Sign in
Sign in
Recover your password.
A password will be e-mailed to you.
ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ
ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ!-->…
ଆରମ୍ଭ ହେଲା ମା’ ରାମଚଣ୍ଡୀ ମହୋତ୍ସବ : ବର୍ଣ୍ଣାଳୀ ହୋତା ମୁଖ୍ୟ ଆକର୍ଷଣ, ଝୁମିଲେ ଦର୍ଶକ
ଛତ୍ରପୁର : ଗଞ୍ଜାମ ବ୍ଲକ ଅନ୍ତର୍ଗତ ନୀଳାଦ୍ରିପୁର (କରପଡ଼ା) ଋଷିକୂଲ୍ୟା ତଟ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀଙ୍କ ମନ୍ଦିର ପ୍ରତିଷ୍ଠାର ଦ୍ଵିତୀୟ ବାର୍ଷିକୀ ଉତ୍ସବ ଅବସରରେ " ମା ରାମଚଣ୍ଡୀ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ମହୋତ୍ସବକୁ ରାଜ୍ୟର ଇସ୍ପାତ ଓ ଖଣି ତଥା ବାଣିଜ୍ୟ ଓ!-->…
୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ!-->…
ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ
ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ ଫାଇଲ ପ୍ରୋସେସିଙ୍ଗ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ!-->…
ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି ଲିଖିତ ଅଭିଯୋଗ ହୋଇନାହିଁ ବୋଲି ଅବଗତ କରାଇଛନ୍ତି!-->…
କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା
ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ । ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା ଅନ୍ୟ ଜଣେ ଛାତ୍ରର ପ୍ରେମ!-->…
ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା
ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ ଚୁକ୍ତି!-->…
ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା
ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି!-->…
କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍
ନୂଆଦିଲ୍ଲୀ: କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍ କମ୍ପାନୀ ବର୍ତ୍ତମାନ ବେଶ୍ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍ ଭଳି ବଡ଼ ସଂସ୍ଥାକୁ!-->…
ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ!-->!-->!-->…