Sign in
Sign in
Recover your password.
A password will be e-mailed to you.
କଣାସ ହଇଜା ସ୍ଥିତିକୁ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ବର : କଣାସ ହଇଜା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ!-->…
ଦିଲ୍ଲୀରେ ବିଜେପି ସମର୍ଥନରେ ପ୍ରଚାର କରିବେ ଚନ୍ଦ୍ରବାବୁ ଓ ପବନ କଲ୍ୟାଣ
ନୂଆଦିଲ୍ଲୀ: ଦିଲ୍ଲୀରେ ନିର୍ବାଚନ ପ୍ରଚାରର ଶେଷ ସପ୍ତାହ ଆରମ୍ଭ ହୋଇଛି ଏବଂ ଦଳଗୁଡ଼ିକ ସେମାନଙ୍କର ପୂର୍ଣ୍ଣ ଶକ୍ତି ଖଟାଇଛନ୍ତି। ଏବେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶନିବାର (ଫେବୃଆରୀ ୦୧, ୨୦୨୫) ଠାରୁ ଦିଲ୍ଲୀରେ!-->…
ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ
କଟକ: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା-ଅନୀଲ ମାମଲା । ତଥାକଥିତ ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଅଡ଼ୁଆ ବଢିଲା । ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ଆଗୁଆ ଜାମିନ ଖାରଜ କରିଛନ୍ତି ।
!-->!-->!-->…
ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର
ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ ।
ତେବେ ଏହି ଗୁଳିମାଡ ବ୍ୟବସାୟିକ ଶତୃତା କାରଣରୁ!-->!-->!-->…
ସୋନିଆଙ୍କ ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଲା ରାଷ୍ଟ୍ରପତି ଭବନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀଙ୍କ ଅରୁଚିକର ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଛି ରାଷ୍ଟ୍ରପତି ଭବନ। ସୋନିଆଙ୍କ ମନ୍ତବ୍ୟ ଅଗ୍ରହଣୀୟ। ଏହା ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାକୁ ଆଘାତ ଦେଇଛି ବୋଲି ରାଷ୍ଟ୍ରପତି ଭବନ ତରଫରୁ ଏକ ବିବୃତି ଜାରି କରାଯାଇ!-->…
ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ
ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଝାରସୁଗୁଡ଼ା ଏଡିଜେ କୋର୍ଟ ।
ସୂଚନାଯୋଗ୍ୟ, ୨୦୨୧!-->!-->!-->…
ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟକା, ଗୋଟିଏ ଦିନରେ ୭ ବିଧାୟକ ଛାଡ଼ିଲେ ପାର୍ଟି
ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ଲାଗିଛି ବଡ଼ ଝଟକା । ପାର୍ଟିର ୭ ଜଣ ବିଧାୟକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ତ୍ରିଲୋକପୁରୀ ବିଧାୟକ ରୋହିତ ମହରୌଲିଆ, ଜନକପୁରୀ ବିଧାୟକ ରାଜେଶ ଋଷି, କସ୍ତୁରବା ନଗର ବିଧାୟକ ମଦନଲାଲ,!-->…
ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି।
ସୂଚନା ଅନୁଯାୟୀ,!-->!-->!-->…
ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ
ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ବାଚସ୍ପତି କହିଥିଲେ!-->…
୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।
ଏହି ଦିନ!-->!-->!-->…