ବିଶିଷ୍ଠ ସ୍ବନାମ ଧନ୍ୟ ଯାତ୍ରା ଅଭିନେତାଙ୍କ ପିତୃ ବିୟୋଗ…

" ଉମରକୋଟ /ରାଇଘର: ସଂସାରରେ ମାତା ପିତା ହେଉଛନ୍ତି ସନ୍ତାନ ପାଇଁ କଳ୍ପତରୁ ଓ କାମଧେନୁଙ୍କ ଠାରୁ ବଡ଼। ସାକ୍ଷାତ ପରମବ୍ରହ୍ମା ଇଶ୍ୱରଙ୍କ ସହ ତୁଳନୀୟ। ଇଶ୍ୱରଙ୍କ ମନ୍ଦିର ପାଖକୁ ଯାଇ ପ୍ରାର୍ଥନା ଜଣାଇବାକୁ ପଡେ କିନ୍ତୁ ପିତା ମାତାଙ୍କ ପ୍ରାର୍ଥନା କରିବାକୁ ପଡେ ନାହିଁ, ସେ ସନ୍ତାନର…

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ…

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ…

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି…

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ ଏକ ଛାଡପତ୍ର…

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର…

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ…

ସଡକ ଦୁର୍ଘଟଣାରେ ବିଦ୍ୟୁତ କର୍ମଚାରୀ ମୃତ୍ୟୁ

ଦୃର୍ଘଟଣା ପରେ ରାସ୍ତାରେ ପଡି ରହିଲେ ବି କେହି ନେଲେ ନାହିଁ ମେଡିକାଲ, ନିଜ ଗାଡିରେ ଉଦ୍ଧାର କରି ମେଡିକାଲ ନେଲେ ପ୍ରୋବେସାନାଲ ଆଇପିଏସ । ଛତ୍ରପୁର : ଦୃର୍ଘଟଣାରେ ଶିକାର ହୋଇଥିବା ଲୋକ ଙ୍କୁ ଉଚ୍ଚିତ ସମୟରେ ମେଡିକାଲରେ ପହଂଚିବା ବିଳମ୍ବ ହେଉଥିବା ହେତୁ ବହୁ ଲୋକଙ୍କ ମଧ୍ୟ ମୃତ୍ୟୁ…