ଆସିକା ଅଞ୍ଚଳ ରେ ଥିବା ବେଆଇନ ପୋଡ଼ା ଇଟା ଭାଟି ରୁ ଦେଢ଼ ଲକ୍ଷ ଟଙ୍କା ଲେଖାଏଁ ଆଦାୟ କରୁଛି କିଏ ……?

ରାଜସ୍ୱ ବିଭାଗ ଓ ପୋଲିସ ନାଁ ରେ ହେଉଛି ଆଦାୟ……! ବ୍ରହ୍ମପୁର : ଆସିକା ଅଞ୍ଚଳରେ ବେଆଇନ ଭାବେ ମାଳ ମାଳ ଇଟାଭାଟି ଥିଲେ ମଧ୍ୟ ପ୍ରଶାସନ ଧୃତରାଷ୍ଟ୍ର ସାଜିଛି।ପରିବେଶ ପ୍ରଦୂଷଣ କାରୀ ପୋଡା ଭାଟି ଇଟାକୁ ନାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍ ଜିଟି) ବେଆଇନ ଘୋଷଣା କରି ରୋକ୍ ଲଗାଇବା ପାଇଁ…

ତେନ୍ତୁଳିଖୁଣ୍ଟିରୁ କଳାହାଣ୍ଡି ଯୋଡୁଥିବା ରାସ୍ତାରେ ଡୁଲୁଘାଟି ଠାରେ ଅଟୋ ଦୁର୍ଘଟଣା, ୧୦ ଆହତ

ତେନ୍ତୁଳିଖୁଣ୍ଟି,୨୦/୨ ତେନ୍ତୁଳିଖୁଣ୍ଟି ବ୍ଲକ ପାତ୍ରପୁଟ ପଂଚାୟତ ସୀମାନ୍ତ ଡୁଲୁଘାଟି ରାସ୍ତାରେ ଆଜି ମାଧ୍ୟାହ୍ନ ରେ ଅଟୋ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଛି ! ଏଥିରେ ୧୦ ଜଣ ଆହତ ହୋଇଛନ୍ତି ! ଆହତ ମାନଙ୍କୁ ଆମ୍ବୁଲାନ୍ସ ଯୋଗେ ତେନ୍ତୁଳିଖୁଣ୍ଟି ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରି…

ସାଂସଦଙ୍କ ଅଭିଯୋଗ ଶୁଣାଣୀ

ଉମରକୋଟ /ବେହେଡ଼ା :- (୨୦/୦୨/୨୦୨୫) ନବରଙ୍ଗପୁର ଜ଼ିଲ୍ଲା ର ବେହେଡ଼ା ଅନ୍ତର୍ଗତ ନୂଆଗୁଡା ଠାରେ ନବରଙ୍ଗପୁର ସାଂସଦ ଶ୍ରୀ ଯୁକ୍ତ ବଳଭଦ୍ର ମାଝୀ ଆଜି ଏକ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ କରିଥିଲେ। ଏହି ସଭାରେ ସ୍ଥାନୀୟ ଅଂଚଳର ସୁବିଧା ଅସୁବିଧା ପାଇଁ ଲୋକ ମାନେ ଲିଖିତ ଅଭିଯୋଗ କରିଥିଲେ।…

ଗିଲ୍‌ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏକ…

ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା: ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷାଦେବେ

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି।ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ଏଥର ରାଜ୍ୟ ସାରା ମୋଟ ୫…

ନୂତନ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡ଼ି କର୍ମକର୍ତ୍ତା

ବାଲିଗୁଡା, ତା, ୨୦/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ନୂତନ ଭାବେ ଗୁଣୁପୁରରୁ ବଦଳି ହୋଇ ଆସି ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶୁଭ୍ରାଞ୍ଜଳି ପ୍ରଧାନ ଙ୍କୁ ଗୁରୁବାର କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲ୍ଲାପରିଷଦ ସଦସ୍ୟା…

ଆମ୍ବ ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର : ପୋଲିସର ତଦନ୍ତ ଜାରି

ଉମରକୋଟ /ରାଇଘର : ରାଇଘର ପୋଲିସ ଏକ ଆମ୍ବ ଗଛରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟା ଜାରି ରଖିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଜଲଙ୍ଗପାରା ପଞ୍ଚାୟତର ନୀରାବେଡା ଗ୍ରାମରେ। ଆତ୍ମହତ୍ୟା କରିଥିବା ଯୁବକ ଜଣଙ୍କ ହେଉଛନ୍ତି…

ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତିର ବ୍ଲକସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଗୁରୁବାର ନୂତନ ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡା ପି,ଏ ଆଇ,ଟି,ଡ଼ି,ଏ ଗଦାଧର ପାତ୍ରଙ୍କ ଉପସ୍ଥିତରେ ୧୪ ଟି ପଞ୍ଚାୟତର ବିଭିନ୍ନ ବିଭାଗ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧିଙ୍କୁ…