ବିଭାଗୀୟ ମନ୍ତ୍ରୀ ଓ ଜିଲ୍ଲା ପ୍ରଶାସନ ର ମିଲିଭଗତ ରେ ଖୁଲାମ ଖୁଲା ଚୋରା ବାଲି ଚାଲାଣ …..!

ଚଢ଼ାଉ କେବଳ ଧର୍ମକୁ ଆଖିଠାର...! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର କୋଣ ଅନୁକୋଣ ରୁ ପୁଣି ବିନା ୱାଇ ଫର୍ମ ରେ ଚୋରା ବାଲି ଚାଲାଣ ହେଉଛି। ହିଞ୍ଜିଳି,ଶେରଗଡ଼, ଆସିକା, ଧରାକୋଟ, ସୋରଡ଼ା ଆଦି ଅଞ୍ଚଳରେ ଥିବା ନଦୀ ଗୁଡିକରୁ ଖୁଲାମ ଖୁଲା ବାଲି ଚାଲାଣ ହେଉଛି। ସଞ୍ଜ ନଇଁଲେ କରେଞ୍ଜେଇ…

ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ସେଣ୍ଟରକୁ ନେଇ ଅବିଭାବକଙ୍କ ମହଲରେ ସନ୍ଦେହ…

ମାଲକାନଗିରି :ସାରା ରାଜ୍ୟରେ କାଲିଠାରୁ ମାଟ୍ରିକ ପରୀକ୍ଷା ହେବାକୁ ଯାଉଛି। ଜିଲ୍ଲା ର ୮ ହଜାରରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ମାନଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ।ଏହି ତାରତମ୍ୟରେ ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଅବିଭାବକ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ବାଲିମେଳା…

କନ୍ଧମାଳର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ପରଲୋକ : ସମଗ୍ର ଅଞ୍ଚଳରେ ଶୋକର ଛାୟା

କନ୍ଧମାଳ, ତା, ୧୯/୦୨: କନ୍ଧମାଳ ଜିଲ୍ଲା ଫୁଲବାଣୀ ର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଗତ କିଛି ଦିନ ଧରି ଅସୁସ୍ଥ ହୋଇ ବ୍ରହ୍ମପୁର ଠାରେ ଚିକିତ୍ସିତ ହେଉଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ଦୁଇ…

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ : ହଜାର ହଜାର ଭକ୍ତଙ୍କ ସମାଗମ

ବାଲିଗୁଡା, ତା, ୧୯/୦୨:: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର…

ଶିକ୍ଷା ନିକେତନର ୨୧ତମ ବାର୍ଷିକ ଉତ୍ସବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୧ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ…

ବିବାହ ଶୋଭାଯାତ୍ରାରେ ଆକ୍ରମଣ ଘଟଣା, ବାଇକ, କାତି ସହ‌ ୪ଗିରଫ

ହିଞ୍ଜିଳିକାଟୁ ୧୯/୨ : ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବିବାହ ଶୋଭାଯାତ୍ରାରେ ଆକ୍ରମଣ ଘଟଣା ରେ ହିଞ୍ଜିଳିକାଟୁ ପୁଲିସ ଗୁରୁବାର ବାଇକ ଓ କାତି ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।ସୂଚନା ପ୍ରକାରେ, ସୋମବାର ରାତିରେ…

ଦୁଇ ବାଇକ ମୁହାଁମୁହିଁ, ଚାରି ଗୁରୁତର

ଚିତ୍ରକୋଣ୍ଡା : ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଅବସ୍ଥାରେ ଚିତ୍ରକୋଣ୍ଡା ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଲାମ୍ବାସିଂ ଠାରେ ଉଭୟ ପଟୁ ଆସୁଥିବା ଦୁଇଟି ବାଇକ ମୁହାଁମୁହିଁ ଗୁରୁତର ଧକ୍କା…

ମହିଳାଙ୍କ ବେକରୁ ସୁନାହାର ଓ ଚେନ୍ ଲୁଟ୍ ଘଟଣା, ୩ ଗିରଫ, ସୁନା ଚେନ ଜବତ

ହିଞ୍ଜିଳିକାଟୁ : ୧୪ ତାରିଖ ଅପରାହ୍ନରେ ଗୋଳନ୍ଥରା ଥାନା କନିଷିହାଟ ଗ୍ରାମର ରବି ଚୌଧୁରୀ ଓ ତାଙ୍କ ସ୍ତ୍ରୀ ରଞ୍ଜିତା ଚୌଧୁରୀ ମୋଟର ସାଇକେଲ ଯୋଗେ ହିଞ୍ଜିଳିକାଟୁ ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ନିର୍ବନ୍ଧ କାର୍ଯ୍ୟରେ ଯୋଗଦେବାକୁ ଯାଉଥିଲେ। ହିଞ୍ଜିଳି ଥାନା ପୋଚିଲିମା- ସୋମପୁର ମଧ୍ୟବର୍ତ୍ତୀ…

ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା

ଛତ୍ରପୁର,୧୯/୨ : ଜାତୀୟ ଶିକ୍ଷାନୀତି -୨୦୨୦ ଉପରେ ଆଧାରିତ ବ୍ଳକ୍ ସ୍ତରୀୟ ଓ ଏନ ସି କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା କାର୍ଯ୍ୟକ୍ରମ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟରେ ଛତ୍ରପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜିତ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । କାର୍ଯ୍ୟକ୍ରମରେ…

ମା’ ରାମଚଣ୍ଡୀ ମହୋତ୍ସବର ଅନ୍ତିମ ଦିନ : ମୁଖ୍ୟ ଆକର୍ଷଣ କଣ୍ଠଶିଳ୍ପୀ ସୁଶ୍ରୀ ପ୍ରଜ୍ଞା ହୋତା

ମା' ରାମଚଣ୍ଡୀ ମହୋତ୍ସବର ଅନ୍ତିମ ଦିନରେ ମୁଖ୍ଯ ଆକର୍ଷଣ ଥିଲl କଣ୍ଠଶିଳ୍ପୀ ସୁଶ୍ରୀ ପ୍ରଜ୍ଞା ହୋତା ଓ ଓଡ଼ିଆ ଚଳଚିତ୍ର ଜଗତର ସୁପରହିଟ ନାୟିକା ସୁଶ୍ରୀ ଶୀତଲ ପାତ୍ର ll କଣ୍ଠଶିଳ୍ପୀ ପ୍ରଜ୍ଞା ହୋତା ଙ୍କ ସଂଗୀତ ରେ ଝୁମିଲେ ଦର୍ଶକ, ଓ କମ୍ପିଲା ମଞ୍ଚ l ଛତ୍ରପୁର : ଗଞ୍ଜାମ ବ୍ଲକ…