ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନପୁଟ୍ ସହାୟତା

ବରଗଡ଼: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା । ୮୦୦ ଟଙ୍କାର ଇନ୍‌ପୁଟ ସହାୟତା ଦେଲେ ରାଜ୍ୟ ସରକାର । ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍‌ ସହାୟତା

ଭ୍ୟାନ୍‌ରୁ ମିଲିଲା ଦୁଇ ପୁଲିସକର୍ମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭ୍ୟାନ୍‌ ଭିତରୁ ମିଳିଲା ଦୁଇ ପୁଲିସ କର୍ମୀଙ୍କ ମୃତଦେହ। ଉଭୟଙ୍କ ଦେହରେ ଗୁଳି ବାଜିଛି। ଜମ୍ମୁ କଶ୍ମୀରର ଉଧମପୁର ଜିଲ୍ଲାରେ ଘଟିଛି ଏଭଳି କିଛି ଘଟଣା। ଏହାକୁ ନେଇ ଚାରିଆଡେ ଆତଙ୍କ ଖେଳି ଯାଇଛି। ସୂଚନା ମୁତାବକ, ଆଜି ସକାଳ ପ୍ରାୟ ସାଢ଼େ ୬ଟା ବେଳେ ଉଧମପୁର

ବ୍ରିଜ ଆଣ୍ଡ ରୁଫ କୋ ଲିମିଟେଡ଼ରେ ସିବିଆଇ ଚଢ଼ାଉ ମାମଲା, ତିନି ଗିରଫ

ଭୁବନେଶ୍ବର : ଭୁବନେଶ୍ବର ରାମ ମନ୍ଦିର ପାଖରେ ଥିବା ବ୍ରିଜ ଆଣ୍ଡ ରୁଫ କୋ . ଲିମିଟେଡ଼ରେ ସିବିଆଇ ଚଢ଼ାଉ ମାମଲାରେ ତିନି ଜଣ ଗିରଫ । ଆଦିତ୍ୟ ଦେବ ଇନଫ୍ରା ପ୍ରା. ଲିଃର ଏମଡି ଦେବଦତ୍ତ ମହାପାତ୍ରଙ୍କ ସହ ୩ ଜଣଙ୍କୁ ଗିରଫ କରିଛି ସିବିଆଇ । ଅନ୍ୟ ଦୁଇ ଜଣ ହେଲେ ବ୍ରିଜ ଆଣ୍ଡ ରୁଫ୍ ର

ଓଏଏସ ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ

ଭୁବନେଶ୍ୱର: ଓଏଏସ ଅଧିକାରୀଙ୍କୁ ପାଇଁ ଶକ୍ତ ହେଲେ ରାଜ୍ୟ ସରକାର । ଯେଉଁ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଉଛି ସେମାନେ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବାରୁ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଆସନ୍ତା ୧୦ ତାରିଖ ମଧ୍ୟରେ ଯଦି ବଦଳିହୋଇଥିବା ତଥା ନୂଆ ଦାୟିତ୍ବ ମିଳିଥିବା

କେନ୍ଦ୍ର ମନ୍ତ୍ରୀରୁ ମଡେଲ୍‌, ଫ୍ୟାଶନ ଶୋ’ରେ ସିନ୍ଧିଆଙ୍କ ଜଲଓ୍ୱା

କେନ୍ଦ୍ର ମନ୍ତ୍ରୀରୁ ମଡେଲ୍‌। ଫ୍ୟାଶନ ଶୋ'ରେ ଭାଗ ନେଲେ ମୋଦି ସରକାରଙ୍କ ମନ୍ତ୍ରୀ। ରାମ୍ପ ଓ୍ୱକ୍‌ରେ ଜଲଓ୍ୱା ଦେଖାଇଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ। ତାଙ୍କ ସହ ରାଜ୍ୟ ମନ୍ତ୍ରୀ ସୁକାନ୍ତ ମଜୁମ୍‌ଦାର ମଧ୍ୟ ରାମ୍ପ ଓ୍ୱକ୍‌ କଲେ। ଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଆୟୋଜିତ ଚାଲିଥିବା ଅଷ୍ଟଲକ୍ଷ୍ମୀ

ଚାଷୀମାନଙ୍କୁ ଇନ୍‌ପୁଟ୍ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ

ଫୁଲବାଣୀ : ଓଡ଼ିଶାର ଚାଷୀମାନଙ୍କୁ ଇନ୍‌ପୁଟ୍ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ କନ୍ଧମାଳ ଜିଲ୍ଲାର ଚାଷୀମାନଙ୍କୁ ମଧ୍ୟ ଧାନର ସର୍ବନିମ୍ନ ଏଫ୍.ଏ.କ୍ୟୁ. ମୂଲ୍ୟ କ୍ସିଣ୍ଡାଲ ପିଛା ୨ହଜାର ୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଇନ୍‌ପୁଟ୍ ସହାୟତା ରାଶି ସହିତ ସମୁଦାୟ ୩ହଜାର ୧୦୦ ଟଙ୍କା

ଆସନ୍ତା ୧୦ରେ ଛତିଶାନିଯୋଗ ବୈଠକ, ମକର ସଂକ୍ରାନ୍ତି ନୀତିନିର୍ଘଣ୍ଟ ନେଇ ହେବ ଆଲୋଚନା

ଆସନ୍ତା ୧୦ ତାରିଖରେ ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ । ୧୬ ତାରିଖ ଠାରୁ ଆରମ୍ଭ ହେବାକୁଥିବା ଶ୍ରୀଜୀଉଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ଉପରେ

୧୬ରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ପ୍ରଥମେ ବାହାର ପରେ ଭିତର କାମ ହେବ

ପୁରୀ: ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି ପାଇଁ ଦିନ ଧାର୍ଯ୍ୟ । ଦିନ ଧାର୍ଯ୍ୟ ନେଇ ଏଏସଆଇ ଅଧୀକ୍ଷକଙ୍କ ପକ୍ଷରୁ ସୂଚନା । ଏନେଇ ନୀତି ସବ୍‌ କମିଟି ବୈଠକରେ ଅଧିକ ନିଷ୍ପତ୍ତି ନିଆଯିବ । ୧୬ରୁ କାମ ଆରମ୍ଭ କରିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ସ୍କୁଲ ବିଲ୍ଡିଂ ନବୀକରଣ

ଭୁବନେଶ୍ୱର/ ଛତ୍ରପୁର : ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ପକ୍ଷରୁ ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ନରେନ୍ଦ୍ରପୁର ହାଇସ୍କୁଲ ବିଲ୍ଡିଂର ନବୀକରଣ କରାଯାଇଛି। ଗତ ବାତ୍ୟାରେ ବିଦ୍ୟାଳୟର କୋଠା ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ତେବେ ସ୍କୁଲରେ ପାଠ ପଢୁଥିବା ପ୍ରଥମରୁ ଦଶମ ଶ୍ରେଣୀ

ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର ୭।୧୨: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି