ତାରା ତାରିଣୀର ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ଼ କଲା ଟିପିଏସ୍ଓଡିଏଲ୍

• ଯାତ୍ରୀଙ୍କ ପାଇଁ ଗୁଣାତ୍ମକ ବିଜୁଳି ସେବା• ସୁରକ୍ଷିତ ଭରସାଯୋଗ୍ୟ ବିଜୁଳି ଯୋଗାଣ ଉପରେ ଗୁରୁତ୍ବ• ୭୮ ଟି ନୂଆ ବିଦ୍ୟୁତ ଖୁଣ୍ଟ ଏବଂ ୮,୧୯୦ ମିଟର ଇନସୁଲେଟେଡ୍ କଣ୍ଡକ୍ଟର ସ୍ଥାପନ• ପ୍ରକଳ୍ପ ମୂଲ୍ୟ ୭୭ ଲକ୍ଷ ଟଙ୍କାରୁ ଅଧିକ ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍…

ବାରବାଟୀ ବିଭ୍ରାଟ: କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡ଼ି, ପୂର୍ବ ସରକାରଙ୍କୁ ଦାୟୀ କଲା ବିଜେପି

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ବିରୋଧୀ ଦଳ ବିଜେଡ଼ି ଏବଂ ଶାସକ ଦଳ ବିଜେପି ମୁହାଁମୁହିଁ ହୋଇଛନ୍ତି। ବିଜେଡ଼ି ପକ୍ଷରୁ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ବିଜେଡ଼ି କହିଛି ଯଦି ନୈତିକତା ଅଛି ତେ‌ବେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନିଜ ଉପରେ ପଦକ୍ଷେପ ନେଇ…

ମହାକୁମ୍ଭରେ ବୁଡ ପକାଇଲେ, ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ମହାମହିମ ନୌବିହାର କରିଥିଲେ। ନୌବିହାର…

କାହିଁକି ଗଲା ଲାଇଟ୍?, ଓସିଏକୁ ୧୦ ଦିନ ଭିତରେ ଉତ୍ତର ମାଗିଲେ ମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଲାଇଟ ବନ୍ଦ ହେବା ପ୍ରସଙ୍ଗକୁ ନେଇ ଏବେ ଓସିଏକୁ ଜାରି ହେଲା କାରଣ ଦର୍ଶାଅ ନୋଟିସ୍ । କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ କଜ୍ ନୋଟିସ୍ ଜାରି କରିଛି କ୍ରୀଡା ବିଭାଗ । ଏଭଳି ଅବ୍ୟବସ୍ଥାକୁ ନେଇ ୧୦ ଦିନ ଭିତରେ ଉତ୍ତର ରଖିବାକୁ ଓସିଏକୁ ନିର୍ଦ୍ଦେଶ ଦିଆଯାଇଛି…

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌ 

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ ସିରିଜ୍‌ର ଶେଷ ମ୍ୟାଚ୍‌ ଖେଳିବେ । ଅନ୍ୟପଟେ…

ଗ୍ରାମ୍ୟ ଜଳ ଓ ପରିମଳ ବିଭାଗର ଗୋଷ୍ଠୀ ପ୍ରଶିକ୍ଷଣ କର୍ମଶାଳା ଗ୍ରାମ୍ୟ

ହିଞ୍ଜିଳିକାଟୁ ୧୦/୨ : ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସଂସ୍ଥା ପକ୍ଷରୁ ସୋମବାର ହିଞ୍ଜିଳିକାଟୁ ବ୍ଲକ ସଭାଗୃହରେ ପଞ୍ଚାୟତ ସ୍ତରରେ କାର୍ଯ୍ୟ ରତ ଏମବିକେମାନଙ୍କୁ ପାନୀୟ ଜଳର ଗୁଣବତ୍ତା ପରୀକ୍ଷା ପାଇଁ ତାଲିମ ପ୍ରଦାନ କରାଯାଇଛି। ବିଭାଗର କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ଦାସ ଙ୍କ ସହ…

ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ବର: ଉତ୍ତରାଖଣ୍ଡରେ ୩୮ତମ ଜାତୀୟ କ୍ରୀଡାରେ ଗତ ରବିବାର ଦିନ ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଲାଲୁ ପ୍ରସାଦ ଭୋଇ, ଡିଏମ୍ ଜୟରାମ, ଅନିମେଶ କୁଜୁର ଓ ଅମିୟ ମଲ୍ଲିକଙ୍କୁ ନେଇ ଗଠିତ ୪*୧୦୦ମି. ରିଲେ ଦଳ ୩୯.୪୭ ସେକେଣ୍ଡରେ…

ଝିଆରୀ ବାହାଘରରେ ଯୋଗଦେଲେ ଯୋଗୀ

ଲକ୍ଷ୍ନୌ : ଗୋରଖନାଥ ମଠରେ ଯୋଗଦେବା ପରଠାରୁ ପରିବାର ସହ ସମ୍ପର୍କ ତୁଟାଇଥିବା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅାଦିତ୍ୟନାଥ ଥରେ ଅଧେ ନିଜ ଘରକୁ ଯାଇଥିଲେ; କିନ୍ତୁ ଶୁକ୍ରବାର ସେ ଉତ୍ତରାଖଣ୍ଡର ପୌଡ଼ି ଜିଲା ଅନ୍ତର୍ଗତ ପଞ୍ଚୁର ଗ୍ରାମସ୍ଥିତ ନିଜ ଘରକୁ ଯାଇ ବଡ଼ ଭାଇଙ୍କ ଝିଅ ଅର୍ଚ୍ଚନା…

ଟ୍ୱିନ ସିଟିରେ ଗାଡି ଚେକିଂ କଡାକଡି

ଭୁବନେଶ୍ବର: ଆଜିଠୁ ଟ୍ୱିନ ସିଟିରେ ପୁଣି ଆରମ୍ଭ ହେବ ଗାଡି ଚେକିଂ। ଗାଡି ଚେକିଂ କଡାକଡି ହେବ ବୋଲି କମିଶନରେଟ୍ ପୋଲିସ ପୂର୍ବରୁ ସଚେତନ କରିଛି। ଚେକିଂ ପୂର୍ବରୁ ବିକଟାଳ ହର୍ଣ୍ଣ, କଳା କାଚ ନଲଗାଇବାକୁ ତାଗିଦ କରିଛି କମିଶନରେଟ୍ ପୋଲିସ। ଚେକିଂ ପୂର୍ବରୁ କାଢି ଦିଅନ୍ତୁ ନଚେତ୍ ଧରାପଡିଲେ…

ହାଇଦ୍ରାବାଦରେ ଓଡ଼ିଶା ଖାଦ୍ୟ ଏବଂ ହସ୍ତଶିଳ୍ପ ମେଳା ଉଦଯାପିତ

ହାଇଦ୍ରାବାଦ : ହାଇଦ୍ରାବାଦ ହାଇଟେକ ସିଟି ସିଲପରମମ ଠାରେ ସ୍ୱାଭିମାନୀ ଓଡ଼ିଆ ମହିଳା ମଣ୍ଡଳ ପକ୍ଷରୁ ଶୁକ୍ରବାର ଠାରୁ ୩ ଦିନ ବ୍ୟାପି "ଓଡ଼ିଶା ଖାଦ୍ୟ ଏବଂ ହସ୍ତଶିଳ୍ପ, ଶିଶୁ ମେଳା ୨୦୨୫ " ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଯାହା ଓଡ଼ିଶାର ସ୍ପନ୍ଦନଶୀଳ ସଂସ୍କୃତିର ଏକ ରୋମାଞ୍ଚକର…