ରାଜ୍ୟରେ ବଢୁଛନ୍ତି ଇଞ୍ଜିନିୟର ବେକାରୀ

ଭୁବନେଶ୍ବର: ରାଜ୍ୟରେ ଇଞ୍ଜିନିୟର ପାଠର ଆଜି ଅତି ବିକଳ ଚିତ୍ର ଦର୍ଶାଇଛନ୍ତି ମନ୍ତ୍ରୀ । ଇଞ୍ଜିନିୟରିଂ ପାଠ ପଢ଼ା ଆଜି ହଜାର ହଜାର ପିଲା ବେକାର ବସିଛନ୍ତି । ୧୦ ବର୍ଷରେ ଇଞ୍ଜିନିୟରିଂ ପଢ଼ି ପାସ୍‌ କରିଛନ୍ତି ୩୪ ହଜାର ୪୭୧ ପିଲା । ହେଲେ ଚାକିରୀ ନାହିଁ । ସେଥି ମଧ୍ୟରୁ ମାତ୍ର ୧୫,୨୮୯…

ଚମ୍ପିଆନ୍ସ ଟ୍ରଫି: ଖେଳାଳିଙ୍କ ସହ ଯିବେନାହିଁ ପରିବାର ସଦସ୍ୟ

ନୂଆଦିଲ୍ଲୀ: ୧୫ରେ ଭାରତୀୟ କ୍ରିକେଟ୍‌ ଦଳ ଚମ୍ପିଆନ୍‌ସ ଟ୍ରଫି ଖେଳିବାକୁ ଦୁବାଇ ଯାତ୍ରାକରିବ। ଏହି ଟୁର୍ଣ୍ଣାମେଣ୍ଟରୁ ବିସିସିଆଇର ନୂତନ ଯାତ୍ରା ନୀତି ଲାଗୁହେବ। ଏହା ଅନୁସାରେ, ଭାରତୀୟ ଖେଳାଳିଙ୍କ ସହ ତାଙ୍କର କୌଣସି ପରିବାର ସଦସ୍ୟ ଯାଇପାରିବେ ନାହିଁ। ଭାରତ ତା’ର ସମସ୍ତ ମ୍ୟାଚ୍‌…

ବିଶ୍ଵବିଦ୍ୟାଳୟରେ ନାହାଁନ୍ତି ପ୍ରଫେସର, ପଢାଉଛନ୍ତି ଗେଷ୍ଟ ଫ୍ୟାକୋଲ୍‌ଟି

ଭୁବନେଶ୍ଵର: ଗେଷ୍ଟ ଫ୍ୟାକୋଲ୍‌ଟି ଭରସାରେ ଚାଲିଛି ଓଡିଶାର ନାମକରା ବିଶ୍ବବିଦ୍ୟାଳୟମାନ । ୧୭ଟି ବିଶ୍ବବିଦ୍ୟାଳୟରେ ୯୬୩ ଜଣ ଗେଷ୍ଟ ଫ୍ୟାକୋଲ୍‌ଟି ପଢ଼ାଉଛନ୍ତି । ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ । ମାତ୍ର ସୁରୁଖୁରୁରେ ଚାଲିପାରୁନାହିଁ ଗୃହ କାର୍ଯ୍ୟ । ଦୁଇ ଦୁଇ ଥର ମୁଲତବୀ…

କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ

କଟକ: କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଡିସିପି ଅଫିସରେ…

୧୯ରୁ ୨୧ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୯ରୁ ୨୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ…

ଭିଜିଲାନ୍ସ ଜାଲରେ କଲେଜ ଜୁନିଅର କ୍ଲର୍କ, ଛାତ୍ରଙ୍କଠାରୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରାପଡିଲେ ଦେବଗଡ଼ କଲେଜର ଜୁନିଅର କ୍ଲର୍କ ମଞ୍ଜୁଲା ପ୍ରଧାନ। ସେ ଜଣେ ପୂର୍ବତନ ଛାତ୍ର (ଅଭିଯୋଗକାରୀ)ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରାଡିଛନ୍ତି। ଅଭିଯୋଗକାରୀ ଏବଂ ଉକ୍ତ କଲେଜର ଅନ୍ୟ ଜଣେ ପୂର୍ବତନ ଛାତ୍ରଙ୍କ ନଷ୍ଟ ହୋଇଥିବା ମୂଳ…

ନୂଆ ମୁଖ୍ୟ ନିର୍ବାଚନ କମିସନର ଚୟନ ପାଇଁ ୧୭ରେ ବୈଠକ, ଯୋଗ ଦେବେ ମୋଦୀ, ରାହୁଲ

ନୂଆଦିଲ୍ଲୀ : ଦେଶର ନୂଆ ମୁଖ୍ୟ ନିର୍ବାଚନ କମିସନର (ସିଇସି) ଚୟନ ପାଇଁ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଫେବ୍ରୁଆରି ୧୭, ୨୦୨୫ରେ ତିନି ଜଣିଆ କମିଟି ବୈଠକ ଡକାଯାଇଛି। ଚୟନ କମିଟି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଏବଂ ଲୋକସଭାରେ ବିରୋଧୀ ଦଳ…

ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ପ୍ରତି ବର୍ଷ…

ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା ସମୟରେ ପ୍ରଧାନମନ୍ତ୍ରୀ…

ମୋବାଇଲରେ ରିଲ୍ସ କରିବା ହେଲା କାଳ, ନଦୀରେ ଖସି ପଡିଲେ ଯୁବତୀ

ଢେଙ୍କାନାଳ : ମୋବାଇଲରେ ରିଲ୍ସ କରିବା ହେଲା କାଳ । ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁଁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀରେ ଖସି ପଡିଲେ ଯୁବତୀ । ଯୁବତୀ ଜଣଙ୍କ ଢେଙ୍କାନାଳ ତରଭା ଗାଁର ୧୯ ବର୍ଷୀୟ ଅମ୍ବିକା ନାୟକ । ସେ ମାଉସୀଙ୍କ ସହ ମିଶି ଢେଙ୍କାନାଳ ତରଭା ଗାଁରୁ କାମାକ୍ଷାନଗର…