ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି। ଏହି ପଦକ୍ଷେପ…

୧୯ ୯୩ ମସିହା ବ୍ୟାଚ ର ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ବନ୍ଧୁମିଳନ…

ଚିକିଟୀ --ଏହି ବ୍ଲକ କୃଷ୍ଣପୁର ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ର 1993 ମସିହା ବ୍ୟାଚର ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ନିକଟସ୍ଥ ବନବିହାର ଶକ୍ତିପୀଠ ରତ୍ନେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ପୂର୍ବତନ…

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

ସାମୁହିକ ପ୍ରୟାସ ହିଁ ସ୍ଵାସ୍ଥ୍ୟର ଦୃଢ଼ତା ବଢ଼ାଏ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ଆଇଜିଡି ଏନଜିଓ ପକ୍ଷରୁ ଗୋଷ୍ଠୀ ଗତ ସଂଗଠନ, ସାମାଜିକ ସଂଗଠନ ଓ ଏନଜିଓ କର୍ମୀଙ୍କୁ ନେଇ ମାତୃ, ଶିଶୁ ସ୍ୱାସ୍ଥ୍ୟ ଓ କିଶୋର ସ୍ଵାସ୍ଥ୍ୟର ସୁଦୃଢ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।…

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ…

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ…

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ' ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ ଏହି ବଜାର। ଏହା ଏକ ପ୍ରମୁଖ କ୍ରେତା ଓ…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି। ଏହି ଦୁର୍ନୀତିକୁ ଧରିଛନ୍ତି ସିଏଜି। ଉତ୍ତରାଖଣ୍ଡରେ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ

ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଉଭୟ ଭାଇଙ୍କ ବିରୋଧରେ ୭ ଲକ୍ଷ ୨୦ ହଜାର ଟଙ୍କା ହଡ଼ପ…