Sign in
Sign in
Recover your password.
A password will be e-mailed to you.
୧୪୪ ବର୍ଷ ପରେ ବାଲିରେ ହେବ ମହାକୁମ୍ଭ !
ନୂଆଦିଲ୍ଲୀ: ଆମେରିକା ଗସ୍ତରୁ ଫେରିଥିବା ଜଳବାୟୁ ଓ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖି କହିଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଭାରତ ଆଗେଇ ଆସିବା ଉଚିତ। ସେ କହିଛନ୍ତି ଯେ ଗଙ୍ଗା ନଦୀ ଶୁଖିଯିବାର ଆଶଙ୍କା!-->…
ଇସ୍ରାଏଲ-ଆମେରିକା ଟାର୍ଗେଟରେ ଇରାନର ପରମାଣୁ କେନ୍ଦ୍ର
ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ଆଶଙ୍କା ବଢିଯାଇଛି । ଆମେରିକା ଓ ଇସ୍ରାଏଲ ଏପରି ଆକ୍ରମଣ କରିପାରନ୍ତି । ଏପରି ଗୁଇନ୍ଦା ରିପୋର୍ଟ ମିଳିବା ପରେ ଇରାନ ନିଜର ପରମାଣୁ କେନ୍ଦ୍ରଗୁଡ଼ିକର ସୁରକ୍ଷା ବଢାଇଦେଇଛି ।ଇସ୍ରାଏଲ ଓ ଆମେରିକାର ସମ୍ଭାବ୍ୟ ଆକ୍ରମଣ ଆଶଙ୍କାରେ ଇରାନ!-->…
୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା
ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସର ୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ରହିଛି।କିନ୍ତୁ!-->…
ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର…
ଭୁବନେଶ୍ବର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।
ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା!-->!-->!-->…
ଗଙ୍ଗା ଜଳରେ ଅଛନ୍ତି ଜୀବାଣୁ, ଲୋକଙ୍କୁ ଭୁଆଁ ବୁଲାଯାଉଛି: ଶିବପାଲ ଯାଦବ
ଲକ୍ଷ୍ନୌ,୨୫।୨: ସମାଜବାଦୀ ପାର୍ଟି ନେତା ଶିବପାଲ ଯାଦବ ମଙ୍ଗଳବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ରିପୋର୍ଟ ଉପରେ ଉଠାଯାଉଥିବା ପ୍ରଶ୍ନ ଉପରେ ଆପତ୍ତି ଉଠାଇଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ କହିଥିଲେ ଯେ ଏବେ ସିପିସିବି ରିପୋର୍ଟ ଉପରେ ମଧ୍ୟ ପ୍ରଶ୍ନ!-->…
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ…
ବାଲିଗୁଡା, ତା, ୨୫/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ଜାର୍ଗୀ ବିଦ୍ୟାଳୟର ପ୍ରଧାନ!-->…
ଚାଷୀଙ୍କ ଆଖିରେ ଲୁହ ଦୁଃଖ ବୁଝିବ କିଏ..?
ଉମରକୋଟ /ରାଇଘର :-(୨୫/୦୨/୨୦୨୫) ଚାଷ କାମ ଯାହାର…… କେତେ ଦୁଃଖ ତାହାର। ସରକାର ପ୍ରଚାର ଉପରେ ପ୍ରଚାର କରି ଡିଣ୍ଡେରା ପିଟୁଛନ୍ତି ଯେ, ବିକଶିତ ଓଡ଼ିଶା, ବିକଶିତ ଭାରତ କହି। ଚାଷୀଙ୍କ ଉନ୍ନତି ହେଲେ ଦେଶର ଉନ୍ନତି ହେବ ଏଥି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ଚାଷ ଓ!-->…
ଟ୍ରକ ବାଇକ ମୁହାଁମୁହିଁ ଧକ୍କା ରେ ଜଳିଗଲା ବାଇକ, ଚାଳକ ମୃତ…
ଚିକିଟି : ଚିକିଟି ବ୍ଲକ ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧିନସ୍ଥ ରତନେଶ୍ବରୀ ମନ୍ଦିର ନିକଟରେ ଆଜି ଅପରାହ୍ନରେ ଆନ୍ଧ୍ରପ୍ରଦେଶ କାଭିଟି ବ୍ଲକ ରାଜପୁର ଏବଂ ଆଖପାଖ ଅଞ୍ଚଳର ତିନି ଜଣ ଯୁବକ ନିଜର ବାଇକ ଧରି ଦିଗପହଣ୍ଡି ରୁ ଚିକିଟୀ ପଟକୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ!-->…
ଅପମୃତ୍ୟୁର ନାଆଁ : ଆତ୍ମହତ୍ୟା ନା ହତ୍ୟା…!?
ମାଲକାନଗିରି: ଦେଶରେ ଦିନକୁ ଦିନ ଦଳିତ ତଥା ଆଦିବାସୀ ମାନଙ୍କ ପ୍ରତି ଅତ୍ୟାଚାର ବୃଦ୍ଧି ପାଇବାରେ ଲାଗିଛି । ବେକାରୀ, ବେରୋଜଗାରୀ, ଅଭାବ ଅନଟନ, ସହରୀକରଣ, ନିଶା ଦ୍ରବ୍ୟର ନିରଙ୍କୁଶ ବିକ୍ରି ଏବଂ ପ୍ରଯୁକ୍ତିବିଦ୍ୟାର ନକରାତ୍ମକ ପ୍ରଭାବ କାରଣରୁ ଅପରାଧିକ ପ୍ରବୃତ୍ତି କ୍ରମଶଃ ବଢିବାରେ!-->…
ଦିଲ୍ଲୀ ଅବକାରୀ ନୀତି ଯୋଗୁଁ ୨୦୦୦ କୋଟି କ୍ଷତି : ସିଏଜି
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ଆଗତ ସିଏଜି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ ପାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ ତତକାଳୀନ କେଜ୍ରିଓ୍ବାଲ ସରକାର ଆଣିଥିବା ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କ ପ୍ରାୟ ୨ ହଜାର କୋଟି ଟଙ୍କା କ୍ଷତି ହୋଇଥିଲା ।ବିଧାନସଭାରେ ଉପସ୍ଥାପିତ!-->…