କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ; ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଗିରଫ…

କନ୍ଧମାଳ ତା,୨୧/୦୨ : କନ୍ଧମାଳ ଜିଲା ପୁଲିସ ୫ଟି ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୮୫୨ କେଜିରୁ ଊର୍ଦ୍ଧ୍ବ ଗଞ୍ଜେଇ ଜବତ କରିବାସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ।ଉଲ୍ଲେଖଯୋଗ୍ୟ ଯେ, କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା…

ରାଇଘର : ମୌଳିକ ଅଧିକାରରୁ ବଞ୍ଚିତ ଚାରି ଖଣ୍ଡ ଗାଁ…

ଉମରକୋଟ /ରାଇଘର ( ୨୧/୦୨/୨୦୨୫) ଆମ ଦେଶର ସମ୍ବିଧାନରେ ପ୍ରତ୍ୟୋକ ମଣିଷର ଅଧିକାର ""ମୌଳିକ ଅଧିକାର"" ଭାବରେ ସ୍ଥିର ହୋଇଛି।ଅଧିକାର ହେଉଛି ଦାବି ସମୁହ ଯାହାକି ଜଣେ ବ୍ୟକ୍ତି ବଞ୍ଚିବା ଓ ଉନ୍ନତି କରିବା ପାଇଁ ନିହାତି ଦରକାର। ଛଟି ମୌଳିକ ଅଧିକାର ଭାରତର ସମ୍ବିଧାନରେ ନାଗରିକକୁ…

ଛତ୍ରପୁର ବକ୍ଲରେ ପ୍ରଥମ ଦିନରେ ଶାନ୍ତି ସୁରକ୍ଷାରେ ମେଟ୍ରିକ ପରିକ୍ଷା ଶେଷ…

ଛତ୍ରପୁର: ଚଳିତ ବର୍ଷ ମାଟ୍ରିକ ପରିକ୍ଷା ଶୁକ୍ରବାର ଦିନ ଠାରୁ ଆରମ୍ଭ ହୋଇଛି । ଶାନ୍ତିଶୃଙ୍ଖଳା ସହ ପ୍ରଥମ ଦିବସ ଶେଷ ହୋଇଛି । ଏଥିପାଇଁ ବୋର୍ଡ ଓ ସ୍ଥାନୀୟ ପ୍ରଶାସନ ସବୁ ପ୍ରକାର ବ୍ୟବସ୍ଥା କରିଛି । ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଅଧିନରେ ୧୧ଟି ସ୍କୁଲରେ ୧୧ଟି କେନ୍ଦ୍ରରେ ପରିକ୍ଷା ଅନୁ…

ଜିଲ୍ଲା ସଂସ୍କୃତି ପରିଷଦ, ଗଞ୍ଜାମର ସାଧାରଣ ପରିଷଦ ବୈଠକ କଳାକାର ମାନଙ୍କ ପାରିଶ୍ରମିକ ବୃଦ୍ଧି…

ଛତ୍ରପୁର :ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ନବଗଠିତ ଜିଲ୍ଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାରଅଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ…

ଯୁବ ବ୍ୟବସାୟୀଙ୍କୁ ସୁଦୃଢ କରିବା ଦିଗରେ ନାନୋ ୟୁନିକର୍ନ ଯୋଜନା…

ମାଲକାନଗିରି, ୨୧/୨/୨୫: ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟ ତରଫରୁ ଜିଲ୍ଲା ପାଠାଗାର ଠାରେ ନାନୋ ୟୁନିକର୍ନ ଯୋଜନାରେ ହିତାଧିକାରୀଙ୍କ ଚୟନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ମନସ୍ଵି ସେଠୀଙ୍କ ତତ୍ତ୍ଵାବଧାନରେ ଏହି…

KIIT କର୍ତ୍ତୃପକ୍ଷ ଓ ନେପାଳ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛି MEA

କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବୈଦେଶିକ ମନ୍ତ୍ରାଳୟ (MEA) ମୁଖପାତ୍ର ରଣଧୀର ଜୟସୱାଲ । ଏହା ସହ ମୃତ ଛାତ୍ରୀଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । କହିଛନ୍ତି, ଭାରତ ସରକାର ଦେଶର ସମସ୍ତ ଆନ୍ତର୍ଜାତୀୟ…

ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର: କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍‌ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହି ଘଟଣାକୁ ନେଇ ବିଧାନସଭାରୁ ରାଜରାସ୍ତା ପର୍ଯ୍ୟନ୍ତ ସବୁଠି କିଟ୍‌…

ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ସୋନିଆ

ନୂଆାଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି । ସୋନିଆ ଗାନ୍ଧୀଙ୍କୁ ଗତ ଗୁରୁବାର ସକାଳେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପୂର୍ବରୁ ଗତ…

ମାଣ୍ଡିଆରୁ ତିଆରି ହେବ ମଦ, ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର

ଭୁବନେଶ୍ଵର: ଏଣିକି ମାଣ୍ଡିଆରୁ ତିଆରି ହେବ ମଦ । ୨୦୨୫-୨୬ ଅବକାରୀ ପଲିସିକୁ ନେଇ ଅବକାରୀମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏଭଳି କିଛି ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ବୈଠକରେ ଭଲ ବ୍ରାଣ୍ଡର ବିଦେଶୀ ମଦ…

୨୬ରେ ସରିବ ମହାକୁମ୍ଭ: ଶିବରାତ୍ରୀ ଥିବାରୁ ଶେଷ ସପ୍ତାହରେ ସାଙ୍ଘାତିକ ଭିଡ଼

ପ୍ରୟାଗରାଜ: ସରି ଆସୁଛି ସମୟ, ବଢିବାରେ ଲାଗିଛି ଭିଡ । ମହାକୁମ୍ଭ ସରିସରି ଆସୁଥିବା ବେଳେ ପ୍ରୟାଗରାଜରେ ଦିନକୁ ଦିନ ଭିଡ ଅସମ୍ଭାଳ ହେଉଛି । ଆଗରୁ ଶିବରାତ୍ରୀ ଥିବାରୁ ଭିଡ ଆହୁରି ସାଙ୍ଘାତିକ ହେବା ନେଇ ଆଶଙ୍କା କରାଯାଉଛି । କାରଣ ମହାକୁମ୍ଭ ସରିବାକୁ ଆଉ ହାତରେ ମାତ୍ର ୫ ଦିନ ରହିଛି ।…