥିବା ବେଳେ ପୁତୁରା ଗୁରୁତର ଅବସ୍ଥାରେ!-->…
ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ
ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ ପ୍ରାନ୍ତରୁ ୧୦୦ରୁ ଅଧିକ ପୋଲିସକର୍ମୀଙ୍କୁ!-->…