‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ

ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ । ମାମଲାଟି…

ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା। ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ। ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର। ସୋର ମେଡିକାଲରେ ଛାତ୍ରକୁ ମୃତ ଘୋଷଣା କଲେ ଡାକ୍ତର। ସୂଚନା ଅନୁସାରେ…

ନେପାଳ ଛାତ୍ରଛାତ୍ରୀଙ୍କୁ କିଟ୍ ପ୍ରତିଷ୍ଠାତାଙ୍କ ଅପିଲ, ବିଶ୍ବବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ କରି କହିଛନ୍ତି ଯେ KIIT…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ କିଛି ଛାତ୍ର…

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ: କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି…

ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ। ପ୍ରକାଶିତ ରିପୋର୍ଟ ଅନୁସାରେ,…

ମହାପ୍ରଭୁୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ଗୁରୁବାର ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅମୃତ ଅନ୍ନ। ଝିଲି, ଗୋବିନ୍ଦ ଭୋଗ, କଳାଜିରା, ପଦ୍ମକେଶରୀ, ୧୦୧୪…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା

କଟକ: ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା । ଏଥିଲାଗି ସକାଳ ସାଢ଼େ ୭ଟା ବେଳୁ ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ…

ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ଚୋରି…

ନୟାଗଡ଼: ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ସୁନା ଓ ରୂପା ଅଳଙ୍କାର ସମେତ ହୁଣ୍ଡିରୁ ଟଙ୍କା ଲୁଟ ଅଭିଯୋଗ ଆସିଛି । ଲୁଟେରା ମାନେ ଠାକୁରଙ୍କର ଗର୍ଭଗୄହରେ ପଶି ରତ୍ନ ସିଂହାସନ ଉପରେ ଚଢ଼ି ତିନି ଠାକୁର ପିନ୍ଧିଥିବା କିରଟି ଓ ନାକଚଣା କୁ ନେବା ସହିତ ମନ୍ଦିର ଭିତରେ ଥିବା ହୁଣ୍ଡି ତାଲା ଭାଙ୍ଗି…

କାଗଜ କଲମରେ ହିଞ୍ଜିଳି ରେ ମଣ୍ଡି:ଧାନ କିଣାବିକାରେ ଚାଲିଛି ମିଥ୍ୟା ଏଣ୍ଟ୍ରି…

ହିଞ୍ଜିଳିକାଟୁ ୨୧!୨ ହିଞ୍ଜିଳିକାଟୁ ବ୍ଲକ୍ ରେ ଧାନ ବିକ୍ରିବଟାକୁ ନେଇ ଚାଷୀମାନେ ବହୁବିଧ ସମସ୍ୟାରେ ଛନ୍ଦି ହୋଇ ସମସ୍ୟା ଅଧିକ ଜଟିଳ ହୋଇ ପଡ଼ିଛି। ଏଠାରେ ରହିଥିବା ବିଭିନ୍ନ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନିୟମିତତା ଚାଲିଥିବା ଅଭିଯୋଗ ହୋଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ…