କ୍ଷମା ମାଗିଲା କିଟ୍, ଆନ୍ଦୋଳନ ବେଳେ ଦୁର୍ବ୍ୟବହାର ପାଇଁ ୩ କର୍ମଚାରୀ ନିଲମ୍ବିତ

ଭୁବନେଶ୍ଵର: କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାରକୁ ନେଇ କ୍ଷମା ମାଗିଛନ୍ତି କିଟ୍ କୁଳପତି ପ୍ରଫେସର ଶରଣଜିତ୍ ସିଂ । ଘଟଣାରେ ଦୁଇ ଜଣ ହଷ୍ଟେଲ ଅଧିକାରୀ ଓ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ କିଟ୍ କର୍ତ୍ତୃପକ୍ଷ ନିଲମ୍ବିତ କରିବା…

ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର

ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ । ମୌଲାନା…

ରାଜ୍ୟ କଂଗ୍ରେସର ‘ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଙ୍ଗଳବାର ଦିନ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏକ ‘ସଂକଳ୍ପ ପଦଯାତ୍ରା’ ଆରମ୍ଭ କରିଛି। ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା ବେଳେ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟ ନେଇ…

ପୁଅର ଶାବଳ ମାଡ଼ରେ ବାପାର ମୃତ୍ୟୁ

ବାସୁଦେବପୁର: ବୁଢ଼ା ବୟସରେ ମୋତେ ଏ କି ଯନ୍ତ୍ରଣା ଦେଲ ଭଗବାନ ? ମୁଁ ତ କିଛି ଭୁଲ କରି ନଥିଲି । ପୁଅ ଜନ୍ମ କରିଥିଲି । ପୁଅ ଜନ୍ମ କରିବା କଣ ପାପ ଥିଲା କି ମୋର ? ମୋତେ କାହିଁକି ଏ ମରଣ ଦେଲ । ଭାବିଥିଲି ବୁଢ଼ା ବୟସରେ ମୋ ପୁଅ ମୋର ଯତ୍ନ ନେବ କିନ୍ତୁ ମୋ ପୁଅ ହିଁ ମୋ ଜୀବନ…

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ…

କିଟ୍‌ ଛାତ୍ରୀ ଆତ୍ମହତ୍ୟା ମାମଲା: ନେପାଳରେ ବିକ୍ଷୋଭ

ଭୁବନେଶ୍ଵର: କିଟ୍‌ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ନେପାଳି ଛାତ୍ରୀଙ୍କୁ ନ୍ୟାୟ ଦାବି କରି ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି।…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ କହିଛନ୍ତି,…

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର…

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ…

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମୋ ସ୍ତ୍ରୀ ଏବଂ ଝିଅ ଥିବା ବେଳେ ସିବିଆଇ…

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା…