Sign in
Sign in
Recover your password.
A password will be e-mailed to you.
ତେନ୍ତୁଲିଗୁମ୍ମା ଜଙ୍ଗଲରୁ ମାଓ ଡମ୍ପ ଠାବ, ୬ ଦେଶୀ ବନ୍ଧୁକ, ୮ ଟିଫିନ୍ ବୋମା ଓ ୪ଟି ଆଇଇଡି ଜବତ
ଭୁବନେଶ୍ବର: ଶୁକ୍ରବାର ଦିନ ସୁରକ୍ଷା ବାହିନୀ କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ପୋଲିସ ଥାନା ଅନ୍ତର୍ଗତ ତେନ୍ତୁଲିଗୁମ୍ମା ଜଙ୍ଗଲରୁ ଆଉ ଏକ ମାଓ ଆଡ୍ଡା ଠାବ କରିଛି। ଏକ ସର୍ଚ୍ଚ ଅପରେସନ୍ ସମୟରେ ବନ୍ଧୁକ, ବିସ୍ଫୋରକ ଏବଂ ଗୁଳିଗୋଳା ଜବତ ହୋଇଛି।
ଆତ୍ମସମର୍ପଣକାରୀ ମାଓବାଦୀଙ୍କଠାରୁ!-->!-->!-->…
ଜାପାନୀ ସଂସ୍ଥା ସହ ୬୭ ହଜାର କୋଟି ଟଙ୍କାର ଚୁକ୍ତି, ରାଜ୍ୟରେ ସୃଷ୍ଟି ହେବ ୭୬୦୦ ନିଯୁକ୍ତି
ଭୁବନେଶ୍ୱର : ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ । ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ ଓଡ଼ିଶା ସରକାର ଜାପାନର ପ୍ରତିଷ୍ଠିତ IHI Corporation ଏବଂ ACME ଗ୍ରୁପ୍ ସହ ଏକ ସହଯୋଗ ପତ୍ର ବା MoC ସ୍ୱାକ୍ଷର କରିଛନ୍ତି!-->…
ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ମୃତଦେହ ଛୁଇଁଲେନି ଜାତି ଭାଇ
ପାଟଣାଗଡ଼: ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ମୃତ୍ୟୁ ପରେ ଶବ ଛୁଇଁଲେନି ଜାତି ଭାଇ । ଶବ ସତ୍କାର କଲେ ସ୍ବେଛାସେବୀ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଗ୍ରାମପଞ୍ଚାୟତ ତୁଳସୀଡୁଙ୍ଗୁରି ଗ୍ରାମରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୃତ ବୃଦ୍ଧ ଜଣକ ହେଲେ!-->…
ପୋଡ଼ମପେଟା ଗାଁରେ କୂଳ ଲଙ୍ଘୁଛି ସମୁଦ୍ର, ଭୟଭୀତ ଗ୍ରାମବାସୀ
ଛତ୍ରପୁର : ସମୁଦ୍ର ଆଁରେ ଗାଁ । ଭୟଭୀତ ଗ୍ରାମବାସୀ । ଗଞ୍ଜାମ ଜିଲ୍ଲା ପୋଡ଼ମପେଟା ଗାଁଲୋକଙ୍କ ସହ ଜିଲ୍ଲାପାଳଙ୍କ ବୈଠକ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା ହୋଇଛି । ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁରେ ସମୁଦ୍ର କୂଳ ଲଙ୍ଘୁଛି । ପୋଡ଼ମପେଟା ସମେତ ୧୭ ଖଣ୍ଡ ଗାଁ ସମୁଦ୍ର ଗର୍ଭରେ!-->…
ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରଥ ଉପରେ ଅନଧିକୃତ ଓ ଛଦ୍ମବେଶୀଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ରଥ ଉପରକୁ ନେଇପାରିବେନି ମୋବାଇଲ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । !-->…
