ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା

କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି ୯ଟା ଏବଂ ରବିବାର ସକାଳ…

ବଦଳିବ ମୋ ବସ ନାମ, ହେବ ‘ଆମ ବସ’, ବସ୍‌ର ଆଗରେ ଓ ପଛରେ ଲାଗିବ କ୍ୟାମେରା

ଭୁବନେଶ୍ବର: ବଦଳିବ ମୋ ବସ ନାମ । ମୋ ବସ ବଦଳରେ ହେବ ‘ଆମ ବସ’ । ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ବଦଳିବ । ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି…

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଦିଲ୍ଲୀରେ ଖାତା ଖୋଲି ପାରିଲାନି କଂଗ୍ରେସ

ନୂଆଦିଲ୍ଲୀ: ଯେଉଁ ସମୟ, ଯେଉଁ ଫଳାଫଳ, ଯେଉଁ ମୁହୂର୍ତ୍ତକୁ ସମସ୍ତଙ୍କର ଅପେକ୍ଷା ଥିଲା ସେହି ମୁହୂର୍ତ୍ତ ଏବେ ଆସି ସାରିଛି । ଲଗାତାର ଝାଡୁ ମାରି ଦିଲ୍ଲୀରେ ସବୁ ଦଳକୁ ସଫା କରିଦେଉଥିବା ଆପ୍ ଚିତପତାଙ୍ଗ ମାରିଛି । ଆଉ ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ଫୁଲ ଫୁଟିଛି । ସବୁ କଳ୍ପନା ଜଳ୍ପନାର…

ଆପ୍‌ ସମ୍ମାନ ରଖିଲେ ଆତିଶୀ, ୩ ହଜାର ଭୋଟରେ ଜିତିଲେ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଆତିଶୀ। କାଲକାଜି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଥିବା ଆତିଶୀ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେପି ପ୍ରାର୍ଥୀ ରମୋ ବିଧୁରିଙ୍କୁ ପରାଜିତ କରିଛନ୍ତି। ଆପ୍‌ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ…

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି…

ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ମାମୁ -ଭଣଜାଙ୍କ ଜୀବନ

କଟକ : ଦୁର୍ଘଟଣା ନେଲା ମାମୁ -ଭଣଜାଙ୍କ ଜୀବନ । ଜଗତପୁର ଶିଖରପୁରକୁ ସଂଯୋଗ କରୁଥିବା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାଇ ଭଉଣୀ ଓ ପାଞ୍ଚ ବର୍ଷର ପୁଅ ବାଇକରେ ଯାଉଥିବାବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା । ଦୁର୍ଘଟଣାରେ ମାମୁ -ଭଣଜାଙ୍କ…

ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ…

ହାରିଲେ କେଜ୍ରିୱାଲ ଓ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ…

ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ହଂସିତା-ଅନୀଲ୍‌

କଟକ : ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସୀତା ଅନୀଲ। ବହୁଚର୍ଚ୍ଚିତ ଠକେଇ ମାମଲାରେ ଜାମିନ ଲୋଡିଛନ୍ତି ହଂସୀତା ଅଭିଲିପ୍ସା ଓ ଅନୀଲ କୁମାର ମହାନ୍ତି। ଇନଫୋସିଟି ଥାନାରେ ରୁଜୁ ମାମଲାରେ ଜାମିନ ଆବେଦନ କରିଛନ୍ତି । ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ ଜାନୁଆରୀ ୨୮ ରେ ଜାମିନ ଖାରଜ…