Sign in
Sign in
Recover your password.
A password will be e-mailed to you.
କୋଟଗଡ଼ ଥାନା ଜାମଝୋରରେ ଲାଗିଲା ମାଓ ପୋଷ୍ଟର
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତାକଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର | ଜାମଝୋର ଗାଁ ଛକ ରାଜ୍ୟ ରାଜପଥ- ୫ ମୁଖ୍ୟ ରାସ୍ତା କଡ଼ରେ ଗାଁ କଲ୍ୟାଣ ସମିତି ର ହୋର୍ଡିଙ୍ଗ ଉପରେ ୩ଟି କାଗଜ ପୋଷ୍ଟର ମାରି ବିଜେପି ସରକାର, ସଙ୍ଘ ଓ ପୁଲିସ!-->…
ଶହୀଦ ବଗା ପୂଜାରୀଙ୍କ ୮୩ ତମ ବଳିଦାନ ଦିବସ ପାଳିତ
ନବରଙ୍ଗପୁର : ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡଭରଣ୍ଡି ଠାରେ ନବରଙ୍ଗପୁର ଜିଲ୍ଲାର ପ୍ରଥମ ଶହୀଦ ବଗା ପୂଜାରୀଙ୍କ ୮୩ତମ ଶ୍ରାଦ୍ଧ ଦିବସ ବା ଆତ୍ମ ବଳିଦାନ ଦିବସ ପାଳିତ ହୋଇଯାଇଛି। ପ୍ରତିବର୍ଷ ଏହି ଦିବସକୁ ବଗା ପୁଜାରୀ ଙ୍କ ନାତୁଣି ତଥା ଉମରକୋଟ ର ପୁର୍ବତନ ବିଧାୟିକା ତଥା ପୁର୍ବତନ!-->…
ମହିଳାମାନଙ୍କ ଅଧିକାର ଆଇନ ଓ ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଲୋଚନା ଚକ୍ର
ବ୍ରହ୍ମପୁର: ଆସିକା ସ୍ଥିତ ସାବିତ୍ରୀ କଲ୍ୟାଣ ମଣ୍ଡପ ଠାରେ ଏକ ବ୍ଲକ ସ୍ତରୀୟ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର,ହିଂସା,ମହିଳା ଅଧିକାର ଆଇନ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।ଆସିକା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଇନ୍ଦିରା ମହାପାତ୍ରଙ୍କ ପୌରାହିତ!-->…
ଅଜଣା ଇସ୍କର୍ପିଓ ଧକ୍କାରେ ବାଇକ ଚାଲାକ ଗୁରୁତର
ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବିତମିତ୍ରପୁର ଥାନା ଅଧିନସ୍ତ ତଳସେରା ବାଘ୍ୟାଜୋର ୧୪୩ ନମ୍ବର ଜାତୀୟ ରାଜପଥ ଉପରେ ଗୋଟିଏ ଅଜଣା ଇସ୍କର୍ପିଓ ଧକ୍କା ଦେବା ଫଳରେ ବାଇକ ଚାଲାକ ଗୁରୁତର ଆହତ ! ବାଇକ ଚାଲାକ ଜଣେ ଜେସିପି ଅପ୍ରେଟର ବାଲି ଜଣା ପଡିଛି | ସ୍ବର୍ଗୀୟ ଦଶରୁ ପ୍ରଧାନଙ୍କ ପୁଅ!-->…
ଏଲ୍ଓସି ନିକଟରେ IED ବ୍ଲାଷ୍ଟ, ଦୁଇ ଯବାନ ସହିଦ
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅଖନୁରରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ସେନାର ଦୁଇ ଯବାନ ସହିଦ ହୋଇଛନ୍ତି । ଏଲ୍ଓସି ନିକଟରେ ଅଖୁନର ସେକ୍ଟରରେ ହୋଇଥିବା ଆଇଇଡି ବିସ୍ଫୋରଣରେ ତିନି ଜଣ ଯବାନ ଆହତ ହୋଇଥିଲେ । ହସ୍ପିଟାଲରେ ଚିକିତ୍ସିତ ହେବା ବେଳେ ଦୁଇ ଯବାନ ପ୍ରାଣ ହରାଇଛନ୍ତି ।!-->…
ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,!-->!-->!-->…
ମହାକୁମ୍ଭ ସଙ୍ଗମରେ ପବିତ୍ର ସ୍ନାନ କରିଛନ୍ତି ୪୫ କୋଟିରୁ ଅଧିକ
ମହାକୁମ୍ଭ ଶେଷ ହେବାକୁ ଆଉ ମାତ୍ର ୧୫ ଦିନ ବାକି ଥିବା ବେଳେ ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହ ପରଠାରୁ ୪୫ କୋଟିରୁ ଅଧିକ ଲୋକ ସଙ୍ଗମରେ ସ୍ନାନ କରିଛନ୍ତି ବୋଲି ଉତ୍ତରପ୍ରଦେଶ ସରକାର କହିଛନ୍ତି।ମହାକୁମ୍ଭ ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରୀ ଅବସରରେ ଶେଷ ବଡ଼!-->…
ଭକ୍ତ ଚରଣ ଦାସ ହେଲେ PCC ସଭାପତି
ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି!-->…
ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର
ଭୁବନେଶ୍ବର: ରାଜଧାନୀରେ ଆରମ୍ଭ ହେବ ଫ୍ଲାଏ ଓଭର କାମ । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର!-->…
ବାରବାଟୀରେ ଫ୍ଲଡଲାଇଟ ଅଚଳ ଘଟଣା; ଓସିଏକୁ ପରୋକ୍ଷରେ ଦୋଷ ଲଦିଲେ ଶକ୍ତି ମନ୍ତ୍ରୀ
ଭୁବନେଶ୍ୱର: କଟକ ବାରବାଟି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ହଠାତ୍ ଲାଇଟ୍ ଲିଭିଯିବା ରୁ ମ୍ୟାଚ୍ କିଛି ସମୟ ପାଇଁ ବନ୍ଦ ରହିଥିଲା । ଏହି ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଶକ୍ତି!-->!-->!-->…