Sign in
Sign in
Recover your password.
A password will be e-mailed to you.
ମିଳିତ ଖ୍ରୀଷ୍ଟୀୟ ମଞ୍ଚ ପକ୍ଷରୁ ପ୍ରାକ-ଖ୍ରୀଷ୍ଟଜନ୍ମ ମହୋତ୍ସବ ପାଳିତ
ଫୁଲବାଣୀ: ମିଳିତ ଖ୍ରୀଷ୍ଟୀୟ ମଞ୍ଚ ପକ୍ଷରୁ ପ୍ରି-ଖ୍ରୀଷ୍ଟମାସ ମହୋତ୍ସବ ଅନୁଷ୍ଠିତ ହେଇଥିଲା।ମାଦିକୁନ୍ଦା ଛକରେ ଆଚାର୍ଯ୍ୟ ଅମିତ ନାୟକ ପ୍ରାର୍ଥନା କରି ମାଦିକୁନ୍ଦା ଠାରୁ କୋର୍ଟ ଛକ ସ୍ଥିତ ଗାନ୍ଧୀ ସ୍ମୁତି ଭବନ ପର୍ଯ୍ୟନ୍ତ ଶାନ୍ତି ପୂର୍ଣ ଶୋଭାଯାତ୍ରା ହେଇଥିଲା।ଖ୍ରୀଷ୍ଟୀୟ ସମ୍ପ୍ରଦାୟର!-->…
ଶିଶୁର ବିକାଶରେ ମାଆର ଭୂମିକା
ଫୁଲବାଣୀ : ବାଲ ରକ୍ଷା ଭାରତର ଉଦ୍ୟମରେ ଖଜୁରୀପଡା ସମ୍ମନିତ ଶିଶୁ ବିକାଶ କେନ୍ଦ୍ରରେ ଏକ ମାତୃକମିଟି ବୈଠକ ଆୟୋଜନ କରାଯାଇଛି। ବୈଠକରେ ପ୍ରାକ ବିଦ୍ୟାଳୟର ଶିଶୁଙ୍କ ମାଆ, ଅଙ୍ଗନବାଡି କର୍ମୀ, ଆଇ ସି ଡି ଏସ ର ପରିଦର୍ଶିକା ଯୋଗଦାନ କରିଥିଲେ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ!-->…
ପୁରୀ ଶଙ୍କରାଚାର୍ଯ୍ୟଙ୍କ ଗସ୍ତ ଉପଲକ୍ଷେ ପ୍ରସ୍ତୁତି ବୈଠକ
ମାଲକାନଗିରି : ମାଲକାନଗିରି ଜିଲ୍ଲାର ଗୋବିନ୍ଦପାଲି ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଆସନ୍ତା ବର୍ଷ ମାର୍ଚ୍ଚ ମାସରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଗସ୍ତ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଗୋବର୍ଦ୍ଧନ!-->…
ଫୁଲବାଣୀ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ କୁଶ ପୁତ୍ତଳିକା ଦାହ
ଫୁଲବାଣୀ: ରାଜ୍ୟସଭା ଗୃହ ଚାଲିଥିବା ବେଳେ ଗୃହ ମନ୍ତ୍ରୀ ଅମିତ୍ ଶାହା ଆମ୍ବେଦକର ଆମ୍ବେଦକର ଆମ୍ବେଦକରଙ୍କ ନାମ ବୋଲି ତିନି ଥର ଉଚ୍ଚାରଣ କରି ସମ୍ବିଧାନ ବିରୋଧୀ ଭଳି ଏକ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ l ତାହାର ପ୍ରତିବାଦରେ ଆଜି ଫୁଲବାଣୀ କଂଗ୍ରେସ ପକ୍ଷରୁ ମଧ୍ୟ ଫୁଲବାଣୀ ବିଜୁ ପଟ୍ଟନାୟକ!-->…
ବିଜେପି ଯୁବମୋର୍ଚ୍ଚା ତରଫରୁ ରାହୁଲ ଗାନ୍ଧୀଙ୍କୁ ଗିରଫ ଦାବୀ : ଫୁଲବାଣୀ ଠାରେ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ମୁକ୍ତିକାନ୍ତ ମହାନ୍ତି ନେତୃତ୍ବରେ ଆଜି ସନ୍ଧ୍ୟାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗିରଫ ଦାବୀ କରିବା ସହ ରାହୁଲଙ୍କ କୁଶପୁତ୍ତଳିକା ଦାହ କରାଯାଇଛି l ଯାହା ସୂଚନା ରହିଚିପବିତ୍ର ସାଂସଦ ଗୃହରେ, ବରିଷ୍ଠ ସାଂସଦ!-->…
ପଡିଆବ୍ଲକରେ ଡିଜିଟାଲ ପେମେଣ୍ଟ ସଚେତନତା ଶିବିର ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକରେ ମହକୁମାରେ ଆଜି ଡିଜିଟାଲ ପେମେଣ୍ଟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ଆଜି ବ୍ଲକ ସମ୍ମିଳନୀ କକ୍ଷରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ ବିଭିନ୍ନ ୟୁପିଆଇ ପେମେଣ୍ଟ ଜରିଆରେ ପେମେଣ୍ଟ ଓ ଅନଲାଇନ୍ ବ୍ୟାଙ୍କିଙ୍ଗ!-->…
ରାଏବଗା ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଅନ୍ନଦାତା ମହୋତ୍ସବ ପାଳନ
ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବଗା ସ୍ଵାସ୍ଥ କେନ୍ଦ୍ର ପ୍ରଗଣାରେ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଅନ୍ନଦାତା ମହୋତ୍ସବ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମ କୁ ବ୍ୟାଙ୍କ ଅଧିକାରୀ ଶ୍ରୀ ସବ୍ୟସାଚୀ ମେହରଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା ।!-->…
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାରେ
ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା। ଦେଶର ରାଜଧାନୀରେ ହୋଇଥିବା ହଙ୍ଗାମାକୁ!-->…
ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ୍
କୋରାପୁଟ: ଟ୍ୟାଙ୍କ ଫିଲ୍ଡ ଫାଇରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଜଣେ ଓଡ଼ିଆ ଯବାନ ସହିଦ୍ ହୋଇଛନ୍ତି। ଯବାନ ଜଣକ ହେଲେ କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ଅନ୍ତର୍ଗତ ବଡାଗୁଡା ଗ୍ରାମର ଈଶ୍ଵର ତଲିଆ। ସେ ୨୦୧୧ ମସିହାରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ସମ୍ପ୍ରତି ଯବାନ ଈଶ୍ୱର ଜମ୍ମୁରେ!-->…
ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,!-->…