ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ : ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ। ପ୍ରଥମ ଦିନରେ ପ୍ରାୟ ୧୦ ହଜାରରୁ…

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ଶତାଧିକ ମହିଳାଙ୍କ ଗହଣରେ କଳସ ଯାତ୍ରା ଆୟୋଜିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ…

ଯୁବକଙ୍କ ହତ୍ୟାରେ ସମ୍ପୃକ୍ତ ୭ ମାଓବାଦୀ ଗିରଫ

ମାଲକାନଗିରି, ୧୬।୨ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ଦାନ୍ତେୱାଡା ଜିଲ୍ଲା ଅରନପୁର ଥାନା ଅନ୍ତର୍ଗତ ଅରନପୁର ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରିଥିବା ୭ ଜଣ ନକ୍ସଲଙ୍କୁ ପୁଲିସ ଗିରଫ କରିବାରେ ସଫଳ ହୋଇଛି। ରାତି ଅଧରେ ଘରେ ପଶି ନକ୍ସଲ ମାନେ ପ୍ରଥମେ ଯୁବକଙ୍କୁ ଘରୁ ଟାଣି ଆଣି…

ଚଳନ୍ତା ଓଏସଆରଟିସି ବସରେ ଲାଗିଲା ନିଆଁ

ହିଞ୍ଜିଳିକାଟୁ ୧୬!୨ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ ଛକ ନିକଟ ଚନ୍ଦ୍ର କଳ୍ପେଶ୍ଵର ମନ୍ଦିର ନିକଟ ଜାତୀୟ ରାଜପଥ ୫୯ ରେ ଚଳନ୍ତା ଓ ଆର ଟି ସି ଯାତ୍ରୀପୂର୍ଣ୍ଣ ସରକାରୀ ବସରେ ଅଚାନକ ନିଆଁ ଲାଗିଯାଇଥିଲା । ବସରେ ନିଆଁ ଲାଗିବା ଦେଖି ଡ୍ରାଇଭର ଗାଡି ରୋକିଥିଲେ । ଏହା…

ମାତୃପିତୃ ପୂଜନ ଦିବସ ଓ ଜେଜେ ବାପା ଜେଜେ ମାଆ ଓ ଅଜା ଆଇ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃ ପିତୃ ପୂଜନ ଦିବସ ଓ ଜେଜେ ବାପା ଜେଜେ ମାଆ ଓ ଅଜା ଆଈ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟର ଓଡ଼ିଆ…

କ୍ଷୁଦ୍ର ବଣିକ ସଂଘ ସଦସ୍ୟ ତଥା ବ୍ୟବସାୟୀ ଙ୍କ ପରଲୋକ

ବାଲିଗୁଡା, ତା, ୧୬/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବସଷ୍ଟାଣ୍ଡ ସ୍ଥିତ କାହ୍ନା ସ୍ନାକ୍ସ ଏଣ୍ଡ ସୁଇଟସ ର ମାଲିକ ତଥା କ୍ଷୁଦ୍ର ବଣିକ ସଂଘର ସଦସ୍ୟ ପ୍ରଭାକର ବେହେରା (୪୬) ଙ୍କ ରବିବାର ସକାଳେ ନିଜ ବାସ ଭବନ ଇଲେକ୍ଟ୍ରି ସାହି ଠାରେ ପରଲୋକ ହୋଇଛି | ଏହି ଖବର ପ୍ରଚାରିତ ହେବା ସଙ୍ଗେ ସଙ୍ଗେ…

ବାଲିଗୁଡା : ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନ ର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ ଷ୍ଟୋର ର କୌଣସି ଦୁର୍ବୁତ୍ତ ତାଲା…

ମହାକୁମ୍ଭରେ ବୁଡ଼ ପକାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରୟାଗରାଜ, ୧୬।୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଅଂଶଗ୍ରହଣ କରି କରିଛନ୍ତି। ପତ୍ନୀ ମୃଦୁଳା ଠାକୁର ପ୍ରଧାନଙ୍କ ସହିତ ଧର୍ମେନ୍ଦ୍ର ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଥିଲେ, ଯାହା ତିନୋଟି…

ଜାତିସଂଘ ରିପୋର୍ଟ: ଭାରତରେ ବଡ଼ ଧରଣର ଆକ୍ରମଣ ଯୋଜନା କରିଥିଲା ଇସଲାମିକ୍ ଷ୍ଟେଟ୍, ସବୁ ପଣ୍ଡ କରିଦେଲେ ମୋଦି ସରକାର

ନୂଆଦିଲ୍ଲୀ, ୧୬।୨: ମିଳିତ ଜାତିସଂଘ (UN)ର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଅନୁଯାୟୀ, ଇସଲାମିକ୍ ଷ୍ଟେଟ୍ (IS) ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିଲା। ​​କିନ୍ତୁ ଭାରତ ସରକାରଙ୍କ ସତର୍କତା ଯୋଗୁଁ ଆତଙ୍କବାଦୀଙ୍କ ସବୁ ଯୋଜନା ବିଫଳ ହୋଇଯାଇଛି। ତଥାପି, ଆତଙ୍କବାଦୀ…

୧୮ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ତାରିଖ ଘୋଷଣା କରାଯାଇଛି। ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ୧୮ ଫେବ୍ରୁଆରି ମଧ୍ୟାହ୍ନ ୧୨ଟାରେ ରାଜଧାନୀର ରାମଲୀଳା ମଇଦାନରେ ଶପଥ ଗ୍ରହଣ କରିବେ।ଏହା ପୂର୍ବରୁ ସୋମବାର ବିଜେପି ବିଧାୟକ ଦଳର ବୈଠକ ବସିବ, ଯେଉଁଥିରେ…