ଧର୍ମ ପରିବର୍ତ୍ତନ କରିବାରୁ ବୃଦ୍ଧଙ୍କୁ କବର ପାଇଁ ମିଳିଲାନି ଶ୍ମଶାନ
ରାୟଗଡା: ଧର୍ମ ପରିବର୍ତ୍ତନ ପାଇଁ ମିଳିଲାନି ଶ୍ମଶାନ । ଧର୍ମ ପରିବର୍ତ୍ତନ କରିଥିବାରୁ ଜଣେ ଆଦିବାସୀ ବୃଦ୍ଧଙ୍କୁ ଶ୍ମଶାନ ମିଳୁନଥିବା ଭଳି ଅଭାବନିୟ ଚିତ୍ର ସାମ୍ନାକୁ ଆସିଛି । ଏଭଳି ଚିତ୍ର ଦେଖିବାକୁ ମିଳିଛି ରାୟଗଡା ବ୍ଲକ ସ୍ଥିତ ଗାଜିଗାଁ ଗ୍ରାମରେ ।
ସୂଚନାରୁ ଜଣାପଡିଛି!-->!-->!-->…
ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଝାରସୁଗୁଡ଼ା : ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ । ଝାରସୁଗୁଡ଼ା ବେଲପାହାଡ଼ ଥାନା ଅନ୍ତର୍ଗତ ମୁଚବାହାଲରେ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ମୃତ ଯୁବକ ଝାରଖଣ୍ଡର ସୃଜନ କୁମାର । ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ!-->…
ପ୍ରବଳ ବର୍ଷାରେ ଜଳବନ୍ଦୀ ସ୍ଥିତି, ପାଣି ନିଷ୍କାସନ ନହେବାରୁ ରାସ୍ତାରେ କୃତ୍ରିମ ବନ୍ୟା
ବଲାଙ୍ଗିର: ପ୍ରବଳ ବର୍ଷାରେ ଜଳବନ୍ଦୀ ପରିସ୍ଥିତି । ସହରର ବିଭିନ୍ନ ସ୍ଥାନରେ ପାଣି ନିଷ୍କାସନ ନହେବାରୁ ରାସ୍ତାରେ କୃତ୍ରିମବନ୍ୟା ଭଳି ପରିସ୍ଥିତି ଉପୁଜିଥିଲା । ଏପରିକି ମାଆ ସମଲେଶ୍ୱରୀ ମନ୍ଦିର ପରିସରରେ ପାଣି ଜମି ରହିଥିଲା । ସହର ମଧ୍ୟରେ କେଉଁଠି ଡ୍ରେନ୍ କାମ ଚାଲିଛି ତ କେଉଁ!-->…
ଧାରଣାରେ ଡାକ୍ତର, ବ୍ୟବଚ୍ଛେଦ ହୋଇନପାରି ପଡ଼ିରହିଲା ନାବାଳକର ମୃତଦେହ
ଯୋଡ଼ା : ଧାରଣାରେ ଡାକ୍ତର, ହୋଇପାରୁନି ପୋଷ୍ଟମର୍ଟମ । ୨୪ ଘଣ୍ଟାରୁ ଅଧିକ ସମୟ ହେବ ଯୋଡ଼ା ହସ୍ପିଟାଲ୍ ରେ ପଡ଼ିରହିଛି ନାବାଳକର ମୃତଦେହ । ସୁନ୍ଦରଗଡ଼ କୋଇଡା ଥାନା ମାଲଦା ସଂରକ୍ଷିତ ଜଙ୍ଗଲରେ ମାଙ୍ଗାନିଜ୍ ଉତ୍ତୋଳନ ବେଳେ ଦୁର୍ଘଟଣା ଘଟିଥିଲା । ସଂରକ୍ଷିତ ଜଙ୍ଗଲରେ ଚୋରା!-->…
SIR ପରିଚାଳନା ପାଇଁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ ଭାବେ ୧୦ ବରିଷ୍ଠ IAS ଅଧିକାରୀ ନିଯୁକ୍ତ
ଭୁବନେଶ୍ୱର: ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଓଡ଼ିଶାର ୧୦ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ (Electoral Roll Observer) ଭାବେ ନିଯୁକ୍ତ!-->…