Sign in
Sign in
Recover your password.
A password will be e-mailed to you.
ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ
ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି ସରକାର ଏକ ଅଭିନବ ବାଟ!-->…
ଜେଲ ପରିସରରେ କଏଦୀମାନଙ୍କ ସଙ୍ଗମ ବୁଡ଼ !
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଇଛି। ଏହା ଜାନୁଆରି ୧୩ରୁ ଫେବୃଆରି ୨୬ ପର୍ଯ୍ୟନ୍ତ ଚାଲିବ। ଏହି ସଂଗମରେ ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି।ବିଶ୍ୱାସ ଏକ ବ୍ୟକ୍ତିଗତ ବିଷୟ । ତେଣୁ ପ୍ରତ୍ୟେକଙ୍କର ଏହାକୁ ପାଳନ କରିବାର!-->…
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ!-->…
ରାଉରକେଲାରେ ନକିଲ ଓମଫେ୍ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ
ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍, ରୋଷେଇ ମସଲା, ମୋବିଲ୍, କସ୍ମେଟିକ୍ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍ ଜବତ କରିଛନ୍ତି। ଏହି ଘଟଣାରେ କିଛି ଅସାଧୁ!-->…
ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି
ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି ଇସି ସଦସ୍ୟଙ୍କୁ ନେଇ!-->…
ନେପାଳର ଛାତ୍ରୀ କିଟ୍ରେ ମୃତ୍ୟୁ ମାମଲା: ଛାତ୍ରଛାତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ଗତ ରବିବାର ଦିନ ଇଞ୍ଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍ସା (୧୯)ଙ୍କ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନେପାଳ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ କଥା ହୋଇଛନ୍ତି। ଶ୍ରୀ ମାଝୀ ଆଜି ଦିଲ୍ଲୀରେ ନେପାଳ ବୈଦେଶିକ ବ୍ୟାପାର!-->…
ଜଳ ବିଭାଜିକାରେ ଭିଜିଲାନସ୍ ଚଢ଼ାଉ ଘଟଣା: କ୍ଷେତ୍ର ପରିଦର୍ଶନ କଲେ ଟିମ୍
ମାଲକାନଗିରି: ଗତ ୫ ତାରିଖରେ ମାଲକାନଗିରି ଜଳ ବିଭାଜିକାର ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ସମେତ ଅନ୍ୟ ଚାରି ଜଣଙ୍କ ଘରେ ହଠାତ୍ ଭୋରୁ ଭିଜିଲାନସ ଟିମ ଚଢ଼ାଉ କରିଥିଲା। ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ଘରୁ ନଗଦ ୨ କୋଟି ଟଂକା ଜବତ କରାଯାଇଥିବା ବେଳେ ଅନ୍ୟମାନଙ୍କ ଠାରୁ ୯ ହଜାର!-->…
ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ମିଳିଲା ୨୫୫.୨୪ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା
ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଜାତୀୟ ବିପର୍ଯ୍ୟୟ!-->…
ମାଲକାନଗିରି :ମାଣ୍ଡିଆ କିଣାରେ ବ୍ୟାପକ ଦୁର୍ନୀତିର ଛାପ..!
ବ୍ୟବସାୟୀ ହେଉଛନ୍ତି ଉପକୃତ, ଚାଷୀ ଏଠାରେ ଜଳକା...
ବ୍ରହ୍ମପୁର ସହରର ବିଭିନ୍ନ ଜନ ସମସ୍ୟା ସମାଧାନ ଦାବୀରେ ସିପିଆଇ ପକ୍ଷରୁ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ…
ବ୍ରହ୍ମପୁର, ତା ୧୯/୨-ବ୍ରହ୍ମପୁର ପୌର ପରିଷଦ ରୁ ମହାନଗର ନିଗମ କୁ ଉନ୍ନୀତ ହୋଇଥିଲେ ମଧ୍ୟ ସହରର ଅଧିବାସୀ ମାନେ ପୌର ପରିଷଦ ଅଧିନରେ ମିଳୁଥିବା ସୁବିଧା ସୁଯୋଗ ଆଜିଯାଏଁ ପାଇବାରୁ ବଂଚିତ ରହିଛନ୍ତି । ଫଳରେ ୧୫୦ ବର୍ଷ ପୁରାତନ ଏହି ସହରର ରାସ୍ତା ଘାଟ, ନାଳ ନର୍ଦ୍ଦମା, ପରିମଳ ବ୍ୟବସ୍ଥା!-->…