ଗଞ୍ଜାମ ମହାବିଦ୍ୟାଳୟର ଗୌରବ; ୮ ଏନ୍‌ସିସି କ୍ୟାଡେଟ୍ ଅଗ୍ନିବୀର ଭାବେ ମନୋନୀତ

ଛତ୍ରପୁର : ଗଞ୍ଜାମ ମହାବିଦ୍ୟାଳୟର ୮ ଜଣ ଏନ୍‌ସିସି କ୍ୟାଡେଟ୍ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ମନୋନୀତ କ୍ୟାଡେଟ୍‌ମାନେ ହେଲେ ପ୍ରେମାନନ୍ଦ ବେହେରା, ଦେବାଶିଷ ବେହେରା, ଦେବାଶିଷ ପ୍ରଧାନ, ଗଣେଶ ମହାପାତ୍ର, ତରୁଣ ଡୋରା,

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁର ପରିଚୟ ମିଳିଲା

ବାଲିଗୁଡା, ତା, ୦୪/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା

ସାଇବର ଠକେଇ ଓ ପାଇରେସି ରୋକିବା ନେଇ ଟେଲିଗ୍ରାମକୁ ପୁଣି କେନ୍ଦ୍ରର ନୋଟିସ

ନୂଆଦିଲ୍ଲୀ : ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମରେ ସିନେମା ଏବଂ OTT ପ୍ଲାଟଫର୍ମରୁ ପାଇରେଟେଡ୍ ବିଷୟବସ୍ତୁ ପ୍ରସାରଣକୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହି ମାମଲାରେ କେନ୍ଦ୍ର ସରକାର ଟେଲିଗ୍ରାମକୁ ଏକ ନୋଟିସ୍ ଜାରି କରିଛନ୍ତି । କପି ରାଇଟ୍ ଉଲ୍ଲଂଘନ

ବଦ୍ରିନାଥ ଧାମରେ ଦାନ ହେରଫେର ଅଭିଯୋଗ: ତଦନ୍ତ ପାଇଁ ସ୍ୱତନ୍ତ୍ର ପ୍ୟାନେଲ

ବଦ୍ରିନାଥ:ଅଯୋଧ୍ୟା ରାମ ମନ୍ଦିରରେ ଚାନ୍ଦା ଚୋରି ଅଭିଯୋଗକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ, ଏବେ ଶ୍ରୀ ବଦ୍ରିନାଥ-କେଦାରନାଥ ଧାମରୁ ମଧ୍ୟ ଦାନ ହେରଫେର ଅଭିଯୋଗ ସାମ୍ନାକୁ ଆସିଛି। ସୋଶାଲ ମିଡିଆରେ ଏହାକୁ ନେଇ ଲଗାତାର ଅଭିଯୋଗ ପ୍ରକାଶ ପାଇବା ପରେ ଶ୍ରୀ ବଦ୍ରିନାଥ-କେଦାରନାଥ ମନ୍ଦିର

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ଡାକ୍ତରଖାନାରେ ଭର୍ତ୍ତି

ଥାଣେ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଥାଣେ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଉପରେ ଲଗାତାର ଡାକ୍ତରଙ୍କ ଦଳ ନଜର ରଖିଛନ୍ତି । ସୂଚନାନୁଯାୟୀ, ଗତକାଲିଠାରୁ ହାଲକା ଜ୍ବର, ଆଳସ୍ୟ

ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ମାମଲାରେ ବିଜେପିକୁ ସମାଲୋଚନା କଲେ ଉଦ୍ଧବ

ମୁମ୍ବଇ: ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ମାମଲାରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର ବିଜେପିକୁ ସମାଲୋଚନା କରିଛନ୍ତି। ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ ବୋଲି ସେ କହିଛନ୍ତି। ରାମ ମନ୍ଦିର ଦାନ

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ

ବାଲିଗୁଡା, ତା, ୦୪/୦୭ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା

ଖାମେନେଇଙ୍କୁ ଅନ୍ତିମ ବିଦାୟ ଦେଲେ ଦେଶବାସୀ

ତେହରାନ: ଇରାନବାସୀ ଶୁକ୍ରବାର ସେମାନଙ୍କର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଅନ୍ତିମ ବିଦାୟ ଜଣାଇଛନ୍ତି। ଖାମେନେଇଙ୍କ କଫିନକୁ ଜାତୀୟ ପତାକାରେ ଘୋଡାଯାଇ ଗ୍ରାଣ୍ଡ ମୋସାଲାରେ ରଖାଯାଇଥିଲା। ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍‌କିଆନ, ସଂସଦ

ନିସର୍ତ ନ୍ୟୁଜର ମହା ପ୍ରଭାବ : ଖବର ପ୍ରସାରଣ ପରେ ମିଳିଲା କାର୍ଯ୍ୟାଦେଶ, ଆବାସ ପାଇ ଖୁସି ମାନସିଂଙ୍କ ପରିବାର

ଉମରକୋଟ : ଗଣମାଧ୍ୟମରେ ପ୍ରସାରିତ ଏକ ଖବର କିପରି ଜଣେ ଅସହାୟ ପରିବାର ପାଇଁ ଆଶାର ଆଲୋକ ସାଜିପାରେ, ତାହାର ଏକ ଉଦାହରଣ ଉମରକୋଟ ବ୍ଲକରୁ ସାମ୍ନାକୁ ଆସିଛି। ନିସର୍ତ ନ୍ୟୁଜରେ ପ୍ରସାରିତ ଏକ ଖବର ପରେ ପ୍ରଶାସନ ତତ୍ପରତା ଦେଖାଇ ଅଗ୍ନିକାଣ୍ଡରେ ସର୍ବସ୍ୱ ହରାଇଥିବା ପରିବାର ପାଇଁ ଆବାସ

ରାଇଘର ମୁଖ୍ୟ ରାସ୍ତାରେ ଚୋରି : ତିନୋଟି ଦୋକାନକୁ ଟାର୍ଗେଟ, ଲକ୍ଷାଧିକ ଟଙ୍କା ସହ ସାମଗ୍ରୀ ଲୁଟ

ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ମୁଖ୍ୟ ରାସ୍ତାରେ ଥିବା ତିନୋଟି ବ୍ୟବସାୟିକ ପ୍ରତିଷ୍ଠାନରେ ଗତ ରାତିରେ ଘଟିଥିବା ଦୁଃସାହସିକ ଚୋରି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଦୁର୍ବୃତ୍ତମାନେ ଯୋଜନାବଦ୍ଧ ଭାବରେ ଦୋକାନଗୁଡ଼ିକର ତାଲା ଓ ସଟର ଭାଙ୍ଗି ପ୍ରାୟ ୧