Sign in
Sign in
Recover your password.
A password will be e-mailed to you.
କଂଗ୍ରେସ ସହ ମେଣ୍ଟ ପାଇଁ ଚାଁହୁଥିଲେ କେଜ୍ରିୱାଲ? କଣ ହେଲା ସମସ୍ୟା କହିଲେ ସଞ୍ଜୟ
ମୁମ୍ବାଇ: ଅରବିନ୍ଦ କେଜରିୱାଲ କଂଗ୍ରେସ ସହ ମେଣ୍ଟ କରି ହରିୟାଣା ଏବଂ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିଲେ କି? ଯଦି ହଁ, ଏହି ମେଣ୍ଟ କାହିଁକି ହେଲା ନାହିଁ ? ଏବେ ଏହାର କାରଣ ସଞ୍ଜୟ ରାଉତ ଶିବସେନା(ୟୁବିଟି) ମୁଖପତ୍ର 'ସାମନା'ରେ ଲେଖିଛନ୍ତି | ଦିଲ୍ଲୀରେ ଆଦିତ୍ୟ ଠାକରେ!-->…
ଇଣ୍ଡିଆ ମେଣ୍ଟର ଅନ୍ତ ହେବା ନେଇ କଳ୍ପନାଜଳ୍ପନା: ସର୍ଭେରେ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ
ନୂଆଦିଲ୍ଲୀ: ଗତବର୍ଷ ଲୋକସଭା ନିର୍ବାଚନରେ ବିଜେପି ଏବଂ ଏନଡିଏର ଆସନ ହ୍ରାସ ପରେ, ମିଳିତ ବିରୋଧୀ ଦଳରେ ଏକ ଭିନ୍ନ ଉତ୍ସାହ ଦେଖାଯାଇଥିଲା। ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କୁ କ୍ଷମତାରୁ ହଟାଇ ପାରିଲେ ନାହିଁ କିନ୍ତୁ ବିଶ୍ୱାସ ନିଶ୍ଚିତ ଭାବରେ ଦୃଢ଼ ହୋଇଥିଲା ଯେ,!-->…
ଭାରତକୁ ଆମେରିକାର ଛାଟ, ବାତିଲ କଲା ୨୨ ମିଲିୟନ ଡଲାରର ଫଣ୍ଡିଂ
ନୂଆଦିଲ୍ଲୀ,୧୬।୨: ଆମେରିକା ଭାରତ ସମେତ ଅନେକ ଦେଶ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏଲନ ମସ୍କଙ୍କ ନେତୃତ୍ୱାଧୀନ ବିଭାଗ (ଆମେରିକା ସରକାରୀ ଦକ୍ଷତା ବିଭାଗ) ଭାରତରେ ‘ଭୋଟର ଟର୍ନଆଉଟ୍’ ପାଇଁ ଲକ୍ଷ୍ୟ ରଖାଯାଇଥିବା ୨୨ ନିୟୁତ ଆମେରିକୀୟ ଡଲାର ପାଣ୍ଠିକୁ ବାତିଲ କରିବା ନେଇ!-->…
ପ୍ରଥମ ଥର ଭଳି ପୁଣି ବେଡ଼ି ପକାଇ ତଡ଼ିଲା ଆମେରିକା: ବିରୋଧୀଙ୍କ ନିନ୍ଦା
ଚଣ୍ଡିଗଡ଼,୧୬।୨: ଆମେରିକା ଦ୍ୱିତୀୟ ପର୍ଯ୍ୟାୟରେ ବିଦା କରିଥିବା ୧୧୭ ଜଣ ବେଆଇନ ଭାରତୀୟ ପ୍ରବାସୀ ଆମେରିକା ସାମରିକ ବିମାନରେ ଆସି ପଞ୍ଜାବର ଅମୃତସର ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଥମ ଥର ଭଳି ଏଥର ମଧ୍ୟ ପ୍ରବାସୀମାନଙ୍କ ହାତରେ ହ୍ୟାଣ୍ଡକଫ୍ ଏବଂ ଗୋଡ଼ରେ ବେଡ଼ି ପକାଇ ଅଣାଯାଇଥିବା!-->…
ଭାରତୀୟ ନିର୍ବାଚନରେ ହସ୍ତକ୍ଷେପ ପାଇଁ ୧୮୨ କୋଟି ଖର୍ଚ୍ଚ କରିଥିଲା ଆମେରିକା
ନୂଆଦିଲ୍ଲୀ: ଆମେରିକା ଭାରତୀୟ ନିର୍ବାଚନରେ ହସ୍ତକ୍ଷେପ କରିବା କଥା ଗତ ବର୍ଷ ବିଜେପି ଅଭିଯୋଗ କରିଥିଲା । କିନ୍ତୁ ଏବେ ଖୋଦ ଆମେରିକା ସରକାର ତାହାର ପ୍ରମାଣ ଦେଇଛନ୍ତି । ଏଲନ ମସ୍କଙ୍କ ନେତୃତ୍ବାଧୀନ ଆମେରିକାର ସରକାରୀ ଦକ୍ଷତା ବିଭାଗ (ଡିଓଜିଇ) ଭାରତରେ ନିର୍ବାଚନରେ ଭୋଟ ପ୍ରତିଶତ!-->…
ବାଂଲାଦେଶକୁ ପାଣ୍ଠିଯୋଗାଣ ବନ୍ଦ କଲେ ମସ୍କ୍
ନୂଆଦିଲ୍ଲୀ : ଏଲନ୍ ମସ୍କଙ୍କ ନେତୃତ୍ବରେ ସରକାରୀ ଦକ୍ଷତା ବିଭାଗ (ଡିଓଜିଇ) ଏବେ କାର୍ଯ୍ୟରେ ଲାଗିଛି। ଇତିମଧ୍ୟରେ ଆମେରିକୀୟ ଟିକସଦାତାଙ୍କ ଟଙ୍କା ସଞ୍ଚୟ କରିବା ପାଇଁ ସରକାରୀ ଦକ୍ଷତା ବିଭାଗ (ଡିଓଜିଇ) ଅନେକ ବିଦେଶୀ ପ୍ରକଳ୍ପକୁ ବାତିଲ କରିଛି। ଏହି ତାଲିକାରେ ବାଂଲାଦେଶର ଏକ ପ୍ରକଳ୍ପ!-->…
ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି
ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ କରାଯାଇଥିବା ଏହି ହସ୍ତାନ୍ତର ଦଶନ୍ଧି ଧରି ଚାଲିଥିବା ଆଇନଗତ!-->…
‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’
ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା କହିବା ସହ ମୃତକମାନଙ୍କୁ!-->…
ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ
ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି।
ଅଭିଯୁକ୍ତମାନେ ହେଲେ!-->!-->!-->…
ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି
ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଥିଲା ।
ପ୍ରାୟ ୨ରୁ ଅଢ଼େଇ ଘଣ୍ଟା ମହାସ୍ନାନ!-->!-->!-->…