‘ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା’

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ । ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି । ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ।…

ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ସମ୍ପର୍ଣ୍ଣ

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡାଳି ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଦ୍ୟ ତା ୨୮/୦୧/୨୫ ରିଖ ମଙ୍ଗଳବାର ଦିନ ୧୧ ଟା ଘଟିକାରେ ରାଏବଗା ଭାରପ୍ରାପ୍ତ ଅଧିକାରୀ ପ୍ରହ୍ଲାଦ କୁମାର ପ୍ରଧାନ, ଶିକ୍ଷୟିତ୍ରୀ ଶ୍ରୀମତୀ ଡିଗୀ ମାରାଣ୍ଡିଙ୍କ…

ଟିକ୍‌ଟକ୍‌ କିଣିବ ମାଇକ୍ରୋସଫ୍ଟ !

ଓ୍ବାଶିଂଟନ: ଆମେରିକାରେ ଟିକ୍‌ଟକ୍‌କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍‌ଟକ୍‌ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଗଲା କାଠ

ଦଶପଲ୍ଲା: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। ଶ୍ରୀକ୍ଷେତ୍ରରେ…

ଉତ୍କର୍ଷ ଓଡିଶାରେ ମୋଦି: କହିଲେ,‘ମୋ ଡିଏନଏରେ ଅଛି ଓଡିଶା’

ଭୁବନେଶ୍ବର: ଆଜି ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଦୁଇଦିନିଆ କନକ୍ଲେଭ ଅବସରରେ ଆଜି ପୁଣି ଥରେ ଓଡିଶା ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି, ମୁଁ ସ୍ବାଧୀନ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ୩୦ ଥର…

୪୦୦ କୋଟି ବାକି, ୬୦୦ ହସ୍ପିଟାଲ ବନ୍ଦ କରିବେ ଆୟୁଷ୍ମାନ ଭାରତ ସେବା

୪୦୦ କୋଟି ଟଙ୍କା ବକେୟା ଥିବାରୁ ହରିୟାଣାର ୬୦୦ ଘରୋଇ ହସ୍ପିଟାଲ ଫେବୃଆରୀ ୩ ତାରିଖରୁ ଆୟୁଷ୍ମାନ ଭାରତ ସେବା ବନ୍ଦ କରିବେ ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇଏମ୍ଏ) ଘୋଷଣା କରିଛି। ରାଜ୍ୟ ସରକାରଙ୍କ ଦେୟରେ ବିଳମ୍ବ ଯୋଗୁଁ ହସ୍ପିଟାଲଗୁଡ଼ିକ ସେମାନଙ୍କ କାର୍ଯ୍ୟ ପରିଚାଳନା କରିବା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ବର୍ଷର ଶିଶୁ ପୁତ୍ରକୁ ମାରିଦେଲା

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖେଣ୍ଡରା ଠାରେ ଜଣେ ୩ ବର୍ଷର ଶିଶୁପୁତ୍ର ମୃତଦେହ ପଥର ଖୋଲରେ ପଡିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ ପଥରରେ ପିଟି ମାରିଦେଇଥିବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁସାରେ, ଝୁମ୍ପୁରା ଥାନା…

ଫାଇନାନ୍ସ କର୍ମଚାରୀ ଅପହରଣ ମାମଲା, ୨ ଗିରଫ

ଦିଗପହଣ୍ଡି: ୪ ଯୁବକଙ୍କୁ ଅପହରଣ ମାମଲା । ୨ ଜଣଙ୍କୁ ଗିରଫ କଲା କେ.ନୂଆଗାଁ ଥାନା ପୋଲିସ । ଗତକାଲି ଅଟକ ଥିବା ଜଣେ ଯୁବକଙ୍କ ସହ ମୁଖ୍ୟ ଅଭିଯୁକ୍ତର ସ୍ତ୍ରୀ କୁ ଗିରଫ କରିଛି ପୋଲିସ । ବାଡ଼ିପଟେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ମହିଳାଙ୍କୁ ଗିରଫ ପୋଲିସ । ପ୍ରାୟ ୧ ଏକରରୁ ଉର୍ଦ୍ଧ୍ବ ଜମିରେ…

କ୍ଲଷ୍ଟରସ୍ତରୀୟ ମେଳା ଆୟୋଜିତ

ହିଞ୍ଜିଳିକାଟୁ ୨୮/୧ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ସରକାରୀ ବୃନ୍ଦାବନ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ମେଳା ଆୟୋଜିତହୋଇଯାଇଛି । ମଙ୍ଗଳବାର ଆୟୋଜିତ ମେଳାରେ ସରକାରୀ ବୃନ୍ଦାବନ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଉପେନ୍ଦ୍ର କୁମାର ସାବତଙ୍କ ଅଧ୍ୟକ୍ଷତାରେ…

ହିଞ୍ଜିଳିକାଟୁରେ ଜୀବିକା ମିଶନ ଇସି ସଦସ୍ୟମାନେ ଶକ୍ତି ପ୍ରଦର୍ଶନ…

ହିଞ୍ଜିଳିକାଟୁ : ତା୨୮/୧/୨୦୨୫ ଜାତୀୟ ଗ୍ରାମୀଣ ଜୀବିକା ମିଶନ ସ୍କ୍ରିମ, ଓଡିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ଅଧୀନରେ ଓଡିଶା ଜୀବିକା ମିଶନ ଏବଂ ଓଡିଶା ମିଶନ ଶକ୍ତି ଅଧୂନରେ କାର୍ଯ୍ୟରତ ହଜାର ହଜାର ଇସି ସଦସ୍ୟମାନେ ଏଆଇଟିୟୁସି ସଂଯୁକ୍ତ "ନିଖୂଳ ଓଡିଶା ଜୀବିକା ମିଶନ ଇସି ସଂଘ"…