Sign in
Sign in
Recover your password.
A password will be e-mailed to you.
ବାଲାଟ୍ ପେପର ବ୍ୟବହାର କଲେ ବିଜେପି କୌଣସି ସ୍ଥାନରେ ଜିତିପାରିବ ନାହିଁ: ସଞ୍ଜୟ ରାଉତ
ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆମ ଆଦମୀ ପାର୍ଟିକୁ ଝଟକା ଦେଇଥିବା ବେଳେ ଦେଶର ଅନ୍ୟାନ୍ୟ ଅଞ୍ଚଳର ବିରୋଧୀ ଦଳଗୁଡ଼ିକ ମଧ୍ୟ ଏହାକୁ ନେଇ ଆଶ୍ଚର୍ଯ୍ୟ ହୋଇଛନ୍ତି। ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ନେତା ଏବଂ ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଫେବ୍ରୁଆରି ୮!-->…
୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ
ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ!-->…
ଉତ୍ତମ ମହାନ୍ତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହରି ଭିତରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ!-->…
ହଳଦିଆ ପଦର ଆକ୍ରମଣ ଘଟଣାର ନିନ୍ଦା
ମନ୍ତ୍ରୀଙ୍କ ଚାପରେ ବିଜେଡି କର୍ମୀଙ୍କୁ ପୋଲିସ ଅଟକ ରଖିଥିବା ଅଭିଯୋଗ କରିଛନ୍ତି ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା।
ବ୍ରହ୍ମପୁର : ଗତ ଶୁକ୍ରବାର ସନ୍ଧ୍ୟାରେ କିଛି ଦୁର୍ବୃତ୍ତ ହଲଦିଆପଦର ଅଞ୍ଚଳରେ ଆତଙ୍କ ଖେଳାଇଦେବା ସହିତ ଦୁଇ ବିଜେପି କର୍ମୀ ଏବଂ ତିନିଜଣ ବ୍ୟବସାୟୀଙ୍କୁ ଆକ୍ରମଣ!-->!-->!-->…
ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ : ଜୀବନ ଓ ସମୟ ମଣିଷର ଶ୍ରେଷ୍ଠ ଗୁରୁ
ମାଲକାନଗିରି, ୧୦/୨: ମାଲକାନଗିରି ଜିଲ୍ଲା ଏସ ତଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ଏମଭି ୧୬ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ପାଳିତ ହୋଇଯାଇଛି। ଜିଲ୍ଲା ଶିକ୍ଷକ ସଂଘ ସଭାପତି ତାରକ ମଣ୍ଡଳ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ମାଲକାନଗିରି!-->…
ଦିଲ୍ଲୀ ନିର୍ବାଚନର ପ୍ରଭାବ ଆମ ଉପରେ ପଡ଼ିବ ନାହିଁ : ମମତା
ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନର ପ୍ରଭାବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ପଡ଼ିଛି । ସ୍ଥିତି ଏପରି ହୋଇଛି ଯେ ସେ ତରବରିଆଭାବେ ନିଜ ଦଳର ବିଧାୟକ ବୈଠକ ଡାକି ସମୀକ୍ଷା କରିଛନ୍ତି । ତେବେ ସେ କହିଛନ୍ତି ଯେ ଦିଲ୍ଲୀ ନିର୍ବାଚନର ଫଳାଫଳ ଆସନ୍ତା ବର୍ଷ ପଶ୍ଚିମବଙ୍ଗ!-->…
ବିବାହ କରିବାକୁ ପୁଅର ଜିଦ୍, ବିରୋଧ କରିବାରୁ ବାପାର ନେଇଗଲା ଜୀବନ
ବଡ଼ବିଲ : କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ବାଂଶପାଣି ଅଞ୍ଚଳରେ ହତ୍ୟାକାଣ୍ଡ । ପୁଅର କାଠ ଫାଳିଆ ମାଡ଼ରେ ବାପାର ମୃତ୍ୟୁ ହୋଇଯାଇଛି । ମୃତକ ଯୋଡ଼ା ଥାନା ବାଂଶପାଣି ଅଞ୍ଚଳର ଅଜୟ ସେଠୀ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଅଭିଯୁକ୍ତ ପୁଅ ବିକାଶ ସେଠୀକୁ ଥାନାରେ ଅଟକ!-->…
ଦିଲ୍ଲୀ ହାରିବା ପରେ ଏବେ ଆପକୁ ଘାରିଛି ପଞ୍ଜାବ ଚିନ୍ତା
ନୂଆଦିଲ୍ଲୀ: କେଜ୍ରିଓ୍ବାଲଙ୍କ ହାତରୁ ଖସିଯାଇଛି ଦିଲ୍ଲୀ ଶାସନ । ଯାହା କେବେ କେଜ୍ରିଓ୍ବାଲ କଳ୍ପନା ବି କରିନଥିଲେ, ଦିଲ୍ଲୀବାସୀ ତାହା କରିକି ଦେଖାଇଛନ୍ତି । ଚତୁର୍ଥ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବା କେଜ୍ରିଓ୍ବାଲଙ୍କ ସ୍ବପ୍ନକୁ ଭାଙ୍ଗି ଦେଇଛନ୍ତି । ଆଉ ଦିଲ୍ଲୀ ଶାସନ ହାତରୁ ଯିବା!-->…
ଆସିଲା ଦଶମ ଆଡମିଟ୍ କାର୍ଡ
କଟକ: ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା!-->…
ପଞ୍ଜାବରେ ଭାଙ୍ଗିବ ଆପ୍ ସରକାର: କଂଗ୍ରେସ ନେତା
ରାଜଧାନୀ ନୂଆଦିଲ୍ଲୀରେ ଆମ ଆଦମୀ ପାର୍ଟି(ଆପ୍) ସରକାରର ପତନ ଘଟିଛି। ଏହା ପରେ ପଞ୍ଜାବ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ବିଜେପି ସହିତ କଂଗ୍ରେସ ବି ଭଗୱନ୍ତ ମନଙ୍କ ସରକାରକୁ ଟାର୍ଗେଟ କରିବାରେ ଲାଗି ପଡ଼ିଛି।
କଂଗ୍ରେସର ବରିଷ୍ଠ ନେତା ପ୍ରତାପ ସିଂହ ବାଜୱା କହିଛନ୍ତି, ଆପ୍ର ୩୦!-->!-->!-->…