Sign in
Sign in
Recover your password.
A password will be e-mailed to you.
ମାରାଥନ ଚାଲିଥିବାବେଳେ ଯୁବକଙ୍କୁ ଗୁଳିମାଡ଼
ରାଉରକେଲା: ମାରାଥନ୍ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଗୁଳିମାଡ଼। ସେକ୍ଟର ୩ ଥାନା ସେକ୍ଟର ୨ ଛକରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ପିଠିରେ ବାଜିଛି ଗୁଳି। କିଏ ଓ କାହିଁକି ଗୁଳି କଲେ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଯୁବକଙ୍କୁ ଆଇଜିଏଚ୍ରେ ଭର୍ତ୍ତି କରାଯାଇଛି।
!-->!-->!-->…
ଆରବୀ ଭାଷାରେ ରାମାୟଣ ଓ ମହାଭାରତ: ଅନୁବାଦକାରୀ ଓ ପ୍ରକାଶକଙ୍କୁ ଭେଟିଲେ ମୋଦି
ରାମାୟଣ ଓ ମହାଭାରତର ଆରବୀ ଅନୁବାଦକ ଏବଂ ପ୍ରକାଶକଙ୍କୁ ଭେଟି ଖୁସି ହେଲେ ମୋଦି। କୁଏତର ପ୍ରତିଷ୍ଠିତ ଲେଖକ ଅବଦୁଲ୍ଲା ବୈରନ୍ ଏହି ଦୁଇ ଭାରତୀୟ ମହାକାବ୍ୟକୁ ଅନୁବାଦ କରିଥିବା ବେଳେ, ଏହାର ପ୍ରକାଶକ ହେଉଛନ୍ତି ଅବଦୁଲ୍ ଲତିଫ ଅଲ୍ ନସିଫ।
କୁଏତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…
ଡକାୟତି ଘଟଣାରେ ୭ ଗ୍ୟାଙ୍ଗ ଗିରଫ: ଲୁଟ୍ ରେ ବ୍ୟବହୃତ ହୋଇଥିବା ବନ୍ଧୁକ, କଟୁରି, ବାଇକ ଜବତ
ଆଳି: ଡକାୟତି ଘଟଣାରେ ୭ ଗ୍ୟାଙ୍ଗ ଗିରଫ । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଅଙ୍ଗରଖ ଗାଁର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ୭ଜଣ ଡକାୟତଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ସୁନା ଗହଣା, ନଗଦଟଙ୍କା,ଜବତ କରିଛି ଆଳି ପୋଲିସ । ଲୁଟ୍ ରେ ବ୍ୟବହୃତ ହୋଇଥିବା ବନ୍ଧୁକ,!-->…
ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍
ପୁରୀ: ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ!-->…
୨୮ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ, ସମ୍ବଲପୁରରେ ଉଦଘାଟନ କରିବେ ପ୍ରକଳ୍ପ
ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୮ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବା ଅବସରରେ ସମ୍ବଲପୁର ଗସ୍ତ କରିବେ।ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ସମ୍ବଲପୁର!-->…
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର
ଭଦ୍ରକ ଜିଲ୍ଲା ଧାମନଗର ଛକରେ MCPI ପ୍ରାଇଭେଟ୍ ଲିମିଟେଡ୍ ସହଯୋଗରେ ଏକ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪୩୮୨ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛି ଆଇଓସିଏଲ। ଫଳରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର!-->…
ଦିଲ୍ଲୀ ମଦ ଦୁର୍ନୀତି ମାମଲା : ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା, ମାମଲା ଚଳାଇବା ପାଇଁ ଇଡିକୁ ମିଳିଲା ଅନୁମତି
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟି (ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍କୁ ଝଟକା ଲାଗିଛି । ଉପ ରାଜ୍ୟପାଳ ଭିକେ ସକସେନା ଦିଲ୍ଲୀ ମଦ ଦୁର୍ନୀତି ସହିତ ଜଡିତ ମନି ଲଣ୍ଡ୍ରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମାମଲା ଚଳାଇବା ପାଇଁ ଇଡିକୁ ଅନୁମତି!-->…
ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ୨୦୨୫ ମସିହା ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ।
ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ସାରିବାକୁ ଲକ୍ଷ୍ୟ ରହିଛି।!-->!-->!-->…
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ!-->…
ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ
ନିର୍ବାଚନ ପରିଚାଳନା ନିୟମରେ ଗୋଟିଏ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ସିସିଟିଭି ଫୁଟେଜ୍ ଓ ଭିଡିଓ ରେକର୍ଡିଂ ଭଳି କେତେକ ଇଲେକ୍ଟ୍ରୋନିକ୍ ଡକ୍ୟୁମେଣ୍ଟର ସର୍ବସାଧାଣ ତନଖି ଉପରେ ଲାଗିଛି ରୋକ। ପୂର୍ବରୁ ନିର୍ବାଚନ ପ୍ରକ୍ରିୟାକୁ ନେଇ ଆପତ୍ତି ଆସିଲେ ଭିଡିଓ ରେକର୍ଡିଂର!-->…