ବାହାର ପଟୁ କବାଟ ଦେଇ ଲୁଟିନେଲେ ୧୦ ଲକ୍ଷ ଟଙ୍କାର ସୁନା ଗହଣା

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଭୁଇଁପୁର ବାଲିସାହି ଗାଁରେ ସଶସ୍ତ୍ର ଡକାୟତି । ଗତକାଲି ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ଘରେ ୫ରୁ ଊର୍ଦ୍ଧ୍ବ ଡକାୟତ ପଶି ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଘର ବାହାରପଟୁ କବାଟ ଦେଇ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨ଲକ୍ଷ ନଗଦ କ୍ୟାସ…

ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା…

ଠିକା ନିଯୁକ୍ତ ସରକାରୀ କର୍ମଚାରୀଙ୍କର କଟିବ ନାହିଁ ରାସନକାର୍ଡ

ଭୁବନେଶ୍ବର: ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଠିକା ସରକାରୀ କର୍ମଚାରୀମାନେ…

ଦଲାଲ ମାନଙ୍କ କବ୍ଜାରେ ଆସିକା ଆଦର୍ଶ ଥାନା :ଅଭିଯୋଗ ପରେ କାଉଣ୍ଟର ଅଭିଯୋଗ କରାଇ ହେଉଛି ସମାଧାନ …..!

ସାଧାରଣ ଲୋକେ ନ୍ୟାୟ ପାଇବା ରୁ ବଞ୍ଚିତ …..!!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଅତି ସମ୍ବେଦନ ଥାନା ଭାବରେ ଆସିକା ଥାନା ପରିଚିତ । ଆସିକା ରେ ପୋଲିସ ର ଭୂମିକା ଏବେ ସନ୍ଦେହ ଘେରରେ ରହିଥିବା ଚର୍ଚ୍ଚା ହେଲାଣି। ଆସିକା ଥାନା ବାବୁଙ୍କୁ ଅନ୍ଧାର ରେ ରଖି କିଛି ପୋଲିସ କର୍ମଚାରୀ ମାନେ ଦଲାଲ…

ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ସୋନିଆ ଦେଇଥିବା କଟୁ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିବା ସହିତ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର : ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଯୋଗଦେଇ ଗାନ୍ଧୀ ନଗର ଛକଠାରେ ପ୍ରତିବାଦ କରିଥିଲେ। ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ପବିତ୍ର ସାଂସଦରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ କଟୁ…

ମହାମହିମ ରାଷ୍ଟ୍ରପତିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ; ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି

ହିଞ୍ଜିଳିକାଟୁ ୩୧/୧ : ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେବା କାରଣରୁ ହିଞ୍ଜିଳି ବିଜେପି ପକ୍ଷରୁ ଶୁକ୍ରବାର ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦ୍ରୌପଦୀ ଆଦିବାସୀ ନେତ୍ରୀ ହୋଇଥିବାରୁ ତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଛନ୍ତି…

ସ୍ବାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ : ବିଦ୍ୟାଳୟ ଦେଖାଏ ଆଗକୁ ବଢିବାର ବାଟ – ମୁଖ୍ୟ…

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଲକ୍ ରାଳବ ସ୍ବାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନନ୍ତରାମ ପାଢିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟୁତ୍…

ଉତ୍କଳ ସାମ୍ବାଦିକ ସଂଘର କର୍ମକର୍ତ୍ତା ଚୟନ

ମାଲାକାନଗିରି : ଉତ୍କଳ ସାମ୍ବାଦିକ ସଂଘର ମାଲାକାନଗିରି ଜିଲ୍ଲା ଶାଖା ପକ୍ଷରୁ କର୍ମକର୍ତ୍ତା ପ୍ରକ୍ରିୟା ଶେଷ ହୋଇଛି। ଏଥିପାଇଁ ଆଜି ମାଲକାନଗିରି ଜିଲ୍ଲା ସଦର ମହକୁମାରେ ଥିବା ଉତ୍କଳ ସାମ୍ବାଦିକ ସଂଘର କାର୍ଯ୍ୟାଳୟରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ କରାଯାଇ ବିଭିନ୍ନ ପଦପଦବୀ ପାଇଁ ଚୟନ…

ବ୍ରହ୍ମାକୁମାରୀସ୍ ଶାନ୍ତିକୁଣ୍ଡ ତରଫରୁ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟରଠାରେ CHOOSE CHANGE BECOME ସମ୍ପର୍କୀୟ…

ବ୍ରହ୍ମପୁର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ ତରଫରୁ ରାମଚନ୍ଦ୍ରପୁରସ୍ଥ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟରଠାରେ CHOOSE CHANGE BECOME ସମ୍ପର୍କରେ ଏକ ରାଷ୍ଟ୍ରୀୟ ସମ୍ମିଳନୀ ଉଦଯାପିତ ହୋଇଯାଇଅଛି । ଉକ୍ତ ସମ୍ମିଳନୀକୁ ମୁଖ୍ୟ ଅତିଥି ଦକ୍ଷିଣାଞ୍ଚଳ…

ସିପାଞ୍ଜିରି ବିଦ୍ୟାଳୟରେ ବ୍ଲକସ୍ତରୀୟ ପ୍ରକଳ୍ପ ପ୍ରଦର୍ଶନୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ପରିପୋଷଣୀୟ ଜୀବନଶୈଳୀ ବିଷୟବସ୍ତୁ ଉପରେ ଆଧାରିତ ଛାତ୍ରୀଛାତ୍ରଙ୍କ ଦ୍ୱାରା ୪୪ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବନ ବିଭାଗ…