ମମତାଙ୍କ ବଡ଼ ଘୋଷଣା, ଅଙ୍ଗନୱାଡି-ଆଶାକର୍ମୀଙ୍କୁ ମିଳିବ ମୋବାଇଲ ଫୋନ

କୋଲକାତା,୧୨।୨: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ସରକାରୀ କର୍ମଚାରୀଙ୍କ ସହ ଅଙ୍ଗନବାଡି କର୍ମୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ରାଜ୍ୟ ବଜେଟରେ DA କିମ୍ବା ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହିକ୍ରମରେ…

ନୂଆଦିଲ୍ଲୀ,୧୨।୨: ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇ ୪.୩୧ ପ୍ରତିଶତ ହୋଇଛି। ଖାଦ୍ୟ ସାମଗ୍ରୀ ଶସ୍ତା ହେବା ଯୋଗୁଁ ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଡିସେମ୍ବରରେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ୫.୨୨ ପ୍ରତିଶତ ଏବଂ ଗତ ବର୍ଷ ଜାନୁଆରୀରେ…

ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ର ସମସ୍ତ ଏପିସୋଡ୍ ଡିଲିଟ୍ କଲେ ଆୟୋଜକ ସମୟ ରାଇନା

ମୁମ୍ବାଇ,୧୨।୨: ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ଉପରେ ବିବାଦ ପରେ, ଏବେ ଶୋ’ର ଆୟୋଜକ ସମୟ ରାଇନା ଶୋ’ର ସମସ୍ତ ଏପିସୋଡ୍ ଡିଲିଟ୍ କରିଦେଇଛନ୍ତି। ସେ ଏକ୍ସ’ରେ ପୋଷ୍ଟ କରି ଚାଲିଥିବା ବିବାଦ ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଏସବୁକୁ ସମ୍ଭାଳିବା ତାଙ୍କ ପାଇଁ କଷ୍ଟକର…

ନର୍ସିଙ୍ଗ ଛାତ୍ରଙ୍କ ରାଗିଙ୍ଗ: ନିବସ୍ତ୍ର କରିବା ସହ ଦେଲେ ଅକଥନୀୟ ନିର୍ଯାତନା

କୋଟାୟାମ: କେରଳରୁ ରାଗିଙ୍ଗର ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି, ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ | ବାସ୍ତବରେ, ପାଞ୍ଚ ଜଣ ସିନିୟର ଛାତ୍ର, ତିନିଜଣ ଜୁନିୟର ଛାତ୍ରଙ୍କ ପ୍ରତି ରାଗିଙ୍ଗ କରିଥିବାର ସାମ୍ନାକୁ ଆସିଛି | ସିନିୟର ଛାତ୍ରମାନେ ଜୁନିୟର ଛାତ୍ରମାନଙ୍କୁ ନିବସ୍ତ୍ର…

ଶିକ୍ଷକ ଅପହରଣ ଘଟଣା: ୩୬ ଘଣ୍ଟା ମଧ୍ୟରେ ଉଦ୍ଧାର, ୩ ଗିରଫ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବହୁ ଚର୍ଚ୍ଚିତ ଶିକ୍ଷକ ଅପହରଣ ଘଟଣାର ପର୍ଦ୍ଦାlଫାସ କରିଛି କରଞ୍ଜିଆ ପୁଲିସ। ଅପହରଣ କରାଯାଇଥିବା ଶିକ୍ଷକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏହି ଘଟଣା ସହିତ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୁଲିସ ଅଟକ ରଖିଛି। ଅଭିଯୁକ୍ତମାନେ ହେଲେ ସୌଭାଗ୍ୟ ଦାସ,…

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି – ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଫେରିଲା ପରେ ପ୍ରଥମେ ବରିଷ୍ଠ…

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ…

ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର ସ୍ମୃତିଚାରଣ କରାଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ଡକ୍ଟର ହରିବାବୁ…

ରାଜଯୋଗିନୀ ନିଲମ ଦିଦିଙ୍କ ଶ୍ରଦ୍ଧାଞ୍ଜଳୀ ସଭା, ନିଶାମୁକ୍ତ ଅଭିଯାନ ର ଶୁଭାରମ୍ଭ

ନବରଙ୍ଗପୁର : ନବରଙ୍ଗପୁର ସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ବରୀୟ ବିଶ୍ବବିଦ୍ୟାଳୟ ର ପ୍ରଥମ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ନୀଲମ ଦିଦିଙ୍କ ପ୍ରଥମ ଶ୍ରାଦ୍ଧ ଦିବସ ୩ ଦିନ ଧରି ଅନୁଷ୍ଠିତ ହୋଇଛି। ଆଜି ଏ ଅବସର ସ୍ଥାନୀୟ ଅମୃତ ସରୋବର ଆଶ୍ରମ ଠାରେ ଏକ ବିଶାଳ ସଭାରେ ରାଜନେତା,…