Sign in
Sign in
Recover your password.
A password will be e-mailed to you.
ଏନ୍ଏସି ହାଇସ୍କୁଲ ହିଞ୍ଜିଳିକାଟୁର ବାର୍ଷିକ ଉତ୍ସବ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଅନ୍ତର୍ଗତ ସରକାରୀ ଏନ୍ ଏ ସି ହାଇସ୍କୁଲର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରଜନୀ କାନ୍ତ ସାହୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ପୌରାଧ୍ୟକ୍ଷ!-->…
ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ : ଚିନ୍ତାରେ ଚାଷୀ କୂଳ
ବାଲିଗୁଡା : ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ!-->…
ବଣ୍ଡାଘାଟିରେ ସୁଭଦ୍ରା ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାର ଖଇରପୁଟ ର ମୁଦୁଲିପଡା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନା ର କାର୍ଯ୍ୟକାରିତା ଉପରେ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ସମୀକ୍ଷା ରେ ମାନ୍ୟବର ବିଧାୟକ, ଚିତ୍ରକୋଣ୍ଡା ଏବଂ ମାଲକାନାଗିରି, ଜିଲ୍ଲାପାଳ!-->!-->!-->…
ବାର୍ଷିକ କ୍ରୀଡା ଉଦ୍ଘାଟିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ସେବା ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଅନୁଷ୍ଠାନର ନିର୍ଦ୍ଦେଶିକା ତଥା ଅଧ୍ୟକ୍ଷା ଶ୍ରୀମତୀ ନୂତନ ନାୟକ ସଭାପତିତ୍ଵ କରି ଥିଲେ। ଟିକାବାଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର୍ଷିକ କ୍ରୀଡାକୁ ଉଦ୍ଘାଟନ କରି!-->…
ଜୀବନ କୌଶଳ ଶିକ୍ଷା ନିମନ୍ତେ ପକନା ଗାଁ ଆଶ୍ରମ ବିଦ୍ୟାଳୟରେ ଲାଇଫ କ୍ୟାମ୍ପ
ଫୁଲବାଣୀ : ଆଜିର ସମୟରେ ସମାଜରେ ବଂଚିବାକୁ ହେଲେ ଆର୍ଥିକ, ସାମାଜିକ ଓ ଅର୍ଥନୈତିକ ସ୍ତରରେ ସୁଦୃଢ ହେବା ସହିତ ଜିବନ କୈାଶଳ ଶିକ୍ଷା ର ମଧ୍ୟ ଅଧିକ ଆବଶ୍ୟକତା ଅଛି । ସେହିପରି କନ୍ଧମାଳ ଜିଲ୍ଲାରେ ମଧ୍ୟ ବାଳିକା ମାନଙ୍କ ମଧ୍ୟରେ ଉଚ୍ଚ ଆଶା ଏବଂ ବଡ ଅଭିଳାଶା ନିମନ୍ତେ ଜିବନ କୈାଶଳ!-->!-->!-->…
ଡିଏଭି ଗୁରୁକୂଲ ଆନୁକୂଲ୍ୟରେ ବଣଭୋଜି କାର୍ଯ୍ୟକ୍ରମ
ଚିତ୍ରକୋଣ୍ଡା : ଚିତ୍ରକୋଣ୍ଡା ସ୍ଥିତ ଡିଏଭି ଗୁରୁକୂଲ ଆନୁକୂଲ୍ୟରେ ଆଜି ଏକ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ଏକ ପାରିବାରିକ ବଣଭୋଜି ଇକୋ ପାର୍କ ଠାରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ!-->…
ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ଭୁବନେଶ୍ୱର: ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଆସନ୍ତା ଡିସେମ୍ବର ୨୩ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏନେଇ ସୂଚନା ଦେଇଛି ରାଜ୍ୟ ସାଧାରଣ ଅ ସାଧାରଣ ଅଭିଯୋଗ ବିଭାଗ।
ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->…
ଫୋକସରେ ବଣ୍ଡା ଘାଟି, ଚତୁର୍ଥ ପର୍ଯ୍ୟାୟରେ ସବୁ ମହିଳା ପାଇବେ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡା
ମାଲକାନଗିରି : ରାଜ୍ୟ ସରକାରଙ୍କ ଫୋକସରେ ବଣ୍ଡା ଘାଟି । କୌଣସି ବଣ୍ଡା ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେନି। ସେମାନେ ଖୁବଶୀଘ୍ର ସୁଭଦ୍ରା ଟଙ୍କା ପାଇବେ । ଆଜି ମାଲକାନଗିରି ଜିଲ୍ଲା ବଣ୍ଡା ଘାଟି ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବଣ୍ଡା ଲୋକଙ୍କ ସହ!-->…
ପରିତ୍ୟକ୍ତ ଇନୋଭାରୁ ମିଳିଲା ୫୨ କେଜି ସୁନା ଓ ନଗଦ ୧୦ କୋଟି ଟଙ୍କା
ଭୋପାଲ : ଆୟକର ବିଭାଗ ଓ ଲୋକାୟୁତ ପୁଲିସ୍ ଭୋପାଲର ବିଭିନ୍ନ ସ୍ଥାନରେ ରେଡ କରି କୋଟି କୋଟି ଟଙ୍କାର ସୁନା ଓ ନଗଦ ଟଙ୍କା ଜବତ କରିଛି। ଏଥିସହ ରାଜନେତା, ସରକାରୀ ଅଧିକାରୀ ଓ ରିୟଲ ଇଷ୍ଟେଟ ବ୍ୟବସାୟୀଙ୍କ ମଧ୍ୟରେ ଚାଲିଥିବା ମଧୁଚନ୍ଦ୍ରିକାର ସୁରାକ ପାଇଛି।
ତେବେ ସୁବାଠାରୁ ନାଟକୀୟ!-->!-->!-->…
ଶୀତ କାକରରେ ରୋଗୀଙ୍କ ସଂପର୍କୀୟ ପଡ଼ି ରହିବା ଘଟଣା: ହାଇକୋର୍ଟଙ୍କ ଉଦବେଗ
କଟକ: ଶୀତ କାକରରେ ଖୋଲା ଆକାଶ ତଳେ ରୋଗୀଙ୍କ ସଂପର୍କୀୟ ବା ଆଟେଣ୍ଡାଣ୍ଟ ଏସସିବି ମେଡିକାଲ ପରିସରରେ ରାତିରେ ପଡ଼ି ରହିବା ଘଟଣାକୁ ନେଇ ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ସମୟରେ!-->…