Sign in
Sign in
Recover your password.
A password will be e-mailed to you.
ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ସୁଜିତ କୁମାର
ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ!-->…
ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ନିଯୁକ୍ତ
ନୂଆଦିଲ୍ଲୀ: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ଡିସେମ୍ବର ୧୦ରେ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି ।!-->…
ସରକାରୀ ବାସଭବନ ଛାଡୁନାହାଁନ୍ତି ୧୪ ପୂର୍ବତନ ବିଧାୟକ
ଭୁବନେଶ୍ୱର: ସରକାରୀ ବାସଭବନ ଛାଡୁନାହାଁନ୍ତି ପୂର୍ବତନ ବିଧାୟକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଓଡିଶା ବିଧାନସଭାରେ ପ୍ରଦାନ କରିଥିବା ତଥ୍ୟ ଅନୁଯାୟୀ ୧୪ ଜଣ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଦଖଲ କରି ରଖିଛନ୍ତି।
ବିଧାୟକ ମାନସ କୁମାର ଦତ୍ତଙ୍କ ଏକ ପ୍ରଶ୍ନର ଉତ୍ତରରେ!-->!-->!-->…
ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବେ ବିରୋଧୀ !
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଯୋଜନା କରୁଛନ୍ତି ବିରୋଧୀ । ଏ ନେଇ କେତେକ ବିରୋଧୀ ଦଳ ଆଲୋଚନା ଆରମ୍ଭ କରିଛନ୍ତି। ତେବେ ଏନେଇ ଏପର୍ଯ୍ୟନ୍ତ ଇଣ୍ଡିଆ ମେଣ୍ଟର ସବୁ ଦଳଙ୍କ କୌଣସି ସହମତି ହୋଇପାରିନାହିଁ।
!-->!-->!-->…
ରଣକ୍ଷେତ୍ର ପାଲଟିଲା କଲେଜ ପରିସର, କମେଣ୍ଟ ମାରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ
କଟକ : ରଣକ୍ଷେତ୍ର ପାଲଟିଲା କଲେଜ ପରିସର । ବିଗିଡ଼ିଲା ଶୈକ୍ଷିକ ବାତାବରଣ । କୌଣସି କାରଣକୁ ନେଇ କଟକ ରାଜବଗିଚା ସ୍ଥିତ ସିଟି କଲେଜରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀ କଲେଜରେ ପଢ଼ୁଥିବା ଯୁକ୍ତ ୨ ଛାତ୍ରଙ୍କୁ ମରଣାସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ଆଣିଛନ୍ତି ଛାତ୍ରଛାତ୍ରୀ ।
କିଛି!-->!-->!-->…
ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’
ବାରିପଦା: ଶିମିଳିପାଳର ବାଘୁଣୀ ‘ଜିନ୍ନତ’ ଏବେ ଝାଡଖଣ୍ଡ ଜଙ୍ଗଲରେ ବୁଲୁଛି। ବାଘୁଣୀ ଜିନ୍ନତ ଝଡଖଣ୍ଡରେ ବୁଲୁଥିବା ନେଇ ସୂଚନା ଦେଇଛନ୍ତି ଆରସିସିଏଫ୍ ପ୍ରକାଶ ଚାନ୍ଦ ଗୋଗିନେନି। ଗତ ନଭେମ୍ବରରେ ମହାରାଷ୍ଟ୍ର ତଡ଼ବାରୁ ବାଘୁଣୀ ‘ଜିନତ’କୁ ଶିମିଳିପାଳ ଅଣାଯାଇଥିଲା। ଝାରଖଣ୍ଡ ଯାଇ ଏକ!-->…
ବେଙ୍ଗଲ ଓ ଓଡ଼ିଶା ଦଖଲ ପାଇଁ ଧମକ ଦେଲେ ବାଂଲାଦେଶ ନେତା
ବାଂଲାଦେଶ ଓ ଭାରତ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସବୁ ଭିତରେ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି ବା ବିଏନପି ପକ୍ଷରୁ ଉତ୍ତେଜନା ସୃଷ୍ଟି କରିବା ଭଳି ବୟାନ ଦିଆଯାଉଛି। ନିକଟରେ ବିଏନପିର ଜଣେ ନେତା ଭାରତକୁ ତୀବ୍ର ସମାଲୋଚନା କରିବା ସହ ବାଂଲାଦେଶ ଖୁବଶୀଘ୍ର ପଡ଼ୋଶୀ!-->…
‘୫ ବର୍ଷରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାରରୁ ଅଧିକ ଲୋକ’
ଭୁବନେଶ୍ବର: ଅନଲାଇନ ଟ୍ରେଡିଂ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି । ଗତ ୫ ବର୍ଷ ମଧ୍ୟରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାର ୪୩୭ ଲୋକ । ଆଜି ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଗତ ୫ ବର୍ଷ ଭିତରେ କେତେ!-->!-->!-->…
୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ
ଭୁବନେଶ୍ୱର : ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଭୁବନେଶ୍ୱର ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର। ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଲାଂଚ!-->…
ରୁଷ ଶରଣରେ ସିରିଆ ରାଷ୍ଟ୍ରପତି, କଡ଼ା ଚେତାବନୀ ଦେଲେ ଟ୍ରମ୍ପ
ସିରିଆରେ ରାଷ୍ଟ୍ରପତି ବସର-ଅଲ-ଅସଦଙ୍କ ୨୪ ବର୍ଷର ଏକଛତ୍ରବାଦ ଶାସନର ଅନ୍ତ ଘଟିଛି। ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ୱାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ସେ ପରିବାର ସହ ରୁଷରେ ଆଶ୍ରୟ ନେଇଛନ୍ତି।
ଅନ୍ତର୍ଜାତୀୟ ଗଣମାଧ୍ୟମର ସୂଚନା!-->!-->!-->…