Sign in
Sign in
Recover your password.
A password will be e-mailed to you.
ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ
ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି ଦେଇ ନିଜ ପାଖରେ ଆଣି ରଖିଥିଲେ । ବର୍ଷ ବର୍ଷ ଧରି ଶାରୀରିକ!-->…
ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ
ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ ।
ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର!-->!-->!-->…
ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ
ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଯାହା!-->…
ମହାଶିବରାତ୍ରୀ ପାଇଁ ଶୈବପୀଠ ଚଳଚଞ୍ଚଳ: ଶତାଧିକ ଭକ୍ତଙ୍କ ସମାଗମ, ଆରାଧନା କଲେ ବିଦେଶୀ ଭକ୍ତ…
ବାଲିଗୁଡା, ତା, ୨୬/୦୨ : ପବିତ୍ର ମହାଶିବରାତ୍ରୀ ଓ ‘ଜାଗର’ ଉତ୍ସବ ଅବସରରେ ଗାଁଠୁ ସହରର ସମସ୍ତ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି। ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ତଥା ଶ୍ରଦ୍ଧାଳୁଙ୍କ!-->…
ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ
ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଖୋଜୁଥିବା ବେଳେ!-->…
ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼
ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣାରେ କେହି ମୃତାହତ ହୋଇଥିବା ନେଇ ସୂଚନା!-->…
ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହ ଜଣେ କାଠୁରିଆ ମଧ୍ୟ ମହୁମାଛିଙ୍କ ଆକ୍ରମଣର ଶିକାର!-->…
ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା
ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ । ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ ଜଣକ ଖମାର ମୁଣ୍ଡା ଗାଁର ଶୀଧେଶ୍ୱର ଭୋଇ । !-->…
ନୀତିଶ ସରକାରରେ ବଢ଼ିଲା ବିଜେପିର ଦବଦବା, ମନ୍ତ୍ରୀ ଭାବେ ଶପଥ ନେଲେ ୭ ବିଧାୟକ
ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଗୋଟିଏ ପରେ ଗୋଟିଏ ଅନେକ ରାଜ୍ୟ ଜିତିବା ପରେ, କେନ୍ଦ୍ରରେ କ୍ଷମତାରେ ଥିବା ବିଜେପି ଏବେ ବିହାରରେ ସକ୍ରିୟ ହୋଇ ଉଠିଛି। ଏହି ସମୟରେ, ଆଜି ନୀତିଶ କ୍ୟାବିନେଟର ବିସ୍ତାର ହୋଇଛି | ବିଜେପି କୋଟାରୁ!-->…
ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ
ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ।
ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ କିଏ ଓ କାହିଁକି ବାଉନ୍ସର ମୁତୟନ କରିଥିଲା ସେନେଇ!-->!-->!-->…