Sign in
Sign in
Recover your password.
A password will be e-mailed to you.
ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ
ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ୍ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ!-->…
ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ, ୫ ମୃତ
ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ ହୋଇଛି । ଖୈବର ପଖତୁନଖ୍ବାରେ ଆତଙ୍କବାଦୀ ଅର୍ଦ୍ଧସୈନିକ ବଳ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି । ଘଟଣାରେ ୪ ଜଣ ଯବାନଙ୍କ ସହିତ ୫ ଜଣଙ୍କର ମୃତ୍ୟୁ ହୋଇଛି ।
ପୋଲିସ କହିବା ଅନୁସାରେ କରିଜତ ଲେବି ନାମକ ଅର୍ଦ୍ଧସୈନିକ!-->!-->!-->…
ଲୋକଙ୍କ ପାଖରେ ଅଲୋଡ଼ା ହୋଇନି – ପ୍ରଭାତ ତ୍ରିପାଠୀ
ଭୁବନେଶ୍ୱର :ବିଜେଡିର ବରିଷ୍ଠ ନେତା ଆଜି ପ୍ରକାରାନ୍ତରେ ବିଜେଡିକୁ ସମାଲୋଚନା କରିଛନ୍ତି। ଆଜି ଏକ ଉତ୍ସବରେ ଅନେକ ଦଳୀୟ ନେତାଙ୍କ ସହ ଏକାଠି ହେବା ପରେ ଶ୍ରୀ ତ୍ରିପାଠୀ କହିଛନ୍ତି, ସେ ବୟସ ଦୃଷ୍ଟିରୁ ବିଜେଡିର ସଦସ୍ୟତା ନବୀକରଣ କରିନାହାନ୍ତି। ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ!-->…
୨୧ ଦିନରେ ବୁଡ଼ ପକାଇଲେଣି ୩୪ କୋଟି ଶ୍ରଦ୍ଧାଳୁ
ପ୍ରୟାଗରାଜ: ପ୍ରୟାଗରାଜରେ ଚାଲୁଥିବା ଦିବ୍ୟ ମହାକୁମ୍ଭର ଆଜି ୨୧ ତମ ଦିନ। ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୭୨.୩୬ ଲକ୍ଷ ଭକ୍ତ ସଙ୍ଗମରେ ବୁଡ଼ ପକାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪.୩୩ କୋଟିରୁ ଅଧିକ ଭକ୍ତ ପବିତ୍ର ବୁଡ଼ ପକାଇଛନ୍ତି। ମହାକୁମ୍ଭ ୧୩ ଜାନୁଆରୀରୁ ଆରମ୍ଭ ହୋଇଥିଲା।!-->…
ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା
ଭୁବନେଶ୍ଵର: ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ । ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ!-->…
କେନ୍ଦ୍ର ଟିକସରୁ ଓଡ଼ିଶାକୁ ମିଳିବ ୬୪୪୦୮କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର :୨୦୨୫-୨୬ କେନ୍ଦ୍ର ବଜେଟକୁ ଏକ ଐତିହାସିକ ବଜେଟ୍ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିବା ସହ ସମାଜର ସବୁ ବର୍ଗଙ୍କ ପାଇଁ ଏଥିରେ କିଛିନା କିଛି ଭଲଖବର ରହିଛି ବୋଲି କହିଛନ୍ତି । କେନ୍ଦ୍ର ଟିକସ ବାବଦରେ ଓଡ଼ିଶା ୨୦୨୫-୨୬ ଆର୍ଥିକ ବର୍ଷରେ ୬୪୪୦୮କୋଟି ଟଙ୍କା ପାଇବ ଯାହାକି!-->…
ଆମେରିକା ବିରୁଦ୍ଧରେ ବାଣିଜ୍ୟିକ ଯୁଦ୍ଧ: କାନାଡା-ଚୀନ୍-ମେକ୍ସିକୋ ଏକଜୁଟ
ୱାଶିଂଟନ/ଅଟୱା: ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚୀନ୍ ବିରୁଦ୍ଧରେ ଅଧିକ ଶୁଳ୍କ ଲାଗୁ କରିବା ପରେ ଏକ ବାଣିଜ୍ୟିକ ଯୁଦ୍ଧ ଆରମ୍ଭ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ଟ୍ରୁଡୋ କହିଛନ୍ତି ଯେ,!-->…
ଖାଇବାକୁ ଦେବାରେ ବିଳମ୍ବ କରିବାରୁ ୱେଟରଙ୍କୁ ମାଡ଼ !
ଭୁବନେଶ୍ଵର: ଖାଇବାକୁ ଦେବାରେ ବିଳମ୍ବ ହେବାରୁ ହୋଟେଲ ଓ୍ବେଟରଙ୍କୁ ନିର୍ଦ୍ଧୁମ ଛେଚିଲେ ୨ ଯୁବକ । ଭରତପୁର ଥାନା ଘାଟିକିଆ ନାକା ଗେଟ ନିକଟ ହୋଟେଲରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଏନେଇ ଥାନାରେ ଅଭିଯୋଗ କରିଥିଲେ ହୋଟେଲ ମାଲିକ । ପୋଲିସ ହୋଟେଲରେ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ!-->…
ବରିଷ୍ଠ ଆଇନଜୀବୀଙ୍କ ଉପରେ ଏସିଡ୍ ମାଡ଼ ଘଟଣା : ଧରାପଡ଼ିଲେ ଦୁଇ ଅଭିଯୁକ୍ତ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଜଙ୍ଗମସାହି ବାସିନ୍ଦା ବରିଷ୍ଠ ଆଇନଜୀବୀ ପି.ରାମାରାଓଙ୍କ ଉପରେ ଏସିଡ୍ ମାଡ଼ କରିବା ଘଟଣାରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଦୁଇ ଅଭିଯୁକ୍ତ ହେଲେ ପାରଳାଖେମୁଣ୍ଡିର ଡାକାଜୁ ଭେଙ୍କେଟ ରାଓ ଏବଂ!-->…
ଏଟିଏମ୍ କାର୍ଡ ବଦଳାଇ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଉଠାଇ ନେଲେ ଦୁର୍ବୃତ୍ତ…
ବ୍ରହ୍ମପୁର : ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ । ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ । ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ!-->…