Sign in
Sign in
Recover your password.
A password will be e-mailed to you.
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭଙ୍ଗା କାଚ ବୋତଲରେ ଆକ୍ରମଣ : ଆକ୍ରମଣରେ ଯୁବକ ଗୁରୁତର, ଆକ୍ରମଣକାରୀ ଗିରଫ
ହିଞ୍ଜିଳିକାଟୁ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଭଙ୍ଗା କାଚ ବୋତଲରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମର ନିଳାଞ୍ଚଳ ଗୈାଡ (୨୨)।ପୁଲିସ ସୂଚନା!-->…
ବି.ଏସ୍.ଏଫ୍. ଜବାନଙ୍କ ଦ୍ୱାରା ମାଓ ସାମଗ୍ରୀ ଜବତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ଥାନା ଅନ୍ତର୍ଗତ ସିଲାକୋଟା ଜଙ୍ଗଲରୁ ବି.ଏସ୍.ଏଫ୍. ଜବାନଙ୍କ ଦ୍ୱାରା ମାଓ ସାମଗ୍ରୀ ଜବତ ହୋଇଛିା ତତ୍ୟ ଅନୁ ଯାୟୀ ବିଶେଷ ସୁତ୍ରରୁ ଖବର ପାଇ ଜିଲ୍ଲା ପୋଲିସ ଓ ବି.ଏସ୍.ଏଫ୍ ଦ୍ୱିତୀୟ ବାଟାଲିୟନ ଜବାନ ମାନେ ସିଲାକୋଟା ଜଙ୍ଗଲ ଅଭିମୁଖେ ସର୍ଚ!-->…
‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟ ଉନ୍ମୋଚିତ
ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ, ମତ୍ସ୍ୟ ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ନୂଆଦିଲ୍ଲୀରେ ‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି।ଢାଞ୍ଚା,!-->…
ବାବୁସାନ୍ଙ୍କୁ ଭିଡିଓ କଲ୍ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ…
ଭୁବନେଶ୍ୱର,୧୩ା୨: ଓଲିଉଡ୍ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍ଙ୍କୁ ଭିଡିଓ କଲ୍ କରି!-->…
କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ – ଜୟନାରାୟଣ
ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା ପଳେଇବେ ବୋଲି ନବୀନ ଭୟଭୀତ!-->…
ସୁରଙ୍କ ଉପରୁ ଉଠିବ ନିଲମ୍ବନ!
ଭୁବନେଶ୍ୱର,୧୩।୨: କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। କୁହାଯାଉଛି ଭକ୍ତ ଚରଣ ଦାସ କଂଗ୍ରେସର ନୂଆ ପିସିସି ସଭାପତି ନିଯୁକ୍ତ ହେବା ପରେ ସୁରଙ୍କ ଉପରୁ ନିଲମ୍ବନ ଆଦେଶ ଉଠିପାରେ । ଏହାକୁ ନେଇ ସୁର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଫେରାଇ ନେଲେ କଂଗ୍ରେସ!-->…
ନବରଙ୍ଗପୁର ଓକିଲ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଆଇନଜୀବୀ ସଂଘର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଦାବିପତ୍ର ପ୍ରଦାନ କରିଛନ୍ତି। ଗୁରୁବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ଼ ଶୁଭଙ୍କର ମହାପାତ୍ରଙ୍କୁ ଭେଟି, ଜିଲ୍ଲା ଦୌରା ଜଜ ଅଦାଲତ!-->…
ନବରଙ୍ଗପୁର ଓୟୁଜେର ଦାବୀ ପତ୍ର ପ୍ରଦାନ
ନବରଙ୍ଗପୁର : ରାଜ୍ୟର ସାମ୍ବାଦିକ ମାନଙ୍କର ସାମୁହିକ ସ୍ୱାର୍ଥ ରକ୍ଷା ପାଇଁ ଓଡ଼ିଶା ସାମ୍ବାଦିକ ୟୁନିୟନ ଆଉ ନୀରବଦ୍ରଷ୍ଟା ହୋଇ ବସି ନରହି ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚରମ ନିଷ୍ପରି ଗ୍ରହଣ କରିଛି । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବାର ୮ମାସ ବିତିଯାଇଥିଲେ ମଧ୍ୟ!-->…
ଚିକିଟୀରେ ଦିନଦୟାଲ ଉପାଧ୍ୟାୟ ଜୟନ୍ତୀ ପାଳିତ
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଦିନଦୟାଲ ଉପାଧ୍ୟାୟ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଗଞ୍ଜାମ ଜ଼ିଲ୍ଲା ବିଜେପି ସଭାପତି ସରୋଜ ସାବତ ଅଧ୍ୟକ୍ଷତା କରିଥିବା ବେଳେ ଚିକିଟୀ ପରିଷଦ ମଣ୍ଡଳ ସଭାପତି ଅନନ୍ତରାମ!-->…
ସ୍ୱାସ୍ଥ୍ୟ, ଶିକ୍ଷା ଓ ମହିଳା ଏବଂ ଶିଶୁ ବିଭାଗର ମିଳିତ ସମୀକ୍ଷା ବୈଠକ
ଛତ୍ରପୁର : ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ସ୍ୱାସ୍ଥ୍ୟ, ଶିକ୍ଷା ଓ ମହିଳା ଏବଂ ଶିଶୁ ବିଭାଗର ମିଳିତଯୋଜନା ଗୁଡିକ ସଠିକ କାର୍ଯ୍ୟକାରୀ କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଯୋଜନ ମାତୃ ନବଜାତ ଶିଶୁ ଏବଂ କିଶୋରୀ ସ୍ୱାସ୍ଥ୍ୟ ଓ ପୋଷଣ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ରେ!-->…