ମେ’ ୪ରେ ହେବ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ଛାତ୍ରଛାତ୍ରୀମାନେ…

ଭାବୁକ ହୋଇପଡିଲେ ଆନ୍ନା, ବହୁତ ବୁଝାଇଲି, ହେଲେ ସେ ମାନିଲେନି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟି ଏବଂ ଅରବିନ୍ଦ କେଜରିୱାଲଙ୍କ ପରାଜୟରେ ସାମାଜିକ କର୍ମୀ ଆନ୍ନା ହଜାରେ ଭାବପ୍ରବଣ ହୋଇପଡିଛନ୍ତି । ଆନ୍ନା ହଜାରେ ଭାବପ୍ରବଣ ହୋଇ କହିଛନ୍ତି ଯେ ସେ କେଜରିୱାଲଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରିଥିଲେ କିନ୍ତୁ ସେ ସମାଜ…

ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି

ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି । ଗତକାଲିଠାରୁ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଅଧିକ ଚିକିତ୍ସା…

ଭିସୁଟର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍‌ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ…

ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ, ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପିକୁ ବହୁମତ ମିଳିଛି। ଦିଲ୍ଲୀ ବିଜୟ ପରେ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିକାଶ ଜିତିଲା, ସୁଶାସନ ଜିତିଲା। ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ। ଦିଲ୍ଲୀର ସାମଗ୍ରିକ…

ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ମହର୍ଷି ବ୍ୟାସଦେବଙ୍କ ଏଠି ମହାଭାରତର ଶେଷପର୍ବ ରଚନା…

ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ଭୁବନେଶ୍ୱର: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍ । ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା…

ଦିଲ୍ଲୀ ଏବେ କେଜ୍ରିୱାଲଙ୍କଠାରୁ ମୁକ୍ତ: କୁମାର ବିଶ୍ବାସ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଅରବିନ୍ଦ କେଜ୍ରିୱାଲଙ୍କ ଅନେକ ପୁରୁଣା ସହଯୋଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରସିଦ୍ଧ ହିନ୍ଦୀ କବି ଡକ୍ଟର କୁମାର ବିଶ୍ୱାସ ମଧ୍ୟ ସେମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି ଯେ,…

୪୮ ଆସନ ସହିତ ଦିଲ୍ଲୀ ଦଖଲ କଲା ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ଦଖଲ କରିଛି ବିଜେପି। ବହୁବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ଏକପ୍ରକାର ସ୍ଥିର ହୋଇଛି। ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ଶନିବାର ଭୋଟ ଗଣତି ଜାରି ରହିଥିବାବେଳେ ଅପରାହ୍ନ ୨ଟା ସୁଦ୍ଧା…

୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ | କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ କରନ୍ତି, ସେମାନଙ୍କୁ ବ୍ଲକ…