Sign in
Sign in
Recover your password.
A password will be e-mailed to you.
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା। ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ ୨୨ଟି ସିଟିଂରେ ପରୀକ୍ଷା ହେବ । ବିଜ୍ଞାନ, କଳା, ଧନ୍ଦାମୂଳକ, ବାଣିଜ୍ୟ ଛାତ୍ର!-->…
କଣାସରେ ଥମୁନି ଝାଡ଼ାବନ୍ତି: ପୁଣି ୩ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି
ପୁରୀ: ପୁରୀ ଜିଲ୍ଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି। ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଜାଗୁଳେଇପଦରରୁ ପୁଣି ୩ଜଣ ଝାଡ଼ାବାନ୍ତି ରୋଗୀ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୟା ନଦୀର ପ୍ରଦୂଷିତ ଜଳ ବ୍ୟବହାର କରି କଣାସ ବ୍ଲକର ଶତାଧିକ ଲୋକ ଝାଡ଼ାବାନ୍ତିରେ!-->…
ଧରାକୋଟ ବ୍ଲକ ରେ କଟନୀ ଛଟନୀ ଓଜନ ରେ ଠକେଇ କହି ମିଲେର ମାନଙ୍କ ଠାରୁ ବଟି ଆଦାୟ…..!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକର ମୁଣ୍ଡ ମରାଇ ଓ କୁଶରାବ ଠାରେ ଥିବା ମିଲେର ମାନେ ଗମ ଧାନ ବୋଲି ସ୍ୱଳ୍ପ ଟଙ୍କା ରେ ଚାଷୀ ମାନଙ୍କ ଠାରୁ ଧାନ ନେଉଥିବା ଅଭିଯୋଗ ଆଣି ତିନି ଜଣ ଇଲୋକ୍ଟ୍ରୋନିକ୍ସ ମିଡ଼ିଆ ଵାଲା ୪୫ ହଜାର ଟଙ୍କା ଦାବୀ କରି ନେଇଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।!-->…
ହଷ୍ଟେଲ ପଛରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ…
ଶିକ୍ଷା ବର୍ଷ ମଧ୍ୟରେ ୬ଜଣ ଶିକ୍ଷାର୍ଥୀଙ୍କ ମୃତ୍ୟୁ...
ଛାତ୍ର ନେତାଙ୍କ ଗିରଫକୁ ଦୃଢ଼ ବିରୋଧ କରିଲା ଗଞ୍ଜାମ ଜିଲ୍ଲା ଛାତ୍ର କଂଗ୍ରେସ
ବ୍ରହ୍ମପୁର : ବିବାଦୀୟ ମନ୍ତବ୍ୟ ଦେଇଥିବା ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ଗସ୍ତକୁ ଗଣତାନ୍ତ୍ରିକ ଉପାୟରେ ପ୍ରତିବାଦ କରିବା ସହିତ କଳା ପତାକା ପ୍ରଦର୍ଶନ କରିଥିଲା ଛାତ୍ର କଂଗ୍ରେସ।ତେବେ ସରକାର ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ନାରାୟଣ ପ୍ରଧାନ ଓ ଛାତ୍ର କଂଗ୍ରେସ!-->…
ପାର୍କିଂ ଫି’ ଆଦାୟକୁ କେନ୍ଦ୍ରକରି ପୁଣି ଦେଖାଗଲା ଉତ୍ତେଜନା
ହିଞ୍ଜିଳିକାଟୁ, ୩।୨(): କିଛି ଦିନର ବ୍ୟବଧାନ ପରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବସ୍ ଟର୍ମିନାଲ ପରିସରରେ ପୁଣିଥରେ ପାର୍କିଂ ଫି'ଆଦାୟକୁ କେନ୍ଦ୍ରକରି ସୋମବାର ସନ୍ଧ୍ୟାରେ ଉତ୍ତେଜନା ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ଅଞ୍ଚଳର ଜଣେ ଯୁବକ ନିଜ କାର୍ ଗାଡ଼ିକୁ!-->…
ବିପିଏଲ୍ ବିଜୁ ପ୍ରେମୀ ନାଇଟ୍ ନକଆଉଟ୍ ସର୍ଟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ସମାପ୍ତ
ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ପୂର୍ବାଞ୍ଚଳର ୱାର୍ଡ ନମ୍ବର ୧୦, ମିସ୍ତ୍ରୀ ଦଫେଇ ସାମ୍ନାରେ ଥିବା ଛୋଟ କ୍ରିକେଟ୍ ପଡ଼ିଆରେ ରବିବାର, ୦୨/୦୨/୨୫ ସନ୍ଧ୍ୟା ୬ଟାରୁ ସକାଳ ୩.୩୦ ପର୍ଯ୍ୟନ୍ତ ଏକ ନକଆଉଟ୍ ସର୍ଟ କ୍ରିକେଟ୍ ଟୁର୍ନାମେଣ୍ଟ ଆୟୋଜନ କରାଯାଇଥିଲା। ଏହି!-->…
କୋର୍ଟଙ୍କ ଆଦେଶକୁ ଅବମାନନା, ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରୀ
ମାଲକାନଗିରି, ୩।୨ : ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ମୃତ୍ୟୁ ଘଟଣାରେ ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଓ ଅନ୍ୟ ତିନି ଜଣଙ୍କ ନାମରେ ଜାମିନ ବିହୀନ ଗିରଫ ପର୍-ୱାନା ଜାରି କଲେ ମାଲକାନଗିରି ଏସଡିଜେଏମ। ତତ୍କାଳୀନ ଜିଲ୍ଲାପାଳଙ୍କ!-->…
ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି
ଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଐତିହ୍ୟ!-->…
ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା
ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍!-->…