ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ

ଭୁବନେଶ୍ବର: ‘ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ । ପ୍ରଫୁଲ ଘଡାଇ ଜାଣିଥିବେ, କିଏ କେଉଁଠି ଷଡଯନ୍ତ୍ର କରିଥିଲା । ବିଜେଡି ଦଳ ଭିତରେ କିଛି ଷଡଯନ୍ତ୍ର ହୋଇନାହିଁ ।’ ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ ଘଡାଇଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ କିଛି ଏପରି କଡା…

ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଭିକାରୀ ତାଲିକା ଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାରେ ମୋଟ ୫୨୮୪ ଜଣ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର…

ଆମେ ତୁମକୁ ବହୁତ ‘ମିସ୍‌’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର "ପ୍ରିୟ ବନ୍ଧୁ" ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ‌ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି ନେଇଥି‌ଲେ ଟ୍ରମ୍ପ୍‌। …

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି ଗୃହ ଆରମ୍ଭରୁ ହିଁ କଡା ଆଭିମୁଖ୍ୟ ଦେଖାଇଥିଲେ ବିରୋଧୀ ।…

କଟକରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଖଣ୍ଡାରେ ହାଣି ବିଭତ୍ସ ହତ୍ୟା କରାଯଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଘର ଭିତରୁ ମହିଳାଙ୍କୁ…

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। …

୧୯ କିମ୍ବା ୨୦ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ

ନୂଆଦିଲ୍ଲୀ: ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ‌୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯ କିମ୍ବା ୨୦ ତାରିଖରେ ଅନୁ‌ଷ୍ଠିତ ହେବାର…

ଜେଲଗଲା କୋଟିପତି ଚୋର ସତୀଶ, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ ମ୍ୟାନ୍‌ ଭାବେ…

ଗିରଫ ହେଲେ ଡାଟା ଏଣ୍ଟ୍ରି ଅପରେଟର, ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ

ଜୟପୁର : ଗିରଫ ହେଲେ କୋଟିପତି ଆକାଉଣ୍ଟାଣ୍ଟ । କୋରାପୁଟ କୋଟପାଡ଼ ବାଟସଣା ପଞ୍ଚାୟତର ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ପାର୍ଥସାରଥୀ ବିଷୋୟୀ ଗିରଫ ହୋଇଛନ୍ତି । ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା । କୋରାପୁଟ ବୋରିଗୁମାରେ ରହିଛି ପାର୍ଥ ସାରଥୀଙ୍କର…

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ଯୁବକ ଗିରଫ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ଅଞ୍ଚଳର ଜୈନିକ ନାବାଳିକାଙ୍କୁ ନିକଟସ୍ଥ ଗ୍ରାମର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୧୧୦/୨୫ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରିବା ସହ ଜଣେ ଯୁବକଙ୍କୁ…